ଆମ ଜିଲା ଖବର

ପୁଅ ବାଇକ୍‌ରୁ ଖସି ମା’ଙ୍କ ପ୍ରାଣ ଗଲା

ରାଇରଙ୍ଗପୁର,୨୦ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ୨୨୦ନଂ. ଜାତୀୟ ରାଜପଥର ସିମଦିହି ନିକଟରେ ରବିବାର ପୁଅର ବାଇକ୍‌ରୁ ଖସିପଡ଼ି ମାଆଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ହେଲେ ଯଶିପୁର ଥାନା ଅନ୍ତର୍ଗତ ଭଣ୍ଡାରୀପୋଷି ଗ୍ରାମର ଉର୍ମିଳା ମୁଖୀ। ପୋଲିସ ଏକ…

ଗାଡ଼ିପାସ୍‌ କାମ ଦେଲାନି, ବାଲେଶ୍ୱର ଫେରିଗଲେ ୨ଜଣ

ବରଗଡ଼ ଅଫିସ୍‌/ଅତାବିରା, ୨୦ା୪: ବରଗଡ଼ ଜିଲା ଅତାବିରା ବ୍ଲକ ଦୁଲମପୁରରୁ ଆନ୍ଧ୍ରପ୍ରଦେଶକୁ ଯିବା ପାଇଁ ଦିଆଯାଇଥିବା ଗାଡ଼ିପାସ୍‌ରେ ଲକ୍‌ ଡାଉନ କଟକଣା ଉଲ୍ଲଂଘନ ଘଟଣାକୁ ନେଇ ଚର୍ଚ୍ଚା ଥମିନାହିଁ । ଅନ୍ୟପକ୍ଷେ ଗାଡ଼ିପାସ୍‌ କାମ ନ ଦେବାରୁ ରବିବାର ବରଗଡ଼ ଜିଲା…

କରୋନା ଯୋଦ୍ଧାଙ୍କୁ ସଂକୀର୍ତ୍ତନରେ ସ୍ବାଗତ କଲେ ଗ୍ରାମବାସୀ

କୋମନା, ୨୦ା୪(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଡୋଙ୍ଗରିପାଲୀ ଗାଁରେ କରୋନା ମୁକାବିଲାରେ ନିୟୋଜତ ପୋଲିସ ଅଧିକାରୀ ଓ ଯବାନମାନଙ୍କୁ ଏକ ନିଆରା ଢଙ୍ଗରେ ଲୋକେ ସ୍ବାଗତ ଜଣାଇଛନ୍ତି। ସ୍ଥାନୀୟ ଗ୍ରାମବାସୀ ଅଧିକାରୀମାନଙ୍କୁ ସ୍ବାଗତ କଲାବେଳେ ନାମ ସଂକୀର୍ତ୍ତନ୍ୟ ଗାନ କରିଥିଲେ।…

ଗଛରେ ପିଟି ହୋଇ ଟ୍ରାକ୍ଟର ଚାଳକଙ୍କ ଜୀବନ ଗଲା

ପାଟଣା,୨୦ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଅନ୍ତର୍ଗତ ହାତିବାରି ମୁଣ୍ଡା ସାହି ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଗଛରେ ପଟିହୋଇ ଜଣେ ଟ୍ରାକ୍ଟର ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଅଜୟ ମୁଣ୍ଡା। ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଦୁର୍ଘଟଣାଗ୍ରସ୍ତ…

ସହାୟତା ଦେଲା ବରିଷ୍ଠ ନାଗରିକ ମଞ୍ଚ

ବାଲିଆପାଳ, ୨୦।୪(ସ୍ବ.ପ୍ର)-କରୋନା ମୁକାବିଲା ପାଇଁ ଲଙ୍ଗଳେଶ୍ୱର ଉତ୍କଳମଣି ବରିଷ୍ଠ ନାଗରିକ ମଞ୍ଚ ଲଙ୍ଗଳେଶ୍ୱର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ପରିଷଦର ଉପସଭାପତି ସୁଶାନ୍ତ ବେହେରା, ସମ୍ପାଦକ ପୁରୁଷୋତ୍ତମ ସାହୁ, ସହସମ୍ପାଦକ ବିନୋଦ କୁମାର…

ରିଲିଫ ଫଣ୍ଡକୁ ୨ଲକ୍ଷ ସହାୟତା

ରୂପ୍‌ସା, ୨୦।୪(ଡି.ଏନ.ଏ.)-ସମଗ୍ର ଦେଶ ଓ ରାଜ୍ୟବ୍ୟାପୀ କରୋନା ମୁକାବିଲା ପାଇଁ ସରକାର ଉଦ୍ୟମ ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ବହୁ ବଦାନ୍ୟ ବ୍ୟକ୍ତି ସହାୟତାର ହାତ ବଢ଼ାଇଛନ୍ତି। ବାଲେଶ୍ୱର ଜିଲା ରୂପ୍‌ସା ଥାନା ସାମିଲ…

