ଆମ ଜିଲା ଖବର

ବେଆଇନ ବାଲି ଗାଡିକୁ ଅଟକାଇଲା ପୋଲିସ

ବନ୍ତ, ୨୧।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ୍‌ ସମୟରେ କେନ୍ଦୁଝର ଜିଲାରୁ ଭଦ୍ରକ ଅଭିମୁଖେ ଯାଉଥିବା ବେଆଇନ ବାଲି ଗାଡିକୁ ନନ୍ଦିପଦା ପୋଲିସ ଅଟକ ରଖିଛି। ମଙ୍ଗଳବାର ଭୋର ସମୟରେ କେନ୍ଦୁଝର ଜିଲାର ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ବୋଝେଇ ଗାଡିଗୁଡିକ ଭଦ୍ରକ ଜିଲାକୁ…

ମୟୂରଭଞ୍ଜରେ ସ୍ଥିତି ସମୀକ୍ଷା କଲେ ଡିଜପିି

ବାରିପଦା ଅଫିସ, ୨୧ା୪- ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି) ଅଭୟ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦା ଯାଇ ସେଠାରେ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ପରେ ଜିଲା ପୋଲିସ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ…

କୋଭିଡ ଯୋଦ୍ଧାଙ୍କୁ ଅସମ୍ମାନ: ଆନନ୍ଦପୁରରେ ସଚେତନତା କାର୍ଯ୍ୟ ସାରି ଫେରୁଥିବା ଆଶା ଦିଦିଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ଆନନ୍ଦପୁର, ୨୧। ୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଶାଳବଣି ପଞ୍ଚାୟତ ବଳଦୁଆଁ ଗ୍ରାମର ଆଶା ଦିଦି ଅଖଜି ଖଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସେହି ଗ୍ରାମର ଚନ୍ଦନ ମଣ୍ଡଳଙ୍କୁ ଗିରଫ କରିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା(ନଂ. ୬୨/୨୦) ରୁଜୁ…

ବାଲେଶ୍ୱରରେ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ଚିହ୍ନଟ: ଆରମ୍ଭ ହେଲା ସ୍ବତନ୍ତ୍ର ନମୁନା ପରୀକ୍ଷା ଶିବିର, ବିଶୁଦ୍ଧୀକରଣ

ସଜନାଗଡ଼, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଞ୍ଚଳରେ ସୋମବାର ଏକ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଚିହ୍ନଟ ହୋଇଥିବା ଶିଶୁକନ୍ୟାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ ଏବଂ…

ବାଲେଶ୍ୱର: ପଶ୍ଚିମବଙ୍ଗ ଫେରନ୍ତାଙ୍କ ତଥ୍ୟ ଯାଞ୍ଚ ଉପରେ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡ଼ିସି) ଅନୀଲ କୁମାର ସାମଲ ସମୀକ୍ଷା କରିଛନ୍ତି। ସୋମବାର ସ୍ଥାନୀୟ ସର୍କିଟ ହାଉସଠାରେ…

ବିଓଆଇର ମୋବାଇଲ ବ୍ୟାଙ୍କିଙ୍ଗ ସେବା ଆରମ୍ଭ

ବେଗୁନିଆପଡା,୨୧ା୪(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଗଞ୍ଜାମ ଜିଲାପାଳ ଏ ଦିଗରେ ବହୁ କଟକଣା ମଧ୍ୟ ଜାରି କରିଛନ୍ତି। କିନ୍ତୁ ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବ୍ୟାଙ୍କରେ ଜନଗହଳି ଦେଖିବାକୁ ମିଳିଛି। ଏହାକୁ ପ୍ରତିହତ କରିବା…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମହିଳା ମହାସଂଘର ସହାୟତା

