ଆମ ଜିଲା ଖବର

କରୋନା ସହାୟତା: ସ୍ବେଚ୍ଛାସେବୀ ସଂଗଠନ ‘ହିନ୍ଦ ସେବକ ସଂଘ’ ପକ୍ଷରୁ ଅସହାୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଚୌଦ୍ୱାର,୨୨ା୪(ଡି.ଏନ୍‌.ଏ): ଲକ୍‌ଡାଉନ୍‌ ଯୋଗୁ ଗରିବା ତଥା ଖଟିଖିଆ ଲୋକମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। ସେମାନେ ଦୁଇ ଓଳି ଖାଇବା ପାଇଁ ପାଉ ନାହାନ୍ତି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ସ୍ବେଚ୍ଛାସେବୀ ସଂଗଠନ ହିନ୍ଦ ସେବକ ସଂଘର ଚୌଦ୍ୱାର କେନ୍ଦ୍ର ତରଫରୁ ଚୌଦ୍ୱାର…

ଶୋଇଥିବାବେଳେ ମାଡ଼ିଗଲା ବୋଲେରୋ, ମହିଳା ମୃତ

ତାଳଚେର, ୨୧ା୪(ନି.ପ୍ର.)- ଘର ବାହାରେ ଶୋଇଥିବାବେଳେ ଏକ ବୋଲେରୋ ମାଡ଼ିଯିବାରୁ ତାଳଚେର ପୌରାଞ୍ଚଳ ୪ ନମ୍ବର ଓ୍ବାର୍ଡର ମଲ୍ଲୀ ଦାସ(୬୨)ଙ୍କ ମୃତ୍ୟୁ ଘଟିଛି। ଗରମ ହେବାରୁ ସୋମବାର ରାତିରେ ମଲ୍ଲୀ ଘର ପାଖ ଏକ ପକ୍କା ଚଟାଣରେ ଶୋଇଥିଲେ। ରାତି ପ୍ରାୟ…

ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିୟମକୁ କଡାକଡି କଲେ ତହସିଲଦାର

ଗୁଡଭେଲା ୨୧।୪, (ଡି.ଏନ.ଏ.)- ରାଜ୍ୟରେ ସାଧାରଣ ଲୋକ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ତେବେ ଲକ ଡାଉନ ନିୟମକୁ ନେଇ ଆଦୌ ସଚେତନ ହେଉନାହାନ୍ତି କିଛି ଲୋକ। ଏଥିପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନଏସି ଓ ପୋଲିସ ଦ୍ୱାରା…

କରୋନା କଟକଣା କୋହଳ ଯୋଗୁଁ ଆରମ୍ଭ ହେଲା ଚାଷ କାର୍ଯ୍ୟ: ଜିଲାପାଳଙ୍କୁ ଧନ୍ୟବାଦ ଦେଲେ ଚାଷୀ

ପୁରୁଷୋତ୍ତମପୁର, ୨୧।୪(ଡି.ଏନ୍‌.ଏ.): କରୋନା ସହ ମୁକାବିଲା ପାଇଁ ସରକାର ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ହେଲା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଗଞ୍ଜାମରେ ବିଭିନ୍ନ କଟକଣା ଓ ନିୟମ ଜାରି କରି ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲାପାଳ…

ହଠାତ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ମଙ୍ଗଳବାର ସକାଳେ ପ୍ରାୟ ସାଢେ ନଅଟାରେ ହଠାତ ଚାରିଆଡେ ଅନ୍ଧାର ଘୋଟିଆସିଥିଲା। ଲକ ଡାଉନ ଯୋଗୁ ରାସ୍ତାରେ ଯାତାୟାତ କମ ଥିଲେ ହେଁ ଅଫିସ ଖୋଲା ଥିବାରୁ ଏବଂ ଜିନିଷ ପତ୍ର କିଣା ବିକା ପାଇଁ ରାସ୍ତାରେ ଯାତାୟାତ ଥିଲା।…

ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍: ୨ ଗୁରୁତର

ଅନୁଗୋଳ ଅଫିସ୍, ୨୧ା୪- ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ୍ ପୋଲିସ ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ତାଳଚେର ଥାନାର ଜଣେ ମହିଳା ଏସଆଇ ଅର୍ଚ୍ଚନା ନାୟକ ଏବଂ ଜଣେ…

ଶ୍ରୀମନ୍ଦିରରେ ବଡ଼ଚଣା ଆଇଆଇସିଙ୍କ ପ୍ରବେଶ ଘଟଣା: ସହଯୋଗ କରିଥିବା ସେବାୟତ ଅଟକ

ପୁରୀ ଅଫିସ, ୨୧।୪: କରୋନା (କୋଭିଡ-୧୯) ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବାରେ ସହଯୋଗ କରିଥିବା ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ସିଂହଦ୍ୱାର ପୋଲିସ ମଙ୍ଗଳବାର ଅଟକ ରଖିଛି। କରୋନା ମୁକାବିଲା…

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅବସରପ୍ରାପ୍ତ ଶିକ୍ଷକ ସଂଘର ଦାନ

ଚୌଦ୍ୱାର,୨୧ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ କଟକ ଜିଲା ଚୌଦ୍ୱାର ଅବସରପ୍ରାପ୍ତ ଶିକ୍ଷକ ସଂଘ ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକ ୨୦ ହଜାର ୧୨୧ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଚୌଦ୍ୱାରସ୍ଥିତ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଜରିଆରେ ଏହି ରାଶି ପ୍ରଦାନ କରାଯାଇଛ।

ମାସ୍କ, ସାନିଟାଇଜର ବାଣ୍ଟିଲେ ଏମ୍‌ପି

ଭଦ୍ରକ ଅଫିସ,୨୧।୪: ଭଦ୍ରକ ସହରର କାର୍ଯ୍ୟରତ ଖବରଦାତାଙ୍କୁ ଏମ୍‌ପି ମଞ୍ଜୁଲତା ମଣ୍ଡଳ ମାସ୍କ, ସାନିଟାଇଜର, ଗ୍ଳୋବ୍ସ ଓ ଟୋପି ବଣ୍ଟନ କରିଛନ୍ତି। ଜିଲା ଗ୍ରାମ୍ୟ ଉନୟନ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱ ରଖଯାଇ ଏହି ବଣ୍ଟନ କରାଯାଇଥିଲା। ଏଥିସହ ଏମ୍‌ପି ଖବରଦାତାଙ୍କୁ କରୋନା…

ନିୟମ ଉଲ୍ଲଂଘନ ଅଭିଯୋଗରେ ୩ ଦୋକାନୀ ଗିରଫ

ଭଦ୍ରକ ଅଫିସ,୨୧।୪: ଭଦ୍ରକ ଜିଲାରେ ୮ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି। ଭଣ୍ଡାରିପୋଖରୀ ବ୍ଲକରେ ୨ଜଣ କରୋନା ରୋଗୀ ଚି଼ହ୍ନଟ ହେବା ପରେ ବ୍ଲକରେ ୨କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ ଲକ୍‌ଡାଉନ କଟକଣାକୁ…

ମାସ୍କ, ସାନିଟାଇଜର ବାଣ୍ଟିଲା ବନ୍ଧନବ୍ୟାଙ୍କ

ଭଦ୍ରକ ଅଫିସ,୨୧।୪: ବନ୍ଧନ ବ୍ୟାଙ୍କ ପକ୍ଷରୁ ଜିଲାପ୍ରଶାସନକୁ ମାସ୍କ, ଗ୍ଲୋବ୍ସ ଓ ସାନିଟାଇଜର ପ୍ରଦାନ କରାଯାଇଛି। ଜିଲାପାଳ, ବ୍ୟାଙ୍କ ଶାଖା ପରିଚାଳକ ଓ ଅନ୍ୟ କର୍ମଚାରୀଙ୍କ ଉପସ୍ଥିତିରେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କୋଭିଡ ମୁକାବିଲା ପାଇଁ କାର୍ଯ୍ୟକରୁଥିବା ଅଗଧାଡିର…

କ୍ବାରାଣ୍ଟାଇନରେ ଯାଜପୁର ଜିଲାର ୩ ଡାକ୍ତର, ୧୯ ନର୍ସ: ଆସିଥିଲେ ସଂକ୍ରମିତଙ୍କ ସଂସ୍ପର୍ଶରେ

ଯାଜପୁର ଅଫିସ,୨୧।୪: ଯାଜପୁର ଜିଲାର ୩ ଡାକ୍ତର ଓ ୧୯ ନର୍ସଙ୍କୁ କ୍ବାରାଣ୍ଟାଇନରେ ରଖାଯାଇଛି। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଯାଜପୁରର ୫ ସଂକ୍ରମିତ ପୂର୍ବରୁ ନିକଟସ୍ଥ ଡାକ୍ତରଖାନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?