ଆମ ଜିଲା ଖବର

ନିଜ ବନ୍ଧୁଙ୍କ ଦାମ୍ପତ୍ୟ ଗଣ୍ଡଗୋଳରେ ହସ୍ତକ୍ଷେପ କରିବା ପଡିଲା ମହଙ୍ଗା, ସାଙ୍ଗକୁ ହତ୍ୟା କଲେ…, ପୋଲିସ କଲା ସାଂଘାତିକ ଖୁଲାସା

ଅମରପାଲି,୧୨/୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡାମାଲ ଠାରେ ହୋଇଥିବା ଅଜିତ ଖଣ୍ଡଗିରି ହତ୍ୟା ଘଟଣାକୁ ନେଇ ପୋଲିସ ଥାନାରେ ଏକ ଖବରଦାତା ସମ୍ମିଳନୀ କରିଛି । ନିଜ ବନ୍ଧୁଙ୍କ ଦାମ୍ପତ୍ୟ ଗଣ୍ଡଗୋଳ ତଥା ଘରୋଇ ହିଂସାରେ ହସ୍ତକ୍ଷେପ…

ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଥିବା ପାର୍କ ଏବେ ଅନାବନା ଗଛରେ ପରିପୂର୍ଣ୍ଣ

ଗଞ୍ଜାମ,୧୨।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ପ୍ରଶାସନ ପକ୍ଷରୁ ସହର ବିଭିନ୍ନ ସ୍ଥାନରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚରେ ଶିଶୁ ପାର୍କ ନିର୍ମାଣ କରାଯାଇଛି । କିନ୍ତୁ ରକ୍ଷଣା ବେକ୍ଷଣ ଅଭାବରୁ କିଛି ସ୍ଥାନରେ ଭାଙ୍ଗି ରୁଜି ଗଲାଣି ତ…

ମହାନଦୀ ପଠାରେ ଫସି ରହିଛନ୍ତି ୧୮ ଟିକିଆ ହାତୀପଲ

ବାଙ୍କୀ,୧୨ା୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା-ଚନ୍ଦକା ଅଭୟାରଣ୍ୟରେ ବାସ କରୁଥିବା ହାତୀପଲମାନଙ୍କ ମଧ୍ୟରୁ ଏକ ୧୮ ଟିକିଆ ହାତୀପଲ ଗୁରୁବାର ରାତିରେ ମହାନଦୀ ପାର୍‌ ହୋଇ ଆଠଗଡ଼ ଉପଖଣ୍ଡ ସୁକାସନ ଜଙ୍ଗଲକୁ ଯାଇଥିଲେ। ନିଜ ଜଙ୍ଗଲ ଡମପଡ଼ା-ଚନ୍ଦକାକୁ ଫେରୁଥିବା ବେଳେ ସକାଳ…

ବଲାଙ୍ଗୀର ସରକାରୀ ପଲିଟେକ୍‌ନିକ୍‌ ଛାତ୍ରୀଙ୍କୁ ନିର୍ଯାତନା, ଅଧ୍ୟକ୍ଷଙ୍କଠାରେ ଅଭିଯୋଗ ପରେ…

ବଲାଙ୍ଗୀର,୧୨ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ପଲିଟେକ୍‌ନିକ୍‌ର ଜଣେ ପ୍ରଥମ ବର୍ଷ ଛାତ୍ରୀଙ୍କୁ ରାଗିଂ ଅଭିଯୋଗ ହୋଇଛି। ସେଇ ଶିକ୍ଷାନୁଷ୍ଠାନର ଜଣେ ଦ୍ବିତୀୟ ବର୍ଷ ଛାତ୍ରୀ ସମ୍ପୃକ୍ତା ଛାତ୍ରୀଙ୍କୁ ମାଡ଼ ମାରିଥିବା ଓ ନିର୍ଯାତନା ଦେଇଥିବା ନେଇ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷଙ୍କୁ ଅଭିଯୋଗ…

ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ବାରମ୍ବାର ଘଟୁଛି ଦୁର୍ଘଟଣା

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟରେ ଠିକାଦାରଙ୍କ ଅହେତୁକ ବିଳମ୍ବ ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଛି। ପ୍ରତିବାଦରେ ମଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟରେ ଗ୍ରାମବାସୀ ଶୁକ୍ରବାର ସକାଳୁ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନକୁ ଦିନ ବଢୁଛି ବାଇକ୍‌ ଚୋରି, ହାତବାନ୍ଧି ବସିଛି ପୋଲିସ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): ଗୋଟିଏ କି ଦୁଇଟି ନୁହେଁ ମାସକ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ବାଇକ୍‌ ଚୋରି ହୋଇଥିବା ବେଳେ ଗୋଟିଏ ସପ୍ତାହରେ ୪ଟି ବାଇକ୍‌କୁ ଦୁର୍ବୃତ୍ତମାନେ ଚୋରି କରି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି। ହେଲେ ଏ ପର୍ଯ୍ୟନ୍ତ ପୋଲିସ ଗୋଟିଏ…