ଜଳଖିଆ ଦୋକାନ ଜଳିଗଲା

ବ୍ରହ୍ମପୁର ଅଫିସ,୧୯ା୪- ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକରେ ଥିବା ବାବୁ ଟିଫିନ୍‌ ସେଣ୍ଟରରେ ରବିବାର ରାତି ପ୍ରାୟ ସାଢେ ୮ଟାବେଳେ ଅଗ୍ନିକାଣ୍ଡ ଘଟିଛି। ବ୍ରହ୍ମପୁର ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। ଲକ୍‌ଡାଉନ୍‌ ପାଇଁ ଦୋକାନ ବନ୍ଦ…

ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ ଦୋକାନ ବନ୍ଦ ରହିଛି। ହେଲେ ରବିବାର ସକାଳେ ବୈଦ୍ୟନାଥପୁର ପୋଲିସ ଖୋଡଡାସିଂ ନିକଟସ୍ଥ ଏକ…

କୋଭିଡ୍‌ ଫଣ୍ଡକୁ ସହାୟତା ସହ ମାସ୍କ, ସାବୁନ ବାଣ୍ଟୁଛନ୍ତି ସୁଦର୍ଶନ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ ଗମାଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସୁଦର୍ଶନ ମଲ୍ଲିକ କୋଭିଡ୍‌ ଫଣ୍ଡକୁ ସହାୟତା ସହ ସାବୁନ ଓ ମାସ୍କ ବାଣ୍ଟି ଉଦାହରଣ ସୃଷ୍ଟି କରିଛନ୍ତି। ସୁଦର୍ଶନ ରବିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌)କୁ ୧୦,୫୦୦…

ଗାଡି ଭଡାକରି ଗର୍ଭବତୀଙ୍କୁ ଗାଁକୁ ପଠାଇଲେ ଥାନା ଅଧିକାରୀ

ପାତ୍ରପୁର,୧୯ା୪(ଡି.ଏନ୍‌.ଏ.)- ଦୁର୍ଗମ ଅଞ୍ଚଳର ଜଣେ ଗର୍ଭବତୀଙ୍କୁ ଜରଡ଼ା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ ଗାଡ଼ି ଭଡାକରି ଘରେ ଛାଡ଼ିଛନ୍ତି। ଏନେଇ ବିଭିନ୍ନ ମହଲରୁ ତାଙ୍କୁ ପ୍ରଶଂସା କରାଯାଇଛି। ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ବଣିଆବସା ଗ୍ରାମର ଧନେଶ୍ୱର ପ୍ରଧାନଙ୍କ…

ଦିବ୍ୟାଙ୍ଗଙ୍କୁ ମାକ୍ସ ବଣ୍ଟନ

ବାଲିଆପାଳ, ୧୯।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ କାର୍ଯ୍ୟରତ ସ୍ବେଚ୍ଛାସେବୀ ସଙ୍ଗଠନ ୟୁଥ୍‌ ଡେଭଲପମେଣ୍ଟ ପ୍ରୋଜେକ୍ଟ (ୱାଇଡ଼ିପି) ପକ୍ଷରୁ ଦିବ୍ୟାଙ୍ଗମାନଙ୍କୁ ଏହି ମହାମାରୀରୁ କିପରି ନିଜକୁ ସୁରକ୍ଷିତ ରଖିବେ ସେନେଇ ସଚେତନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶନିବାର ବଣିଆଡ଼ିହା ପଞ୍ଚାୟତର ସଦାନନ୍ଦପୁର ଗ୍ରାମରେ…

ଶ୍ରମିକ କାର୍ଡ଼ ହିତାଧିକାରୀଙ୍କୁ ସହାୟତା ବଣ୍ଟନ

ଖଜୁରିପଡା,୧୯ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକର ୧୪ ପଞ୍ଚାୟତରେ ବିଡ଼ିଓ ରବୀନ୍ଦ୍ରନାଥ କହଁରଙ୍କ ତତ୍ତ୍ବାବଧାନରେ ଘରଘର ବୁଲି ଶ୍ରମିକ କାର୍ଡ ହିତାଧିକାରୀଙ୍କୁ ୧୫ ଶହ ଟଙ୍କା ଲେଖାଏ ବଣ୍ଟନ କରାଯାଉଛି। ଗୁରୁବାର ସୁଡ୍ରୁକୁମ୍ପା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଲଛମନ କହଁର ଓ ସମାଜସେବୀ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?