ସଡକ ସୁରକ୍ଷା ନିୟମ ମାନିଲେ ଦୁର୍ଘଟଣା ହ୍ରାସ ପାଇବ
ସୋନପୁର,୧୮।୧୦(ନି.ପ୍ର.) ସଡକ ଦୁର୍ଘଟଣାରେ ବହୁ ମୂଲ୍ୟବାନ ଜୀବନହାନି ହେଉଛି। ଏଭଳି ମୃତ୍ୟୁ ସଂଖ୍ୟା ଦେଶରେ ଦିନକୁ ଦିନ ବଢୁଛି । ପ୍ରାକୃତିକ ବିପର୍ଯ୍ୟୟ ଓ ଆତଙ୍କବାଦୀ ଆକ୍ରମଣରେ ଯେତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ହେଉଛି ସଡକ ଦୁର୍ଘଟଣାରେ ତାଠୁ ଢେର...
ଅଧିକାର ପାଇଁ ଲଢେଇ କରିବାକୁ ଆହ୍ବାନ
ଖପ୍ରାଖୋଲ, ୧୮ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିର୍ସା ମୁଣ୍ଡାଙ୍କ ୧୪୪ତମ ଜୟନ୍ତୀ ସମାରୋହ ଏସ୍ଟି, ଏସ୍ସି କର୍ମଚାରୀ ସଂଘ ଆନୁକୂଲ୍ୟରେ ରବିବାର ପାଳିତ ହୋଇଯାଇଛି ା ଏସ୍ଟି, ଏସସି କର୍ମଚାରୀ ସଂଘ ସଭାପତି...
ବିଜେଡିର ମିଶ୍ରଣ ପର୍ବ: ‘ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକତା’
ବରୀ,୧୭ା୧୧(ସ୍ବ.ପ୍ର.)- ବରୀ ନିର୍ବାଚନମଣ୍ଡଳୀ ଅଧୀନ ଅମଠପୁର ପଞ୍ଚାୟତର କମ୍ପଗଡ଼ ହାଟ ପଡ଼ିଆରେ ରବିବାର ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ବ୍ରଜକିଶୋର ଭଞ୍ଜଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରୀ ବିଧାୟିକା ସୁନନ୍ଦା ଦାସ ଯୋଗଦେଇ ବରୀର...
ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା: ପମ୍ପ ହାଉସ୍ରେ ତାଲା ଠୁଙ୍କି ପ୍ରତିବାଦ
ପରଜଙ୍ଗ, ୧୭।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ଗ୍ରାମରେ ପାଇପ ପାଣି ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଅଭିଯୋଗ ଆଣିଛନ୍ତି ଅଞ୍ଚଳବାସୀ। ଏହାର ପ୍ରତିବାଦରେ ସେମାନେ ରବିବାର ପଞ୍ଚାୟତ କାର୍ଯ୍ୟାଳୟ ନିକଟ ପମ୍ପ ହାଉସରେ ତାଲା ପକାଇ ପ୍ରତିବାଦ କରିଛନ୍ତି।...
ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ
ବଇଣ୍ଡା,୧୭।୧୧(ଡି.ଏନ୍.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କଟରଙ୍ଗା ଗ୍ରାମରେ ଶୁକ୍ରବାର ରାତିରେ ଏକ ଟ୍ରାକ୍ଟର ଓଲଟି ପଡ଼ିଛି। ଏଥିରେ ଟ୍ରାକ୍ଟର ଚାଳକ ପାପସରା ଗ୍ରାମର ଲମ୍ବୋଦର ପ୍ରଧାନଙ୍କ ମୃତ୍ୟୁ ହୋଇଛି। ପୋଲିସ କହିଛି, ଏକ ଟ୍ରାକ୍ଟର (ନଂ.ଓଡ଼ି୧୯ଇ୭୫୦୧) କଟରଙ୍ଗା ଅଭିମୁଖେ ଆସୁଥିବାବେଳେ...
ରୂପ୍ସା ରେଳ ଜଙ୍କଶନ: ଜାନୁୟାରୀ ସୁଦ୍ଧା ସରିବ ଫୁଟ୍ ଓଭରବ୍ରିଜ୍
ରୂପ୍ସା, ୧୭।୧୧(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିିଲାର ରୂପ୍ସା ରେଳ ଜଙ୍କଶନ ଓ ଷ୍ଟେଶନରେ ଫୁଟ୍ ଓଭରବ୍ରିଜ୍ ନିର୍ମାଣ ଅସମ୍ପୂର୍ଣ୍ଣ ଯୋଗୁ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ଏନେଇ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ...
ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ବାଲିଆପାଳ, ୧୭।୧୧(ସ୍ବ.ପ୍ର.)-ବାଙ୍ଗାଲୋରରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବାଲିଆପାଳର ଜଣେ ଯୁବକ ଜଗତଜ୍ୟୋତି ପଟ୍ଟନାୟକ(୨୫)ଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି ା ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବାଲିଆପାଳ ବ୍ଲକର ପାରୁଳିଆ ଗ୍ରାମର ଅବସରପ୍ରାପ୍ତ...
ମୃତକଙ୍କ ଆଖି କାଢ଼ିନେବା ଘଟଣା: ମାମଲା ରୁଜୁ ପରେ ପୋଲିସର ତନାଘନା
ଭଦ୍ରକ ଅଫିସ, ୧୭ା୧୧- ପରିବାର ଲୋକଙ୍କ ଅଜାଣତରେ ଚକ୍ଷୁ ଦାନ କରିବା ଲାଗି କାଗଜପତ୍ରରେ ଦସ୍ତଖତ କରାଇ ନେଇ ମେଡିକାଲରେ ଜଣେ ମୃତବ୍ୟକ୍ତିଙ୍କ ଦୁଇ ଆଖି କାଢି ନିଆଯିବା ଘଟଣା ସମ୍ପର୍କରେ ଅଭିଯୋଗ ପାଇ ଭଦ୍ରକ ଟାଉନ ଥାନା ପୋଲିସ...
ସମୁଦ୍ରକୁ ମାଛ ଧରିବାକୁ ଯାଇ ଧୀବର ମୃତ
ପଦ୍ମପୁର, ୧୭ା୧୧(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢୁଆଁ ଗ୍ରାମର ଜଣେ ବ୍ୟକ୍ତି ସମୁଦ୍ରକୁ ମାଛ ଧରିବାକୁ ଯାଇ ଅସୁସ୍ଥ ହୋଇ ପରେ ମୃତ୍ୟୁମୁଖରେ ପଡିଛନ୍ତି। ମୃତକ ହେଲେ ଅଢୁଆଁ ଗ୍ରାମର ସୋମବାରୀ ମଳିକ। ଗତ ୧୪ ତାରିଖରେ...
ଚାନ୍ଦବାଲିରେ ଶ୍ରମିକ, କୃଷକ ସମାବେଶ
ଚାନ୍ଦବାଲି,୧୭ା୧୧(ଡି.ଏନ.ଏ.)-ଶୋଷଣମୁକ୍ତ ଭାରତ ଗଠନ ଦିଗରେ କମ୍ୟୁନିଷ୍ଟମାନଙ୍କ ସଂଗ୍ରାମର ଶତବାର୍ଷିକୀ ପାଳନ ଅବସରରେ ରବିବାର ଭଦ୍ରକ ଜିଲା ଚାନ୍ଦବାଲି ବିଜୁସ୍ମୃତି ଭବନରେ ଶ୍ରମିକ ଓ କୃଷକଙ୍କ ସମାବେଶ ଅନୁଷ୍ଠିତ ହୋଇଥିଲା। ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଶ୍ରମିକ ଓ କୃଷକମାନେ ଏଥିରେ...
ଦାରିଙ୍ଗବାଡ଼ିରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଚଳିତ ଶୀତଋତୁରେ ପ୍ରଥମଥର ପାଇଁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସିଛନ୍ତି। ପୂର୍ବରୁ ପର୍ଯ୍ୟଟକ ଦୈନିକ ଆସୁଥିଲେ ମଧ୍ୟ ରବିବାର ଛୁଟିଦିନ ଯୋଗୁ ଏହି ସଂଖ୍ୟା ବୃଦ୍ଧି ପାଇଛି। ସୁନ୍ଦର...
ମୃତଦେହକୁ ଜୀବିତ ଭାବି ଜୁଇରୁ ଫେରାଇ ଆଣିଲେ ଆତ୍ମୀୟସ୍ବଜନ: ମୃତ ଘୋଷଣା କଲେ ଡାକ୍ତର
ହାତୀଓଟ,୧୭।୧୧(ଡି.ଏନ୍.ଏ.): କିଛିଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଛି ଗୁଜବ। ମୃତଦେହ ଶ୍ମଶାନରେ ଚେଇଁ ଉଠିଛି। ଶ୍ମଶାନକୁ ନେଇଥିବା ବନ୍ଧୁ ପରିଜନ ଜୀବିତ ଭାବି ମୃତ ମହିଳାଙ୍କୁ ଡାକ୍ତରଖାନା ଆଣିଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ...
Archives


