କୁହିଡ଼ି ପାଇଁ କାର୍ ଓଲଟି ୬ ଆହତ
କୋଦଳା,୨୩ା୧(ଡି.ଏନ.ଏ.)-କୋଦଳା ଖଲ୍ଲିକୋଟ ରାସ୍ତା ଖରଖରୀ ପୋଲ ନିକଟରେ ଗୁରୁବାର ଭୋର୍ରେ ଏକ କାର କୁହୁଡି ଯୋଗୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ପି.ଗୋପାଳ (୨୩)ଙ୍କ ଅବସ୍ଥା ଗୁରୁତର…
ଅଟୋ-କାର ଧକ୍କା: ଜଣେ ମୃତ, ୪ ଆହତ
କୁକୁଡାଖଣ୍ଡି,୨୩ା୧(ଡି.ଏନ.ଏ.)-ସଦର ଥାନା ଅନ୍ତର୍ଗତ ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଆମ୍ବଗଡ ନିକଟରେ ବୁଧବାର ମଧ୍ୟରାତିରେ ଏକ ଅଟୋ ଓ କାର ମୁହଁ।ମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅଟୋ ଡ୍ରାଇଭର ଗୌତମୀ ଗ୍ରାମର କାମନା ସ୍ବାଇଁ(୪୦)। ଗୌତମୀର ଗୋଟିଏ ପରିବାରର…
ବେଆଇନ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା ଦେଲେ ପରିବାର
ବସ୍ତା,୨୩।୧(ଡି.ଏନ.ଏ)- ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଆଳୁମେଦା ଗ୍ରାମର ଜଣେ ଯୁବକ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଜୁଆରୀ ଗ୍ରାମର ନୀଳକଣ୍ଠ ବେହେରା(୩୮)। ସୂଚନାନୁଯାୟୀ, ଗ୍ରାମର ଜଣେ ବ୍ୟକ୍ତି ବେଆଇନ ଭାବେ ନିଜର ସେଚ ପଏଣ୍ଟକୁ…
ସାବିତ୍ରୀ ରଥ ହେବେ ହାଇକୋର୍ଟ ବିଚାରପତି
କଟକ ଅଫିସ,୨୩।୧: ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ ସାବିତ୍ରୀ ରଥ। ସୁପ୍ରିମକୋର୍ଟ କଲେଜିୟମ ମିଟିଂରେ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଏବେ ସେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ସାବିତ୍ରୀଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ ଓ୍ବେବ୍ସାଇଟ୍ରେ ସୂଚନା…
ଚିଲିକା ଉପକୂଳ ବେଆଇନ ମାଛଘେରି ଭଙ୍ଗା କାର୍ଯ୍ୟ ଆରମ୍ଭ
ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଚିଲିକା ଉପକୂଳରେ ଥିବା ବେଆଇନ ମାଛ ଘେରି ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ଖୋର୍ଦ୍ଧା ଉପଜିଲାପାଳଙ୍କ ନେତୃତ୍ୱରେ ଘେରି ଭଙ୍ଗାଯାଉଛି। ଏଥିପାଇଁ ଘଟଣାସ୍ଥଳରେ ଟାଙ୍ଗୀ, ଚିଲିକା, ଖୋର୍ଦ୍ଧା ତହସିଲଦାରଙ୍କ ସମେତ ଦୁଇ…
ଟ୍ରେନ୍ରେ କଟି ମହିଳା ମୃତ
ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ବାଘମାରୀ ଓଭରବ୍ରିଜ୍ଠାରେ ଗୁରୁବାର ଟ୍ରେନ୍ରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାଘମାରୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରି ନାହିଁ।
ଛାତ୍ରାବାସରେ ମସାଜ୍ର ମଜା ନେଉଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ
ବାରିପଦା ଅଫିସ,୨୩।୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଖେରଣା ସ୍ଥିତ ଈଶ୍ୱରଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ ହେଉଛି। ଭିଡିଓ କେଉଁ ଦିନର ତାହା ଜଣାପଡ଼ି ନ ଥିବା…
ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ
ସୁନ୍ଦରଗଡ଼,୨୩।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କୁକୁରଭୁକା ଗ୍ରାମର ମୀନା ବାହାଲା(୩୦)। ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ…
ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ୟୁନିଫର୍ମ ପିନ୍ଧି ନ ଥିବାରୁ ରାଗିଲେ, ଖାଦ୍ୟର ମାନ କଲେ ଯାଞ୍ଚ
କୋରୁକେଣ୍ଡା,୨୩।୧(ଡି.ଏନ୍.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲ ଗୁରୁବାର ଅଚାନକ ଗ୍ରସ୍ତ କରିଥିଲେ। ପୂର୍ବରୁ ଏହି ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦେଉଥିବା ବାରମ୍ବାର ଅଭିଯୋଗ ଆସୁଥିବାରୁ ଜିଲାପାଳ ଏପରି…
‘ସ୍ବାଧୀନତା ଆନ୍ଦୋଳନରେ ନେତାଜୀଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’
ମାଲକାନଗିରି,୨୩।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ସୁଭାଷ ବୋଷ ସ୍ମାରକୀ ଟାଉନ ୟୁଥ୍କ୍ଲବ ଆନୁକୂଲ୍ୟରେ ନେତାଜୀଙ୍କ ୧୨୪ତମ ଜୟନ୍ତୀ ପାଳିତ ହୋଇଯାଇଛି ା ଏଥିରେ ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ଋଷିକେଶ ଡି.ଖିଲାରୀ, ପୂର୍ବତନ ବିଧାୟକ ନିମାଇଁ ଚରଣ…
ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ
ମାଧପୁର,୨୩।୧(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ପରେ ଗୁରୁବାର ଆଠମଲ୍ଲିକ ପୋଲିସ ଘଟଣାସ୍ଥଳକୁ ଆସି ବହୁତ ଖୋଜାଖୋଜି ପରେ ମୃତଦେହର ସନ୍ଧାନ…
ଗ୍ୟାସ୍ ଚୁଲାରୁ ନିଆଁ ଲାଗି ମହିଳା ଗୁରୁତର
ରାୟଗଡ଼ା ଅଫିସ,୨୩।୧: ରାୟଗଡ଼ା ଥେରୁବାଲି ଝୁପୁଡ଼ି ସାହିର ପରଦେଶୀ ନନ୍ଦଙ୍କ ସ୍ତ୍ରୀ ଲଳିତା ଲଳିତା ଗୁରୁବାର ସକାଳେ ରୋଷେଇ କରିବା ସମୟରେ ଗ୍ୟାସ ଚୁଲାର ପାଇପ ଅଲଗା ହୋଇଯାଇଥିଲା। ସେଥିରୁ ନିଆଁ ବାହାରି ଲଳିତାଙ୍କ ଶରୀରର ଅର୍ଦ୍ଧାଧିକ ଅଂଶ ପୋଡ଼ିଯାଇଛି। ପରିବାର…
Archives


