ଆମ ଜିଲା ଖବର

୨ ପିକ୍‌ଅପ୍‌ ସହ ୪୦୦ କେଜି ଗଞ୍ଜେଇ ଜବତ, ୫ ଗିରଫ

ଜି.ଉଦୟଗିରି/ଶଙ୍କରାଖୋଲ,୨୨ା୪(ଡି.ଏନ.ଏ.)- ଲକ୍‌ଡାଉନର ସୁଯୋଗ ନେଇ ପରିବା ବୋଝେଇ ପିକ୍‌ଅପ୍‌ ଭ୍ୟାନରେ ଗଞ୍ଜେଇ ଚାଲାଣ ବେଳେ ଚକାପାଦ ପୋଲିସ ଦୁଇଟି ପିକଅପ୍‌ ଭ୍ୟାନକୁ ଜବତ କରିଛି। ସେଥିରୁ ୪୦୦ କେଜି ଗଞ୍ଜେଇ ଓ ନଗଦ ୨ ଲକ୍ଷ ୫୦ ହଜାର ଟଙ୍କା ଜବତ…

୧୩ ବସ୍ତା ଗୁଟ୍‌ଖା ଜବତ, ୫ ଗିରଫ

ଗୋପାଳପୁର,୨୨ା୪- ଗୁଟ୍‌ଖା ଚାଲାଣ ବେଳେ ଗୋଳନ୍ଥରା ପୋଲିସ ସୋମବାର ଚଢାଉ କରି ୧୩ ବସ୍ତା ଗୁଟ୍‌ଖା ଜବତ କରିବା ସହ ୫ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବ୍ରହ୍ମପୁର ମହାନଗର ନିଗମ ପାଣିଗ୍ରାହିପେଣ୍ଠ ସାହିର କାହ୍ନୁଚରଣ ପାଣିଗ୍ରାହି, ଶ୍ରୀଧର ବେହେରା, ବଡ଼ବଜାର…

ଜଙ୍ଗଲରେ ଚଢାଉ, ୮୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘଞ୍ଚ ଜଙ୍ଗଲରେ ମଙ୍ଗଳବାର ଅବକାରୀ ଓ ପୋଲିସ ଟିମ୍‌ ମିଳିତ ଭାବେ ଚଢାଉ କରି ୮୦ ଲିଟର ରନ୍ଧା ଦେଶୀମଦ ଜବତ କରିଛି। ଏଥିସହ ୧୬୮୦୦ ଲିଟର ପୋଚ ନଷ୍ଟ କରି ମଦ ରନ୍ଧା ସରଞ୍ଜାମ…

ଉପଜିଲାପାଳଙ୍କୁ ସ୍କ୍ରାପ୍‌ ୱାଚ ଦେଲା ଆଇଟିଆଇ

ବ୍ରହ୍ମପୁର ଅଫିସ, ୨୨ା୪-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଥିବା ଜମାକାରୀଙ୍କୁ ପ୍ରେତ୍ସାହିତ କରାଯିବ। ୧୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ସହାୟତା ରାଶି ପ୍ରଦାନ କରିଥିବା ଲୋକଙ୍କୁ ବ୍ରହ୍ମପୁର ସରକାରୀ ଆଇଟିଆଇ ଦ୍ୱାରା…

କ୍ୱାରାଣ୍ଟାଇନ୍‌ରେ ରହିଲେ ୩ ଜଣ

ଆସିକା,୨୨ା୪(ଡି.ଏନ୍‌.ଏ.): ଆସିକା ବ୍ଲକ ଓ ଏନ୍‌ଏସି ଇଲାକାକୁ ମଙ୍ଗଳବାର ବିଭିନ୍ନ ସ୍ଥାନରୁ ଆସିଥିବା ୩ ଜଣଙ୍କୁ ପ୍ରଶାସନ ପକ୍ଷରୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ା କେନ୍ଦୁଝର ଜିଲା ବଡବିଲରୁ ଜଣେ ବ୍ୟକ୍ତି କଲେଜ ଛକକୁ ଆସିଥିବା ସୂଚନା ମିଳିବା…

ଘୁମୁସର ବନଖଣ୍ଡରେ ରୋପଣ ହେବ ୨୫ ଲକ୍ଷ ଚାରା

ଭଞ୍ଜନଗର,୨୨।୪(ଡି.ଏନ.ଏ.)-କରୋନା ଲାଗି ଲକ୍‌ଡାଉନ୍‌ ଜାରି ରହିଥିଲେ ମଧ୍ୟ ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଓ ଦକ୍ଷିଣ ଘୁମୁସର ବନଖଣ୍ଡ କର୍ମଚାରୀମାନେ ଚାରା ଉପତ୍ାଦନ ପ୍ରତି ଧ୍ୟାନ ଦେଇଥିଲେ। ସୋମବାରଠାରୁ ଲକ୍‌ଡାଉନରେ ସାମାନ୍ୟ କୋହଳ ହେବାପରେ ନର୍ସରୀଗୁଡ଼ିକୁ ଆସୁଥିବା ଶ୍ରମିକଙ୍କ ସଂଖ୍ୟା ବଢ଼ିଛି।…

ଶ୍ରମିକଙ୍କ ରହିବା, ଖାଇବାର ବ୍ୟବସ୍ଥା କଲା ପ୍ରଶାସନ

ଆନନ୍ଦପୁର,୨୨।୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ପୌରପ୍ରଶାସନ ପକ୍ଷରୁ ଭୁବନେଶ୍ୱରରୁ ଚାଲି ଚାଲି ଆସିଥିବା ୯ ଜଣ ଶ୍ରମିକଙ୍କ ରହିବା ଖାଇବାର ବ୍ୟବସ୍ଥା କରାଯାଇଛି। ଲକ୍‌ ଡାଉନ ପାଇଁ କାମ ବନ୍ଦ ଥିବାରୁ ଏହି ମହିଳା ଓ ପୁରୁଷ ଶ୍ରମିକ ଭୁବନେଶ୍ୱର ଡୁମୁଡୁମା…

୧୧ ଶ୍ରମିକ ଧରାପଡ଼ିି କ୍ୱାରାଣ୍ଟାଇନ୍‌ରେ ରହିଲେ

କେନ୍ଦୁଝର,୨୨ା୪(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ରାଜ୍ୟ ବର୍ଦ୍ଧମାନ ଜିଲାର ୧୧ଜଣ ଶ୍ରମିକ ଝୁମ୍ପୁରା ଅଞ୍ଚଳରେ ରହି ନିର୍ମାଣ କାର୍ଯ୍ୟ କରୁଥିଲେ। କରୋନା ପାଇଁ ଲକ୍‌ଡାଉନ୍‌ ହୋଇଯିବାରୁ ନିର୍ମାଣ କାର୍ଯ୍ୟ ବନ୍ଦ ହୋଇଯାଇଥିଲା। ଗାଡ଼ିମୋଟର ନ ଚାଲିବାରୁ ସେମାନେ ନିଜ ରାଜ୍ୟକୁ ଫେରି ପାରି ନ…

୫ କଣ୍ଟେନମେଣ୍ଟ ଜୋନ୍‌ରେ ତନାଘନା

ଭଦ୍ରକ ଅଫିସ, ୨୨ା୪-ଭଦ୍ରକ ଜିଲାରେ ସୋମବାର ୫ କରୋନା ରୋଗୀ ଚିହ୍ନଟ ହେବା ପରେ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢିଯାଇଛି। ପ୍ରଶାସନ ପକ୍ଷରୁ ବାସୁଦେବପୁର ବ୍ଲକର ୩ଟି ଓ ଭଣ୍ଡାରିପୋଖରୀର ୨ଟି ପଞ୍ଚାୟତର ୩୯ ଗାଁକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା…

ଚାଷୀଙ୍କୁ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଆଲୋଚନା

ଭଦ୍ରକ ଅଫିସ,୨୨ା୪- କରୋନା ଭୂତାଣୁ ସଂକ୍ରମଣ ଜନିତ ଜିଲାର ଚାଷୀମାନଙ୍କ କ୍ଷେତ୍ରରେ ଘଟିଥିବା ଆର୍ଥକ ଦୁର୍ବଳତା ଯୋଗୁଁ ସେମାନଙ୍କୁ ସ୍ବଚ୍ଛଳ କରିବା ସହିତ ଚାଷ କାମରେ ସହଯୋଗ ନିମନ୍ତେ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଜିଲା ସଂସ୍କୃତି ଭବନରେ ଏକ ଆଲୋଚନା…

ଲକ୍‌ ଡାଉନ ଅମାନ୍ୟକାରୀଙ୍କ ନାମରେ ମାମଲା

ଖୁଣ୍ଟା,୨୨ା୪(ଡି.ଏନ୍‌.ଏ.)-ରାଜ୍ୟର ବିଭିନ୍ନ ଅଞ୍ଚଳରେ କୋରନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସରକାର ଲକ୍‌ ଡାଉନର ଅବୋଧି ବଢ଼ାଇଛନ୍ତି। ଜନସଧାରଣଙ୍କୁ ଘରୁ ନ ବାହାରିବା ପାଇଁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ କେତେକ ବ୍ୟକ୍ତି ବେପରୁଆ ଭାବେ…

ସିପିଏମ୍‌ ପକ୍ଷରୁ ପ୍ରତିବାଦ ସଭା

ଖଇରା,୨୨।୪(ଡି.ଏନ.ଏ.)-ସିପିଏମ ଆଞ୍ଚଳିକ କମିଟି ଖଇରା ଶାଖା ପକ୍ଷରୁ ବାଲେଶ୍ୱର ଜିଲା ଖଇରା ବଜାରରେ ମଙ୍ଗଳବାର ପଥପ୍ରାନ୍ତ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ସନ୍ତୋଷ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ପାର୍ବତୀ ସାହୁ, ସୁଭଦ୍ରା ସାହୁ, ଗୀତାଞ୍ଜଳି ସାହୁ, ଭଗବାନ ଦାସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?