ଆମ ଜିଲା ଖବର

ତାଳଚେର କୋଭିଡ୍‌ ଡାକ୍ତରଖାନା ପ୍ରସ୍ତୁତ

ତାଳଚେର, ୨୧ା୪(ନି.ପ୍ର.) ତାଳଚେରସ୍ଥିତ ନେହେରୁ ଶତାବ୍ଦୀ ସେଣ୍ଟ୍ରାଲ ହସ୍‌ପିଟାଲରେ ସୋମବାର ସ୍ବତନ୍ତ୍ର କୋଭିଡ-୧୯ ଡାକ୍ତରଖାନା ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.) ଛେଣ୍ଡିପଦାର ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ଯୋଗ ଶିବିରର ସଦସ୍ୟମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ୧ଶହ ଟଙ୍କା ଦାନ କରିଛନ୍ତି। ସଂଘ ଓ ଯୋଗ ଶିବିର ସଭାପତି ବିପିନବିହାରୀ ବେହେରା, ଉପସଭାପତି ରାଜକିଶୋର ସାହୁ, ସମ୍ପାଦକ…

କାଠ ଚୋରିର ହେବ ତଦନ୍ତ

କଣିହଁ।,୨୧ା୪ (ଡି.ଏନ.ଏ.) କଣିହଁ। ବନାଞ୍ଚଳ ହନୁମାନପୁର ସେକ୍ସନର ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି କାଠ ମାଫିଆମାନେ ଚୋରି କରିବାରେ ଲାଗିଛନ୍ତି। ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ବନ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେଇ କେବଳ ଜଙ୍ଗଲରୁ ନିଅଁା ଲିଭାଇବା…

ଦୁଃଶାସନ ହତ୍ୟା ମାମଲା, ୪ଜଣଙ୍କୁ ଅଟକ ରଖି ପୋଲିସର ତନାଘନା

ବୌଦ୍ଧ, ୨୧ା୪(ସ୍ବ.ପ୍ର) ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ କାଶଲପୁର ଗ୍ରାମ ସମୀପ ଏକ କ୍ଷେତରୁ ରବିବାର ଗଁାର ଦୁଃଶାସନ ଗୁରୁ (୪୫)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଥିଲା ା ବୌଦ୍ଧ ପୋଲିସ ମୃତଦେହ ଜବତ କରତ ତଦନ୍ତ ଆରମ୍ଭ କରିଥିଲା…

ରାଇକିଆରେ କାଳବୈଶାଖୀ ବର୍ଷା

ରାଇକିଆ,୨୧ା୪(ଡି.ଏନ୍‌.ଏ.)- ମଙ୍ଗଳବାର ଅପରାହ୍ନରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳନ୍‌ରେ କାଳ ବୈଶାଖୀ ପ୍ରଭାବରେ ବର୍ଷାପବନ ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗଛ ପଡ଼ି କ୍ଷୟକ୍ଷତି ହୋଇଛି। ବିଦ୍ୟୁତ୍‌ ସେବା ମଧ୍ୟ ବନ୍ଦ ହୋଇଯାଇଛି। ଗତ କିଛିଦିନ ହେଲା ପ୍ରତ୍ୟେକ ଅପରାହ୍ନରେ ଏପରି…

କୋଭିଡ୍‌ ଫଣ୍ଡକୁ ଶବର ସମାଜ କଲ୍ୟାଣ ସମିତିର ସହାୟତା

ଆର.ଉଦୟଗିରି,୨୧ା୪(ଡି.ଏନ.ଏ.)- ଗଜପତି ଜିଲା ଆଦିବାସୀ ଶବର ସମାଜ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିକୁ ଏକ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏନେଇ ଏକ ଚେକ ଶବରପଲ୍ଲୀ ଶ୍ରୀରାମପୁର ସ୍ଥିତ ଶବର କଲ୍ୟାଣ ସମିତି କାର୍ଯ୍ୟାଳୟ ଶବର ସମାଜ ଓଡିଶା…

