ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ
ସୋରଡା,୭ା୫(ଡି.ଏନ୍.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୨୦୮ ଜଣ ସୁରଟ ଫେରନ୍ତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ୨୦୪୦, ମହିଳା ୯୬ ଓ ୭ ଜଣ ଶିଶୁ ରହିଛନ୍ତି । ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ ଯୁବକମାନେ…
CORONAVIRUS UPDATE: ମୟୁରଭଞ୍ଜ ଛୁଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୦୦ ଟପିଲା
ଭୁବନେଶ୍ୱର,୭।୫:(ବ୍ୟୁରୋ): ରାଜ୍ୟରେ ଆଉ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଗୁରୁବାର ନୂଆ ଚିହ୍ନଟ ହୋଇଥିବା ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲା ଓ ୩ଜଣ ମୟୁରଭଞ୍ଜ ଜିଲାର…
ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା
ଭଦ୍ରକ ଅଫିସ, ୭ା୫- ଦେଶରେ ଦିନକୁ ଦିନ ବଢ଼ି ଚାଲିଥିବା କରୋନା ରୋଗର ନିରାକରଣ ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ଷ୍ଟେଟ ବ୍ୟାଙ୍କ ଅଫ୍…
ବାଲୁକା କଳାରେ କରୋନା ଯୋଦ୍ଧାଙ୍କୁ ସମ୍ମାନ
ବାରିପଦା ଅଫିସ, ୭ା୫- ବାଲୁକା କଳାରେ କରୋନା ଯୋଦ୍ଧାକୁ ସଲାମ ଜଣାଇଛନ୍ତି ଠାକୁରମୁଣ୍ଡାର ବାଲୁକା କଳାଶିଳ୍ପୀ ଦଶରଥ ମହାନ୍ତ। ବୁଧବାର ସେ ଠାକୁରମୁଣ୍ଡା ବ୍ଲକ ବାଉଁଶଡିହା ଗ୍ରାମରେ ବାଲୁକା କଳା ମାଧ୍ୟମରେ ପୋଲିସ, ଡାକ୍ତର ଓ ସାମ୍ବାଦିକମାନଙ୍କୁ ସ୍ଥାନିତ କରି ତାଙ୍କୁ…
ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ
ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା…
ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦
ଜୟପୁର,୬ା୫(ଡି.ଏନ୍.ଏ.): କୋରାପୁଟ ଜିଲାରେ ବାହାର ରାଜ୍ୟର ଫସି ରହିଥିବା ୭୨ ଜଣ ଏବଂ ରାଜ୍ୟ ଭିତରର ୫୮ଜଣଙ୍କୁ ଗତ ଦୁଇଦିନ ମଧ୍ୟରେ ଜିଲା ପ୍ରଶାସନ ସେମାନଙ୍କ ଅଞ୍ଚଳକୁ ବସ୍ ଏବଂ ବୋଲେରୋ ଯୋଗେ ପଠାଇଛି। ପ୍ରଥମ ପର୍ଯ୍ୟାୟରେ ରାଜସ୍ଥାନକୁ ଜିଲାରୁ ୩୯,…
ଲକ୍ଡାଉନ୍ ଦେଲା ନିଖୋଜ ପୁଅର ଠିକଣା
ନବରଙ୍ଗପୁର,୬ା୫(ବି.ପ୍ର.)- ଲକ୍ଡାଉନ୍ ସମୟରେ ମା’ ବାପାଙ୍କୁ ମିଳିଲା ଖୁସି ଖବର। ୧୫ ବର୍ଷ ହେଲା ନିଖୋଜ ବୋଲି ଭାବୁଥିବା ପୁଅର ଠିକଣା ପାଇଛନ୍ତି। ପୁଅର ପତ୍ତା ପାଇବା ପରେ ମା’, ବାପାଙ୍କ ମନରେ ଖୁସିର ଲହରି ଖେଳି ଯାଇଛି। ନବରଙ୍ଗପୁର ଜିଲା…
ସଙ୍ଗରୋଧକାରୀଙ୍କୁ ପ୍ରାର୍ଥନା, ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି ପ୍ରଧାନଶିକ୍ଷକ
ମାଲକାନଗିରି,୬ା୫ (ଡି.ଏନ୍.ଏ.): ଶ୍ରମିକଙ୍କୁ ବାହାର ରାଜ୍ୟରୁ ଫେରାଇ ଆଣିବା ନେଇ ରାଜ୍ୟ ସରକାର ବ୍ୟବସ୍ଥା କରିବା ପରେ ମାଲକାନଗିରି ଜିଲାକୁ ପ୍ରତ୍ୟେହ ହଜାର ହଜାର ଶ୍ରମିକ ଫେରୁଛନ୍ତି। ସେମାନଙ୍କୁ ସଙ୍ଗରୋଧ ଗୃହରେ ରଖିବା ବ୍ୟବସ୍ଥା ହୋଇଛି। ତେବେ କାଲିମେଳା ବ୍ଲକ ତେଲରାଇ…
ବିଶୃଙ୍ଖଳିତ ସୁରଟ ଫେରନ୍ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର
ଦିଗପହଣ୍ଡି,୬ା୫(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ବାଳିକା ହାଇସ୍କୁଲ ପରିସରରେ ଥିବା କ୍ବାରାଣ୍ଟାଇନ ସେଣ୍ଟର ପରିଦର୍ଶନ କରିଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉ ସାହେବ। ବୁଧବାର ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡ଼ିଓ ହଳଧର ଶବର, ସରପଞ୍ଚ…
ନନ୍ଦୁର ପଞ୍ଚାୟତରେ ମାସ୍କ ବଣ୍ଟନ
ଖଇରା,୬।୫(ଡି.ଏନ.ଏ)-ବିଜେଡି ଜିଲା ମହିଳା ମୋର୍ଚ୍ଚା ସଦସ୍ୟା ତଥା ନନ୍ଦୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟନ୍ତୀ ପତି ଓ ବିଜେଡି ସାଧାରଣ ସମ୍ପାଦକ ପ୍ରହଲ୍ଲାଦ ପତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ ଗ୍ରାମରେ ବୁଧବାର ମାସ୍କ ବଣ୍ଟନ କରାଯାଇଛି। ପ୍ରଥମେ ସୁଙ୍ଗୁଡା ପରେ ଗୋଆଲ୍ଡି…
କରୋନା ଯୋଦ୍ଧାଙ୍କ ଉପରେ ପୁଷ୍ପବୃଷ୍ଟି କରାଗଲା
ବନ୍ତ,୬।୫(ଡି.ଏନ୍.ଏ.)-କରୋନା ଲଢେଇରେ ଦିନରାତି ଏକ କରି ଲୋକ ମାନଙ୍କୁ ସେବା ଯୋଗାଇ ଆସୁଥିବା ଯୋଦ୍ଧା ମାନଙ୍କ ଉପରେ ମହାସଂଘର ମହିଳା ମାନେ ପୁଷ୍ପବୃଷ୍ଟି କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ଥାନା ପରିସରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଜ୍ୟୋର୍ତିମୟୀ ମହିଳା…
ଅମାନିଆଙ୍କୁ ଜରିମାନା
କୁଆମରା, ୬।୫(ଡି.ଏନ.ଏ.)-ଅମାନିଆଙ୍କୁ ନିୟନ୍ତ୍ରଣକୁ ଆଣିବା ପାଇଁ ଖୁଣ୍ଟା ଥାନା ପକ୍ଷରୁ ପ୍ରୟାସ ଜାରି ରହିଛି। ବିନା ହେଲମେଟ ଓ ମାସ୍କ ପିନ୍ଧି ନ ଥିବା ବାଇକ ଚାଳକଙ୍କ ଉପରେ ବୁଧବାର ପୁରୁଣା ବାରିପଦା ବଜାରଠାରେ ଜୋରଦାର ଚେକିଂ କରାଯାଇଥିଲା। ଏସଆଇ ସୌମ୍ୟ…