ଦାରିଙ୍ଗବାଡ଼ିରେ ପ୍ରଥମ: କଲମୀ ବାଇଗଣ ଚାଷ କରି ଲାଭବାନ ହେଲେ ମହିଳା

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ନୂଆ କିସମ ଓ କଲମୀ ପ୍ରସ୍ତୁତିରେ ଚାଷ କରି ଜଣେ ମହିଳା ଲାଭବାନ ହୋଇଛନ୍ତି। ଏଭଳି ଦେଖିବାକୁ ମିଳିଛି ଉକ୍ତ ବ୍ଲକ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମରେ। ପ୍ରକାଶ ଯେ,…

ଆଜି ପ୍ରାଚୀନ ତନ୍ତ୍ର ପୀଠରେ ପ୍ରସିଦ୍ଧ ଝାମୁଯାତ୍ରା: ନିଆଁରେ ଚାଲି ଭକ୍ତଙ୍କୁ ଦର୍ଶନ ଦେବେ ବାବା ଅଗ୍ନି ଭୈରବ

ଥୁଆମୂଳ ରାମପୁର ୧୨।୯(ଦୁର୍ଗା କୀର୍ତ୍ତି): ଉତ୍ସବ ମୁଖର ହୋଇଉଠିଛି ଥୁଆମୂଳ ରାମପୁର ଅଞ୍ଚଳ। ହଜାର ହଜାର ଭକ୍ତଙ୍କ ଗହଣରେ ଅଗ୍ନି ପରୀକ୍ଷା ଦେଇ ସମସ୍ତଙ୍କୁ ଦର୍ଶନ ଦେବେ ବାବା ଅଗ୍ନି ଭୈରବ ଦେବ । କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର…

ପୁରୀରୁ ନିଖୋଜ ନାବାଳିକା ଆନ୍ଧ୍ରପ୍ରଦେଶରୁ ଉଦ୍ଧାର

ପୁରୀ,୧୧ା୯(ଅଜିତ୍‌ କୁମାର ମହାନ୍ତି)-ପୁରୀ ସମୁଦ୍ରକୂଳ ଥାନା ଅନ୍ତର୍ଗତ ରାମମନ୍ଦିର ନିକଟରୁ ନିଖୋଜ ଥିବା ଜଣେ ନାବାଳିକାଙ୍କୁ ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶରୁ ଉଦ୍ଧାର କରିଛି। ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ସମ୍ପୃକ୍ତ ନାବାଳିକା ନିଖୋଜ ଥିବା ନେଇ ସମୁଦ୍ରକୂଳ ଥାନାରେ…

ନୂଆପଡ଼ାରୁ ମଧ୍ୟପ୍ରଦେଶର ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୧୩ ଅଭିଯୁକ୍ତ

ନୂଆପଡ଼ା,୧୧ା୯ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ପୃଥକ୍‌ ସ୍ଥାନରେ ଚଢାଉ କରି ୬୨ କିଗ୍ରା ଗଞ୍ଜେଇ ଜବତ କରି ୧୩ ଜଣଙ୍କୁ ଗିରଫ କରି କରିଛି। ଶୁକ୍ରବାର ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ…

୨୫ ଦିନରେ ପହଞ୍ଚିଲା ବେସରକାରୀ ଅଧ୍ୟାପକ, କର୍ମଚାରୀଙ୍କ ଆନ୍ଦୋଳନ: ସରକାରଙ୍କୁ ଦେଲେ ଏମିତି ଚେତାବନୀ

ବୁଗୁଡ଼ା,୧୧।୯ (କାଳିଚରଣଦାଶ): ସ୍ଥାନୀୟ ପିପୁଲ୍ସ କଲେଜର ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ସମସ୍ତ ଅଧ୍ୟାପକ ଓ କର୍ମଚାରୀଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ୨୦୦୮ ପରବର୍ତ୍ତୀ ପରିଚାଳନା କମିଟି ଦ୍ୱାରା ନିଯୁକ୍ତି ପାଇଥିବା ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଅନୁଦାନ ପ୍ରଦାନ ଦାବି…

ଆପ୍‌ ଡାଉନଲୋଡ୍‌ ପରେ ଆକାଉଣ୍ଟରୁ ୧.୯୨ ଲକ୍ଷ ଗାଏବ

ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଟିକିରି ଥାନା ଅଧୀନ ଉପରକୋଡ଼ିଙ୍ଗା ଗ୍ରାମର ଜଣେ ମହିଳା ସାଇବର ଠକେଇ ଶିକାର ହୋଇଥିବା ଅଭିଯୋଗ ହୋଇଛି। ରାଜୁ ସାହୁଙ୍କ ସ୍ତ୍ରୀ ସୁନେମି ସାହୁଙ୍କ ମୋବାଇଲରେ ଏକ ହ୍ୟାକିଂ ଆପ୍‌ ଡାଉନଲୋଡ଼ ହୋଇ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri