ଆମ ଜିଲା ଖବର

ଶିବିରରେ ୩୨ୟୁନିଟ୍‌ ରକ୍ତ ସଂଗ୍ରହ ହେଲା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା କଦଲୀପାଲି ଗ୍ରାମରେ ମଙ୍ଗଳବାର ଭ୍ରାମ୍ୟମାଣ ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୩୨ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା । ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ…

ଘରକୁ ବୁଲି ବହି ବାଣ୍ଟିଲେ

ସରଣ୍ଡା,୨୧।୪(ଡି.ଏନ.ଏ): କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଫଳରେ ସ୍କୁଲ ଗୁଡ଼ିକ ବନ୍ଦ ରହିଛି । ଏଭଳି ସ୍ଥିତିରେ ଛାତ୍ରୀଛାତ୍ରଙ୍କ ଘରକୁ ସେମାନଙ୍କ ପାଠ୍ୟ ପୁସ୍ତକ ଯୋଗାଣ ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି ।…

ବାଳାଶ୍ରମ ଅନ୍ତେବାସୀଙ୍କୁ ଖାଦ୍ୟ ପରସିଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମଙ୍ଗଳବାର ସହର ଉପକଣ୍ଠ ସିମେଣ୍ଟ ନଗର ନିକଟରେ ରହିଥିବା ବିମଳାଦେବୀ ଆଶ୍ରମକୁ ଯାଇ ସେଠାକାର ଅନ୍ତେବାସୀଙ୍କୁ ଖାଦ୍ୟ ପରଶିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବାପା…

ବିଭିନ୍ନ ୱାର୍ଡ ସାନିଟାଇଜ କଲେ ଖବରଦାତା

ଚୌଦ୍ୱାର,୨୧ା୪(ଡି.ଏନ୍‌.ଏ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପୌରପାଳିକ ଗୁଡିକୁ ସାନିଟାଇଜ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଚୌଦ୍ୱାର ପୌରପାଳିକା ତରଫରୁ ସାନିଟାଇଜ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଚୌଦ୍ୱାରସ୍ଥିତ ଅଗ୍ନିଶମ…

କାର୍ଯ୍ୟରେ ଯୋଗଦେଲେ ବିଆରସିସି

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଏବିଇଓ ସୁରେଶ ଜେନାଙ୍କୁ ବିଆରସିସି ଦାୟିତ୍ୱ ମିଳିଛି। ସୁରେଶ କିଛି ଦିନ ପୂର୍ବରୁ ଏଠାକୁ ବଦଳି ହୋଇ ଆସିଥିଲେ। ଦୀର୍ଘ ଦିନ ହେବ ଏଠାରେ ବିଆରସିସି ପଦବୀ ଫାଙ୍କା ପଡିଥିଲା। ଫଳରେ ବିଭିନ୍ନ କ୍ଷେତ୍ରରେ…

ଆଦିବାସୀ ଲୋକଙ୍କୁ ସଚେତନ କରାଇଲେ

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଜୁଣପସି ଗ୍ରାମର ୬୦ରୁ ଊର୍ଦ୍ଧ୍ୱ ପରିବାରର ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଯାଇଛି। ଏହି ଗ୍ରାମ ଏକ ଆଦିବାସୀ ଓ ବଣ ପାହାଡ଼ ଘେରା ଆଦିବାସୀ ଇଲାକା ଅଟେ। ବହୁ…

ଅନ୍ୟ ଜିଲାରୁ ଆସୁଥିବା କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଦାବି

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ସୋମବାର ଠାରୁ ଅଫିସ ଖୋଲିଲା। ଘରେ ଥିବା ଅଧିକାରୀ ଓ କର୍ମଚାରୀ ମାନେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ତେବେ ଲୁଚାଛପା ବା ଜରୁରୀ କାମରେ ଜିଲା ବାହାରକୁ ଯାଇଥିବା କେତେକ କର୍ମଚାରୀ ରାତାରାତି ଫେରି ଆସି କାମରେ ଯୋଗ ଦେଇଛନ୍ତି।…

କେନ୍ଦୁଝରରୁ ଚାଲି ଚାଲି ପଳାଉଛନ୍ତି ଛତିଶଗଡ଼

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ନଳକୂପ ଖନନ କରି ପେଟପାଟଣା କରି ପରିବାର ପୋଷୁଥିବା ୩୩ଜଣ ଶ୍ରମିକ ଶ୍ରେଣୀର ଲୋକ ମଙ୍ଗଳବାର ଚାଲି ଚାଲି କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରୁ କେନ୍ଦୁଝର ସହର ଦେଇ ଏନ୍‌ଏଚ୍‌ ୪୯ରେ ଯାଉଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଫାଟିଲାଣି ଜୀରା ନଦୀ ବ୍ରିଜ୍‌

ଭେଡ଼େନ,୨୧।୪ (ଡ଼ି.ଏନ.ଏ.) ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଧୁବେନପାଲି ଓ ଜାଣ୍ଡୋଲ ମଝିରେ ଜୀରା ନଦୀରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ ବିଜୁ ସେତୁରେ ଫାଟ ଦେଖା ଦେଇଛି। ୨୦୧୭ରେ ଏହି ବ୍ରିଜ ନିର୍ମାଣ ସମୟରେ କଂକ୍ରିଟ…

ଭେଡ଼େନରେ ମାସ୍କ ଧରପଗଡ଼

ଭେଡ଼େନ,୨୧୪ (ଡ଼ି.ଏନ.ଏ.): ବରଗଡ଼ ଜିଲା ଭେଡ଼େନଠାରେ ମଙ୍ଗଳବାର ପ୍ରଶାସନ ମାସ୍କ ପିନ୍ଧି ନ ଥିବା ଯାତ୍ରୀଙ୍କଠାରୁ ଫାଇନ ଆଦାୟ କରିଛି। ଭେଡ଼େନ ଟ୍ରେକର ଷ୍ଟାଣ୍ଡଠାରେ ତହସିଲଦାର ସୀମା ସବିତା କୁଲୁଙ୍କ ନେତୃତ୍ୱରେ ହୋଇଥିବା ଏହି ଧରପଗଡ଼ରେ ୩୦ ଜଣ ମାସ୍କ ପିନ୍ଧି…

ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶକୁ ନେଇ ପ୍ରତିଷେଧ ମୂଳକ ପଦକ୍ଷେପ: କୋଷ୍ଟଗାର୍ଡ, ମେରାଇନ ପୋଲିସକୁ ଚିଠି ଲେଖିଲେ ଜିଲାପାଳ

ଛତ୍ରପୁର, ୨୧।୪(ଡି.ଏନ୍‌.ଏ.): ବାହାର ରାଜ୍ୟରୁ କେହି ଲୋକ ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶ କରିବାକୁ ନେଇ ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରତିଷେଧକ ମୂଳକ ପଦକ୍ଷେପ ନିଆଯାଇଛି। ଏ ନେଇ ସମୁଦ୍ର ପଥରେ ନଜର ରଖିବାକୁ କୋଷ୍ଟଗାର୍ଡ, ଗଞ୍ଜାମ ଓ ବ୍ରହ୍ମପୁର…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା ବୁଡ଼େନ ଥାନା ଅଞ୍ଚଳରେ ଜଣେ ନାବାଳିକା(୧୫)ଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଅଭିଯୁକ୍ତ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଜଣକ ହେଲେ, ବୁଡ଼ାମାଲ ଗ୍ରାମର ପ୍ରକାଶ ବରିହା (୧୯) । ବୁଡ଼େନ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?