ଆମ ଜିଲା ଖବର

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଗୁରୁବାର ସକାଳ ପ୍ରାୟ ୮ ଟାରେ ଜଣେ ୩୫ ବର୍ଷୀୟ…

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ ଗୁରୁବାର ଭୋର ସମୟରେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଗ୍ରାମବାସୀଙ୍କ ସୂତ୍ରରୁ…

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌ ସମୟରୁ ଏଠାରେ ଭକ୍ତଙ୍କ ଭିଡ଼ ଲାଗିରହିଛି। ଏହି ଅବସରରେ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ମା’ଙ୍କ…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି ଏହି ମହୋତ୍ସବ ପାଳନ କରାଯିବ। ଏଥିପାଇଁ ମଞ୍ଚକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏଥିସହ ଚଳିତବର୍ଷ…

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌ ସଂଗ୍ରହକାରୀ ଟିକେଟ୍‌ ବାବଦକୁ ଅର୍ଥ ସଂଗ୍ରହ କରୁଥିଲେ ସୁଦ୍ଧା ଯାତ୍ରୀଙ୍କୁ ଅର୍ଥ ବାବଦରେ ଟିକେଟ୍‌…

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବିଧବା ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଲାଞ୍ଜିଗଡ଼ ପଞ୍ଚାୟତ…

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି । ଏକ ମାତ୍ର ରୋଜଗାରିଆ ଗାଣ୍ଡୁ ଅସୁସ୍ଥ ହେବା ପରଠାରୁ ଘୋର ଆର୍ଥିକ ଅନଟନରେ…

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ସାଜିଛି। ଏହି ଜଳପ୍ରପାତ ସହ ହଜାର ହଜାର ବର୍ଷରୁ ଅନେକ ଲୋକକଥା ଚର୍ଚ୍ଚାରେ…

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ। ଶୁଭେଚ୍ଛା ଜଣାଇବାକୁ ଲାଗିଛି ମାଳମାଳ ହୋଡିଂ ଓ ବ୍ୟାନର । ସେହିପରି ଗଞ୍ଜାମ ସହର…

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ(୯) ଟାଇଟଲ ଜିତିଛନ୍ତି। ଗୁରୁବାର ପୂର୍ବାହ୍ନ ରେଟାଇଟଲ ବିଜେତା ଇଫ୍ରାତ୍‌…

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି। ଏଥିରେ କଳାହାଣ୍ଡିର ଯୁବ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଆକାଶ ମୁଣ୍ଡ ସ୍ବର୍ଣ୍ଣ ପଦକ ଜିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri