ମାଗଣାରେ ପନିପରିବା, ମାସ୍କ ବଣ୍ଟନ କଲା ମିଶନ ଶକ୍ତି
କେସିଙ୍ଗା,୨୧।୪: କଳାହାଣ୍ଡି ଜିଲା କେସିଙ୍ଗାରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା ଓ ମାସ୍କ ବଣ୍ଟନ। ଏନ୍.ଏ.ସି. ସ୍ଥିତ ସାନପଡା, ଗୌଡ଼ପଡା ଓ ମାଝିପଡାରେ ମିଶନ ଶକ୍ତି ଓ ମା’ ସନ୍ତେଷୀ ମହିଳା ଗ୍ରୁପର ମିଳିତ ଉଦ୍ୟମରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା…
ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ମାସ୍କ ବଣ୍ଟନ
ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ବିଶୋଧିତ କରାଯିବା ସହ ମାସ୍କ ବଣ୍ଟନ କରାଯାଇଛି। ଏଥିସହ ବିଭିନ୍ନ ଅଞ୍ଚଳକୁ ସଂଘର ସଦସ୍ୟମାନେ ବୁଲି ବୁଲି ଶିଶୁମାନଙ୍କୁ ହାତ ଧୁଆ କୌଶଳ, ସାମାଜିକ ଦୁରତ୍ୱ…
ଦୁଇ ମାସରେ ୧୦ମୃତ୍ୟୁ, ଅନେକ ଲୋକ ଆକ୍ରାନ୍ତ: ଡେଙ୍ଗୁ ସନ୍ଦେହ
ମୁନିଗୁଡା,୨୧।୪: କରୋନା ବା କୋଭିଡ-୧୯କୁ ନେଇ ସାରା ରାଜ୍ୟରେ ଏବେ ଆତଙ୍କ ଖେଳିଯାଇ ଥିବା ବେଳେ ରାୟଗଡା ଜିଲା ମୁନିଗୁଡାରେ ଅଜଣା ରୋଗରେ ଲୋକଙ୍କ ମୃତ୍ୟୁ ହେଉଥିବା ଖବର ସାମ୍ନାକୁ ଆସିଛି। ଯାହା ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।…
ଲକ୍ଡାଉନ ଉଠିବା ପରେ ବାହାର ରାଜ୍ୟରୁ ଫେରିବେ ଲୋକେ: ନାମ ପଞ୍ଜିକରଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି
ଛତ୍ରପୁର, ୨୧।୪( ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାର ବହୁ ଲୋକ ଓଡ଼ିଶା ବାହାରେ ଅଛନ୍ତି। ମେ’ ୩ ତାରିଖ ପରେ ଲକ୍ଡାଉନ ଉଠିବା ପରେ ସେମାନେ ଗଞ୍ଜାମ ଜ଼ିଲ୍ଲାକୁ ପ୍ରତ୍ୟାବର୍ତ୍ତନ କରିବେ। ସେମାନଙ୍କୁ ବାହାର ରାଜ୍ୟ ଫେରନ୍ତା ଭାବରେ ବିବେଚନା କରାଯିବ। ଯେଉଁମାନେ…
ଓଲଟିଲା ଗ୍ୟାସ ଟ୍ୟାଙ୍କର
ଜୟପୁର,୨୧।୪(ଡି.ଏନ୍.ଏ): କୋରାପୁଟ ଓ ଜୟପୁର ଘାଟି ମଧ୍ୟରେ ବାରିଣୀପୁଟ ନିକଟସ୍ଥ ଜାତୀୟ ରାଜପଥ ୨୬ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ବାରିଣୀପୁଟ ନିକଟସ୍ଥ ଜାତୀୟ ରାଜପଥ ଦେଇ ରାୟପୁର ଅଭିମୁଖେ ଯାଉଥିବା ଗ୍ୟାସ ଟ୍ୟାଙ୍କରଟି ଭାରସାମ୍ୟ ହରାଇ ଓଲଟିପଡ଼ିଥିଲା।…
ଗଞ୍ଜାମରେ ସକାଳ ୭ ରୁ ଅପରାହ୍ନ ୨ଟା ଯାଏ ଖୋଲିବ ବ୍ୟାଙ୍କ: ଜିଲାପାଳ
ଛତ୍ରପୁର, ୨୧।୪(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାରେ ଥିବା ସମସ୍ତ ବ୍ୟାଙ୍କ ସକାଳ ୭ ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ସକାଳେ ଟୁଇଟ୍ କରି ଜଣାଇଛନ୍ତି। ବ୍ୟାଙ୍କଗୁଡିକରେ ଭିଡ଼ ନିୟନ୍ତ୍ରଣ କରିବା…
୩ ବ୍ଲକ୍ର ୫ ଗ୍ରାମ ସିଲ୍
ଯାଜପୁର ଅଫିସ,୨୧ା୪: ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ଘର ଦଶରଥପୁର ବ୍ଲକ ବିରଜାପୁର ଗ୍ରାମ ପଞ୍ଚାୟତର ରାମବାଗ-କୋଦେଇବାଟି, ଯାଜପୁର ବ୍ଲକର ବାସୁଦେବପୁର ପଞ୍ଚାୟତ ବାସୁଦେବପୁର, ମାର୍କଣ୍ଡପୁର ପଞ୍ଚାୟତର…
ସଫେଇ କର୍ମଚାରୀଙ୍କୁ ପାଣି, ଫୁଲ ପକାଇ ସମ୍ମାନିତ
ଜଟଣୀ ୨୧ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାରେ ଅଗ୍ରଦୂତ ସାଜିଥିବା ଡାକ୍ତର, ନର୍ସ, ପୋଲିସ ଓ ସଫେଇ କର୍ମଚାରୀ ଜୀବନକୁ ବାଜି ଲଗାଇଛନ୍ତି। ଲକ୍ଡାଉନ୍ ସମୟରେ ଲୋକଙ୍କ ସେବାରେ ଲାଗି ପଡିଥିବା ଜଟଣୀ ମ୍ୟୁନିସିପାଲିଟି ଅଞ୍ଚଳରେ କାର୍ଯ୍ୟରତ ୧୦୦ରୁ ଊର୍ଦ୍ଧ୍ୱ ସଫେଇ କର୍ମଚାରୀଙ୍କୁ…
ପିପିଲି ଟୋଲ୍ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ
ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ ପୂର୍ବଭଳି ଟୋଲ ପ୍ଲାଜାରେ ଟିକସ ଆଦାୟ କାର୍ଯ୍ୟ ଆରମ୍ଭ କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା…
ସଙ୍କଟରେ ଚାନ୍ଦୁଆ ଶିଳ୍ପ
ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ ଅଣ୍ଟା ସଳଖି ଆସୁଥିବା ଚାନ୍ଦୁଆ କାରିଗରଙ୍କ ସମେତ ବ୍ୟବସାୟୀମାନେ ଏବେ କରୋନା ମାଡ଼ରେ…
ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି
ବାଲେଶ୍ୱର ଅଫିସ୍:୨୧।୪: ବାଲେଶର ସହରରେ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହେବାପରେ ଏକ ପ୍ରକାର ଆତଙ୍କ ଦେଖାଦେଇଛି। ଗତ ଶନିବାର ବାଲେଶ୍ୱରର ନେଳିବାବାଗ ଅଞ୍ଚଳର ଜଣେ ୫୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୋମବାର ନୀଳଗିରି ବ୍ଲକର ୨…
ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ମାଣବସା ଗୁରୁବାର
ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ବିଶ୍ୱ ଐତିହ୍ୟ ଦିବସ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଇନଟାଞ୍ଜିବଲ୍ କଲଚରାଲ୍ ହେରିଟେଜ ତାଲିକା ବା ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକା ଘୋଷଣା କରାଯାଇଛି। ଏହି ତାଲିକାରେ ଓଡ଼ିଶାର ୩ଟି ଲୋକପ୍ରିୟ ପର୍ବ ଓ ଲୋକନୃତ୍ୟ ସାମିଲ…

