ଆମ ଜିଲା ଖବର

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନୈରାଶ୍ୟଜନକ: ଲକ୍ଷ୍ୟଧାର୍ଯ୍ୟର ମାତ୍ର ୪୨ ପ୍ରତିଶତ ସମ୍ପୂର୍ଣ୍ଣ

ନୟାଗଡ଼ ଅଫିସ,୨୬।୧: ନୟାଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅଗ୍ରଗତି ନୈରାଶ୍ୟଜନକ ହୋଇଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଲକ୍ଷ୍ୟଠାରୁ ମାତ୍ର ୪୨ ପ୍ରତିଶତ ଘର ସମ୍ପୂର୍ଣ୍ଣ ହୋଇଛି। ଅଧିକାରୀମାନଙ୍କ ଆନ୍ତରିକତା ଅଭାବ ଯୋଗୁ ଏପରି ହୋଇଥିବା ଅଭିଯୋଗ ହେଉଛି। ସେହିଭଳି ବିଭିନ୍ନ…

୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମରେ ପାଳିତ

ଜୟପୁର,୨୬।୧(ଡି.ଏନ.ଏ): କୋରାପୁଟ ଜିଲାର ଜୟପୁରରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜୟପୁର ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଯେଉଁ ଦେଶ ସମ୍ବିଧାନ ଏବଂ ଗଣତନ୍ତ୍ରକୁ ସମ୍ମାନ ଦେଇଛି ସେହି ଦେଶ…

ମାଓବାଦୀ-ଗ୍ରାମବାସୀଙ୍କ ଲଢ଼େଇ: ପ୍ରତିଶୋଧ ପରାୟଣ ହୋଇ ମାଓବାଦୀ ଜାଳିଦେଲେ ୧୦ ଘର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଥିଲା। ମାଓବାଦୀ ଗ୍ରାମବାସୀଙ୍କ ମଧ୍ୟରେ ହୋଇଥିବା ଏହି ଲଢ଼େଇରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତରହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଏହି…

ଜିଲାରେ ଶ୍ରେଷ୍ଠ ବ୍ଲକ ଭାବେ ପାଟଣା ପୁରସ୍କୃତ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲାସ୍ତରୀୟ ୭୧ ତମ ଗଣତନ୍ତ୍ର ଦିବସ ଜିଲା ମୁଖ୍ୟାଳୟ ଷ୍ଟାଡିୟମରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲାର ପାଟଣା ବ୍ଲକକୁ ଶ୍ରେଷ୍ଠ ବ୍ଲକ ଭାବରେ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ଜିଲା ମୁଖ୍ୟ ଡାକ୍ତରଖାନାକୁ ଆରମ୍ଭ ହେଲା ନିଃଶୁଳ୍କ ବସ୍‌ ସେବା

ବରଗଡ ଅଫିସ,୨୬।୧: ବରଗଡ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରୁ ଭଟଲି ବ୍ଲକ ଟୁକୁର୍ଲା(ଖେଦାପାଲି)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ନିଃଶୁଳ୍କ ବସ୍‌ ସେବା ଆରମ୍ଭ ହୋଇଛି। ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ଦେବେଶ…

ଲୋଇସିଂହା ଷ୍ଟାଡିୟମରେ ପତାକା ଉତ୍ତୋଳନ କଲେ ବିଧାୟକ

ଲୋଇସିଂହା,୨୬।୧(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମଠାରେ ସ୍ଥାନୀୟ ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ ପକ୍ଷରୁ ପଞ୍ଚାୟତସ୍ତରୀୟ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରି ଛାତ୍ରୀଛାତ୍ର…

ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ

ଭୁବନ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେଥି ମଧ୍ୟରୁ ଏନ୍‌ଏସି କାର୍ଯ୍ୟାଳୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟ ଅତିଥି…

କେସିଙ୍ଗାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କେସିଙ୍ଗା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବିଦ୍ୟାପୀଠ ଖେଳପଡ଼ିଆ ପରିସରରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଉପଜିଲାପାଳ ସୁଶାନ୍ତ ସିଂ ଯୋଗଦେଇ ସହରର ବିକାଶ, ପାନୀୟଜଳ, ରାସ୍ତାଘାଟ, ଡ୍ରେନ୍‌, ବିଜୁଳି ସମସ୍ୟା…

ସିମନବାଡ଼ିରେ ଭାରତମାତା ପୂଜନ ଉତ୍ସବ, ସାଂସ୍କୃତିକ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୨୬।୧(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ରବିବାର ଏକ ନିଆରା ଢ଼ଙ୍ଗରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ସକାଳୁ ଜାତୀୟ ପତକା ଉତ୍ତୋଳନ ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଯୋଗଦେବାକୁ ୨୫ ତାରିଖରୁ…

ଛେଣ୍ଡିପଦା ବ୍ଲକ ସଦରମହକୁମାରେ ୭୧ତମ ସାଧାରଣତନ୍ତ୍ର ଦିବସ

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦର ମହକୁମା ମିନିଷ୍ଟାଡିୟମରେ ରବିବାର ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ…

ତୁରୁମୁଙ୍ଗାରେ ପତାକା ଉତ୍ତୋଳନ କଲେ ବିଧାୟକ, ଜଗନ୍ନାଥ ପାଟଣାରେ ବ୍ଲକ ଅଧ୍ୟକ୍ଷ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଷ୍ଟାଡିୟମ ଓ ତୁରୁମୁଙ୍ଗାସ୍ଥିତ ହାଇସ୍କୁଲ ପଡ଼ିଆରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ତୁରୁମୁଙ୍ଗାଠାରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

ପୁରୀରେ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ପୁରୀ ଅଫିସ,୨୬।୧: ଜିଲା ପ୍ରଶାସନ ଆନୁକୂଲ୍ୟରେ ତାଲବଣିଆସ୍ଥିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ନିିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri