ଆମ ଜିଲା ଖବର

ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା ବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତ ପୁରୁଷ ବୋଲି ଜିଲାପାଳ…

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲା ଚରମ୍ପା ଜଳ ବଣ୍ଟନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର ୩୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କୁ କମିଟି ପକ୍ଷରୁ ଏହି ଟଙ୍କା…

କେରଳ, ସୁରଟରୁ ଫେରିଲେ ମୋହନାର ୧୨ପ୍ରବାସୀ

ଆର.ଉଦୟଗିରି,୯।୫(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକକୁ କେରଳ ଓ ସୁରତରୁ ୧୨ଜଣ ପ୍ରବାସୀ ଓଡ଼ିଆ ଆସିଥବା ଜଣାପଡିଛି। ଶୁକ୍ରବାର ଅପରାହ୍ନରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେସନରେ ୧୨ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେଥିମଧ୍ୟରୁ ୧୧ଜଣ କେରଳରୁ ଫେରିଥିବା ବେଳେ ଜଣେ ସୁରଟ…

CORONAVIRUS UPDATE : ନୂଆ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୧୬ ଆକ୍ରାନ୍ତ ସୁରଟ ଫେରନ୍ତା, ରାଉରକେଲା ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନ୍‌ର

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ୧୪ ଏବଂ ପରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଉଛନ୍ତି ରାଜ୍ୟ ସରକାର। ଜଣଙ୍କୁ ଛାଡି ୧୬…

ଅନ୍ନପୂର୍ଣ୍ଣା ହିତାଧିକାରୀଙ୍କୁ ମିଳିଲା ଚାଉଳ

ଆରଡି, ୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତର ୫ଜଣ ଅନ୍ନପୁନ୍ନା ହିତାଧିକାରୀଙ୍କୁ ଶୁକ୍ରବାର ୩ ମାସର ଚାଉଳ ବଣ୍ଟନ କରାଯାଇଛି। ଜିଲା ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲିଙ୍କ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇଥିବା ଜଣାପଡିଛି।…

ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ବ୍ୟାରିକେଡ୍‌

ପୁରୀ ଅଫିସ, ୯।୫: ରଥ ନିର୍ମାଣ କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ରଥ ନିର୍ମାଣକାରୀଙ୍କ ବ୍ୟତୀତ ରଥଖଳାକୁ ଯେପରି ଅନ୍ୟମାନେ ପ୍ରବେଶ କରି ନ ପାରିବେ ତାହା ଉପରେ ଗୁରୁତ୍ୱ…

ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ

କଟକ ଅଫିସ୍‌, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇ ପଡ଼ିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଶୁକ୍ରବାର ରାଜ୍ୟର ସମସ୍ତ ରେଞ୍ଜ…

ମା’ଙ୍କ ପାଇଁ ୪୫୩ କି.ମି. ଯାତ୍ରା

କଟକ ଅଫିସ,୯।୫: ଲକଡାଉନରେ ଅସ୍ତବ୍ୟସ୍ତ ହୋଇଗଲାଣି ଜୀବନ। ମଣିଷ ଏବେ ବନ୍ଦୀ ପ୍ରାୟ। କେଉଁ ଆଡେ ଯାଇପାରୁନି କି କାହା ସୁଖଦୁଃଖରେ ଭାଗିଦାରି ହୋଇପାରୁନି। ଦିନକୁ ଦିନ ଭିନ୍ନ ଭିନ୍ନ ଚିତ୍ର ନଜରକୁ ଆସୁଛି, ଯାହା ଅତ୍ୟନ୍ତ କରୁଣ ଓ ହୃଦୟ…

କରୋନାରୁ ଆରୋଗ୍ୟ ପାଇଁ ଆୟୁର୍ବେଦ ଔଷଧ ବ୍ୟବହାରକୁ ସ୍ବାଗତ

କଟକ ଅଫିସ୍‌,୯।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀପଦ ନାୟକ ଏବଂ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ ରାଜେଶ କୋଟେଚାଙ୍କ ଘୋଷଣା ଅନୁଯାୟୀ କରୋନାରୁ ଆରୋଗ୍ୟ ପାଇଁ କେତେକ ଆୟୁର୍ବେଦିକ ଔଷଧକୁ ପରୀକ୍ଷାମୂଳକ ବ୍ୟବହାର…

ସର୍ବୋଦୟ ସେବକ ପ୍ରତାପ ଚନ୍ଦ୍ର ମିଶ୍ରଙ୍କ ପରଲୋକ

କଟକ ଅଫିସ,୯।୫: ସର୍ବୋଦୟ ସେବକ ତଥା ଗାନ୍ଧୀବାଦୀ ପ୍ରତାପ ଚନ୍ଦ୍ର ମିଶ୍ରଙ୍କ ଗୁରୁବାର ବିଳମ୍ବିତ ରାତିରେ ଝାଞ୍ଜିରୀମଙ୍ଗଳାସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ରୋଗରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ନିଶ୍ଚିନ୍ତକୋଇଲି,୯।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ତରତ ଶାସନ ପଞ୍ଚାୟତର ୮୩ ମହିଳା ସୟଂସହାୟକ ଗୋଷ୍ଠୀ, ଅଙ୍ଗନୱାଡି କର୍ମୀ ଓ ଆଶାକର୍ମୀ ମିଶି ୬୦,୦୦୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସ୍ଥାନୀୟ ତହସିଲଦାରଙ୍କୁ ଏହି ସହାୟତା ରାଶି…

କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ

କଟକ ଅଫିସ୍‌,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ତଥା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?