ଖଜୁରିପଡା,୨୧ା୪(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ଆର.ନୂଆଗାଁ ଗ୍ରାମପଞ୍ଚାୟତ ସ୍ତରୀୟ ମହିଳା ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍‌)କୁ ୩୨,୩୬୦ ଟଙ୍କା ପ୍ରଦାନ କରାଯାଇଛି। ଏହି ମହାସଂଘ ଅନ୍ତର୍ଗତ ସାତଟି ସଂଘର ସମସ୍ତ କର୍ମକର୍ତ୍ତା ଏହି ଅନୁଦାନ ରାଶି ପ୍ରଦାନ କରିଥିଲେ। ଆର.…

କରୋନା ସଚେତନତା: ରାଶନ ସାମଗ୍ରୀ, ମାସ୍କ ବଣ୍ଟନ

କଟକ ଅଫିସ,୨୧ା୪ : ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମିଳନୀ ଏବଂ ଜୟ ଜଗନ୍ନାଥ ଚାରଣ ଗୋଷ୍ଠୀର ମିଳିତ ସହଯୋଗରେ ରଘୁନାଥଜୀଉ ମନ୍ଦିରଠାରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୩ଶହ ଲୋକଙ୍କୁ ରାଶନ ସାମଗ୍ରୀ, ମାସ୍କ ଏବଂ ସାନିଟାଇଜର ବଣ୍ଟାଯିବା…

ଗ୍ରୀନ୍‌ ଜୋନ୍‌ରେ ବଲାଙ୍ଗୀର: ଲକ୍‌ଡାଉନ୍‌ କୋହଳ ପାଇଁ ସାମାଜିକ ଦୂରତ୍ୱ ହେଲା ଖୋଲା ଉଲ୍ଲଂଘନ

ବଲାଙ୍ଗୀର ଅଫିସ, ୨୧ା୪- ବଲାଙ୍ଗୀର ଜିଲା ଗ୍ରୀନ୍‌ ଜୋନ୍‌ରେ ରହିଛି । ଏଭଳି କ୍ଷେତ୍ରରେ ଏପ୍ରିଲ ୨୦ ତାରିଖ ପରେ ଗ୍ରୀନ୍‌ ଜୋନ୍‌ ଜିଲାଗୁଡିକରେ ଲକ୍‌ଡାଉନ୍‌ କୋହଳ କରାଯିବ ବୋଲି ଆଲୋଚନା ହେଉଥିଲା। ପୂର୍ବରୁ ମେଡିକାଲ ଷ୍ଟୋର, ଗ୍ରୋସରୀ ଦୋକାନ, ଡେଲିମାର୍କେଟ,…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩,୬୧,୮୧୭ ଟଙ୍କା ଦାନ

ସୋନପୁର,୨୧।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଠିକାଦାର ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ଲକ୍ଷ ୬୧ହଜାର ୮୧୭ଟଙ୍କା ପ୍ରଦାନ କରିଛନ୍ତି। ସଂଘ ସଭାପତି ଜୟମାଧବ ମିଶ୍ର ମଙ୍ଗଳବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି…

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦିନକର ଦରମା ଦେଲେ ଶିକ୍ଷା ବିଭାଗ କର୍ମଚାରୀ

ନୂଆପଡା ଅଫିସ, ୨୧।୪-କୋଭିଡ-୧୯କୁ ମୁକାବିଲା କରିବାକୁ ନୂଆପଡା ଜିଲା ଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ସମସ୍ତ ଶିକ୍ଷକ, କର୍ମଚାରୀ ଏବଂ ଅଧିକାରୀ ଆଗକୁ ଆସିଛନ୍ତି। ସେମାନେ ନିଜର ଦିନକର ଦରମା ବାବଦକୁ ୪୯ଲକ୍ଷ ୧୬ହଜାର ୩୫୧ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ…

ଜୀବନ ବିନ୍ଦୁ କାର୍ଯ୍ୟକ୍ରମ: ୩୦ୟୁନିଟ ରକ୍ତ ସଂଗ୍ରହ

ଟିଟିଲାଗଡ଼, ୨୧।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି। ରକ୍ତ ଅଭାବ ଦୂର ଲାଗି ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁଙ୍କ ଆହ୍ବାନ କ୍ରମେ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?