ଆମ ଜିଲା ଖବର

ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ୯ତାରିଖରେ ହେବାକୁ ଥିବା ମେଣ୍ଢାପୋଡ଼ି ଏବଂ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଆଦି ଉପରେ…

କେନ୍ଦୁଝରରେ କରୋନା ସନ୍ଦିଗ୍ଧ ନେଇ ଚର୍ଚ୍ଚା

କେନ୍ଦୁଝର,୪।୩(ସ୍ବ.ପ୍ର.): ଆଣ୍ଡାମାନରୁ ଫେରିଥିବା ଜଣେ କରୋନା ସନ୍ଦିଗ୍ଧଙ୍କୁ ବୁଧବାର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ହରିଚନ୍ଦନପୁର ଡାକ୍ତରଖାନାର ଜଣେ ଡାକ୍ତର ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ନେଇ ଚର୍ଚ୍ଚା ଚାଲିଛି। ସନ୍ଦିଗ୍ଧ ଜଣକ ହରିଚନ୍ଦନପୁର…

ଛତିଶଗଡ଼, ଓଡ଼ିଶା ସୀମାନ୍ତରେ ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଜାତୀୟ ନିରାପତ୍ତା ପରାର୍ମଶଦାତା କେ. ବିଜୟ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତିଶଗଡ଼ ଏବଂ ଓଡ଼ିଶାର ସୀମାନ୍ତରେ ସୁରକ୍ଷାକୁ ନେଇ ଏହି ବୈଠକ ହୋଇଥିବା ସୂଚନା ମିଳିଛି। ତେବେ ଏହିଥିରେ…

ପାଟଣାରେ ଅଗ୍ନିକାଣ୍ଡ: ଘରେ କେହି ନ ଥିବା ବେଳେ ଜଳିଗଲା ୨ ବଖରା

ପାଟଣା,୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ଗ୍ରାମରେ ବୁଧବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ଦିଲୀପ ମାହାନ୍ତଙ୍କ ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଏହା ସହ ଘରର ସମସ୍ତ ଆସବାବପତ୍ର ପୋଡିଯାଇଛି। ଖବରପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ…

ଚୋରା ଲୁହାପଥର ବୋଝେଇ ଟ୍ରକ୍‌ ଜବତ

ଯୋଡ଼ା,୪।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବେହେରା ହାଟିଂ ନିକଟରେ ଚୋରା ଲୁହାପଥର ବୋଝେଇ କରୁଥିବା ବେଳେ ପୋଲିସ ଚଢାଉ କରି ଏକ ଟ୍ରକକୁ ଜବତ କରିଥିବା ଜଣାପଡ଼ିଛି। ଯୋଡ଼ା ଆଇଆଇସି ରାଇସେନ୍‌ ମୁର୍ମୁଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ମଙ୍ଗଳବାର ବିଳମ୍ବିତ…

ଏଟିଏମ୍‌ ଭିତରେ ନାଗ

ଝାରସୁଗୁଡ଼ା ଅଫିସ,୪।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ତାରିଣୀ ମନ୍ଦିର ଛକସ୍ଥିତ ଏଟିଏମ ଭିତରୁ ବୁଧବାର ଏକ ନାଗ ସାପ ବାହାରିଛି। ସକାଳେ ଏଟିଏମ୍‌କୁ ଟଙ୍କା ଭର୍ତ୍ତି କରିବାକୁ ଜଣେ ଅଧିକାରୀ ଯାଇଥିଲେ। ଟଙ୍କା ଭର୍ତ୍ତି ପାଇଁ ମେଶିନ ଖୋଲିଥିଲେ । ତେବେ…

ବିଛାଖଣ୍ଡିରେ ଚାଲିଥିବା ବେଆଇନ କ୍ରଶର ଉଚ୍ଛେଦ: ପ୍ରଶାସନ ନିକଟରେ ପୈଠ କରିପାରିଲେନି ଗୁରୁତ୍ୱପୂର୍ଣ୍ଣ କାଗଜ