ମାସ୍କ ପିନ୍ଧି ନ ଥିବା ଲୋକଙ୍କ ଠାରୁ ୩୮୦୦ ଜରିମାନା ଆଦାୟ

ଆର.ଉଦୟଗିରି,୨୧ା୪(ଡି.ଏନ.ଏ.)- କରୋନା ଭୂତାଣୁକୁ ନେଇ ବିଭିନ୍ନ କଟକଣା ଜାରି କରାଯାଇଥିବାବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଗଜପତି ଜିଲାର ଆର୍‌.ଉଦୟଗିରି ଥାନା ଅଞ୍ଚଳରେ ମାସ୍କ ନ ପିନ୍ଧି ବଜାର ବୁଲିବା, ସୌଦା ଓ ବିଭିନ୍ନ ଜରୁରୀ କାମରେ ଘରୁ ବାହାରକୁ ଯାଉଥିବା…

ପିଆରଏମ୍‌ ମେଡିକାଲ୍‌ରେ ନିଆଁ

ବାରିପଦା ଅଫିସ, ୨୦ା୪- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆରଏମ୍‌ ମେଡିକାଲ୍‌ର ମାନସିକ ରୋଗ ଚିକିତ୍ସା ଓ୍ବାର୍ଡରେ ସୋମବାର ଅଗ୍ନିକାଣ୍ଡ ଘଟି ବିଭିନ୍ନ ସରଞ୍ଜାମ ପୋଡ଼ି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ରାତି ୯ଟା ସମୟରେ ଶର୍ଟ ସର୍କିଟ ଯୋଗୁ ଉକ୍ତ ଓ୍ବାର୍ଡରେ…

କାଜୁ ଜଙ୍ଗଲ ଲିଜ୍‌କୁ ନେଇ ବୋମାମାଡ଼, ଜଣେ ମୃତ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- କାଜୁ ଜଙ୍ଗଲ ଲିଜ୍‌କୁ ନେଇ ବେଗୁନିଆପଡା ବ୍ଲକ ଖିଡିଙ୍ଗିଠାରେ ସୋମବାର ୨ଗୋଷ୍ଠୀ ମୁହଁାମୁହିଁ ହେବା ସହ ବୋମାମାଡରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ବଡଖଇରିଖମା ପଞ୍ଚାୟତ ଗୁଞ୍ଜଗଳ ଗ୍ରାମର ପ୍ରଭାକର ବିଶ୍ୱାଳ(୩୮)। ଅନ୍ୟ ୨ଜଣ…

ଲକ୍‌ଡାଉନରେ ମାତିଛନ୍ତି ଲୁଟେରା

ପାଟପୁର,୨୦ା୪- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଥିବାବେଳେ ଜଣେ ମହିଳାଙ୍କ ବେକରୁ ସୁନାହାର ଝାମ୍ପି ନେଇଛନ୍ତି। ପୋଲିସ ଲକ୍‌ଡାଉନ୍‌ରେ ବ୍ୟସ୍ତ ଥିବାବେଳେ ପାଟପୁର ଅଞ୍ଚଳରେ…

ମିଲ ଫଣ୍ଡକୁ ସହାୟତା ପାଇଁ ବିଧାୟିକାଙ୍କୁ ଚେକ ପ୍ରଦାନ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- ଲକ୍‌ଡାଉନ ପାଇଁ ସରକାର ରାଶନକାର୍ଡଧାରୀଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରୁଛନ୍ତି। ତେବେ ଅନେକ ଅସହାୟ ଓ ଗରିବ ବିଭିନ୍ନ କାରଣରୁ କାର୍ଡ ପାଇପାରିନାହାନ୍ତି। ଏହି ବର୍ଗର ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଗଞ୍ଜାମ ଜିଲାପାଳ ‘ମିଲ୍‌’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।…

କୋଭିଡ୍‌ ଫଣ୍ଡକୁ ୯୦ ହଜାର ଦେଲେ ଠିକାଦାର

ଜି.ଉଦୟଗିରି,୨୦ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ପଞ୍ଚାୟତ ସମିତିର ଠିକାଦାରମାନେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ)କୁ ୯୦ ହଜାର ଟଙ୍କାର ଏକ ଚେକ ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ମିଶ୍ର, ଦୀପକ କୁମାର ବେହେରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?