ଜେନାପୁର,୪।୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବିଛାଖଣ୍ଡିଠାରେ ବେଆଇନ ଭାବେ ଚାଲୁଥିବା କ୍ରଶରକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ତେବେ ପୂର୍ବରୁ ଏ ନେଇ କ୍ରଶର ମାଲିକଙ୍କୁ ନୋଟିସ କରାଯାଇଥିଲା। ସମୟସୀମା ମଧ୍ୟରେ କୌଣସି ଗୁରୁତ୍ୱପୂର୍ଣ୍ଣ କାଗଜ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ସଜନାଗଡ଼, ୪।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସଜନାଗଡ଼ ପଞ୍ଚାୟତ ଡାହିସାହି ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ରାତି ପ୍ରାୟ ୯ଟାରେ ଅଗ୍ନିକାଣ୍ଡ ଘଟି ଗ୍ରାମର ବିଦ୍ୟାଧର ମାଣିକଙ୍କ ୨ ବଖରା ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ଟଳିଲା ଆଉ ଏକ ଦନ୍ତା

ସମ୍ବଲପୁର, ୪।୩ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଇଚ୍ଛାପାଲ ଗ୍ରାମ ନିକଟରେ ବୁଧବାର ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଅଧିକାରୀ ଓ କର୍ମଚାରୀ ପହଞ୍ଚତ୍ଛନ୍ତି । ହାତୀର ଦାନ୍ତ…

କଣ୍ଟେନରକୁ ପଛରୁ ଧକ୍କା ଦେଲା ଇଣ୍ଡିକା: ଜଣେ ମୃତ, ତିନି ଗୁରୁତର

ଭଦ୍ରକ ଅଫିସ, ୪।୩: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା-ଧାମରା ଓଭରବ୍ରିଜ ନିକଟରେ ଇଣ୍ଡିକା ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ବାସୁଦେବପୁର ସୁରେଶରପୁର ଗ୍ରାମର କଟି ମଲ୍ଲିକ ବୋଲି ଜଣାପଡିଛି। ପ୍ରକାଶ…

ବଡ଼ଖଣ୍ଡାଏତା ଷ୍ଟେଶନରେ ରେଳରୋକୋ

କଟକ ସଦର,୪ା୩(ଡି.ଏନ୍‌.ଏ.): ବିଳମ୍ବରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବା ପ୍ରତିବାଦରେ କଟକ-ପାରାଦୀପ ରେଳପଥର ବଡ଼ଖଣ୍ଡାଏତା ଷ୍ଟେଶନରେ ମଙ୍ଗଳବାର ସକାଳେ ଯାତ୍ରୀମାନେ ୨ଘଣ୍ଟା ରେଳରୋକୋ କରିଥିଲେ। ସୂଚନା ଅନୁଯାୟୀ, ପାରାଦୀପ-ଭଦ୍ରକ ଟ୍ରେନ୍‌ ବିଳମ୍ବରେ ବଡ଼ଖଣ୍ଡଏତା ଷ୍ଟେଶନରେ ପହଞ୍ଚିଥିଲା। ଠିକ୍‌ ସେହି ସମୟରେ କଟକ…

ଅଟକିଲା ନାବାଳିକା ବିବାହ

ନୟାଗଡ ଅଫିସ,୪।୩-ନୟାଗଡ ଜିଲା ଦଶପଲ୍ଲା ବ୍ଲକର ଘୋଳାହାଣ୍ଡି ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ବିବାହ ବନ୍ଦ କରାଇବାରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ଓ ଚାଇଲ୍ଡ ଲାଇନ ସଫଳ ହୋଇଛନ୍ତି । ସୋମବାର ରାତିରେ ନିର୍ବନ୍ଧ ହୋଇଥିଲା । ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri