ଆମ ଜିଲା ଖବର

ବଡ଼ସାହିରେ ରକ୍ତଦାନ ଶିବିର

ବଡ଼ସାହି,୧୯ା୪(ସ୍ବ.ପ୍ର)-ମୟୂରଭଞ୍ଜ ଜିଲାରେ ରକ୍ତର ଅଭାବକୁ ନେଇ ବଡସାହି ଡାକ୍ତରଖାନା ପରିସରରେ ଏକ ରକ୍ତଦାନ ଶିବିର ବିକାଶ ମଞ୍ଚ ପକ୍ଷରୁ ଶନିବାର ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଦସ୍ୟ ଶଶାଙ୍କ ଶେଖର କରଙ୍କ ନେତୃତ୍ୱରେ ୨୦ୟୁନିଟ୍‌ ରକ୍ତ ସଂଗୃହିତ ହୋଇଛି । କୋଭିଡ଼-୧୯ ଆଇନ…

ବାରିପଦାରେ ରଥ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ,୧୯ା୪- ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରି ବଳଦେବଜୀଉ ଜଗନ୍ନାଥ ମହାପ୍ରଭୁଙ୍କ ଚଳିତ ବର୍ଷର ରଥ ଯାତ୍ରା ଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ମହାରଣାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା…

ଜୀବନବିନ୍ଦୁରେ ୪୦ ୟୁନିଟ୍‌ ରକ୍ତ ସଂଗ୍ରହ

ଖଇରା, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରାସ୍ଥିତ ଦର୍ଶନ ପ୍ରସାଦ ହାଇସ୍କୁଲ ପରିସରରେ ଶୁକ୍ରବାର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍‌ଘାଟନ କରିଥିଲେ। ଡୁଙ୍ଗୁରା, ନହଙ୍ଗ, ଝିଙ୍କିରିଆ, ମାଣିତ୍ରୀ,…

ରକ୍ତଦାନ କଲେ ପଞ୍ଚାୟତବାସୀ

ଖଇରା,୧୯।୪(ଡି.ଏନ.ଏ.)-ଏବେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରକ୍ତ ଆବଶ୍ୟକତା ରହିଛି। ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦୂର ପାଇଁ ଆଗେଇ ଆସିଛନ୍ତି ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା ପଞ୍ଚାୟତବାସୀ। ଶନିବାର କୁରୁଣ୍ଟା ହାଇସ୍କୁଲ ପରିସରରେ ଆୟୋଜିତ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ…

ଅସହାୟଙ୍କୁ ପରିବା, ମାସ୍କ ବାଣ୍ଟିଲା ବ୍ରହ୍ମାନନ୍ଦ ଟ୍ରଷ୍ଟ

ଖଇରା,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପଳସା ଗ୍ରାମର ବ୍ରହ୍ନାନନ୍ଦ ହସ୍ତଶିଳ୍ପ ଓ ସମାଜକଲ୍ୟାଣ ଟ୍ରଷ୍ଟ ପୂର୍ବରୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଅସହାୟମାନଙ୍କୁ ସହାୟତାର ହାତ ବଢେଇ ସଙ୍ଗଠନର ମହତ ଉଦ୍ଦେଶ୍ୟକୁ ପ୍ରତିପାଦିତ କରିଆସିଛନ୍ତି। ପୁଣି ଥରେ କରୋନା ମହାମାରୀ ସମୟରେ…

ପୂଜ୍ୟପୂଜା ସଂସଦ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ସଜନାଗଡ,୧୯ା୪(ଡି.ଏନ.ଏ.)-ବାଲେଶର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ପରିସରରେ ଶନିବାର ପୂଜ୍ୟପୂଜା ସଂସଦ ଓ ନୀଳଗିରିର ବିଧାୟକ ଇଂ. ସୁକାନ୍ତ କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସାମ୍ପ୍ରତିକ ପରିସ୍ଥିତିରେ ରକ୍ତର ଅଭାବ ପୂରଣ କରିବା…

ଲକ୍‌ଡାଉନ ଉଲ୍ଲଂଘନ: ୪ଜଣଙ୍କ ନାମରେ ମାମଲା

ସିମୁଳିଆ, ୧୯ା୪(ଡି.ଏନ.ଏ.)-କରୋନାକୁ ଖାତର ନ କରି ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ କେଳାପଲି ଛକ ନିକଟରେ ଖଟି କରୁଥିବା ୪ଜଣ ଯୁବକଙ୍କ ନାମରେ ପୋଲିସ ମାମଲା (ନଂ.୯୪/୨୦) ରୁଜୁ କରିଛି। ଶୁକ୍ରବାର କେଳାପଲି ଛକ ନିକଟରେ ଅଶୋକ ବେହେରା, ଶଶୀକାନ୍ତ…

ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ସହାୟତା ରାଶି ପ୍ରଦାନ

ସିମୁଳିଆ,୧୯ା୪(ଡି.ଏନ.ଏ.)-କରୋନା ସହାୟତା ପାଇଁ ବାଲେଶ୍ୱର ଜିଲା ସିମୁଳିଆବାସୀ ପ୍ରୟାସ ଜାରି ରଖିଛନ୍ତି। ଶନିବାର ସିମୁଳିଆ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୨୨ହଜାର ୫ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରାଯାଇଛି । ବରିଷ୍ଠ ମଞ୍ଚର ସଭାପତି ଚତୁର୍ଭୂଜ ପାଣିଗ୍ରାହୀ,…

ବିଶ୍ବାସ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ଆର୍‌.ଉଦୟଗିରି,୧୯ା୪(ଡି.ଏନ୍‌.ଏ.)- ମୋହନା ନୀଳକଣ୍ଠେଶ୍ବର ମନ୍ଦିର ରାସ୍ତାରେ ଥିବା ବିଶ୍ବାସ କ୍ଲିନିକକୁ ଶନିବାର ସିଲ୍‌ କରିଛି ପ୍ରଶାସନ। କରୋନା ନିୟମ ଉଲ୍ଲଘଂନ ସହ ନଥିପତ୍ର ନଥାଇ ବେଆଇନ ଭାବେ ଉକ୍ତ କ୍ଲିନିକ ଚାଲିଥିବା ଅଭିଯୋଗ ହେଉଥିଲା। ପରେ ମୋହନା ତହସିଲଦାର, ଥାନା ଅଧିକାରୀ…

ବଜ୍ରପାତ ନେଲା ୨ ଜୀବନ

ବସ୍ତା,୧୮।୪(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଆଳୁମେଦା ଗ୍ରାମରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ ବର୍ଷା ସାଙ୍ଗକୁ ବଜ୍ରପାତ ଯୋଗୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବିମଳ ପ୍ରଧାନଙ୍କ ପୁଅ ଜଗନ୍ନାଥ (୨୨)…

ସମ୍ବର୍ଦ୍ଧିତ ହେଲେ ସଫେଇ କର୍ମଚାରୀ

ସୁନାବେଡ଼ା,୧୮ । ୪(ସ୍ବ.ପ୍ର.): ଲକ୍‌ଡାଉନ ବେଳେ ସମସ୍ତେ ଘରେ ଥିବାବେଳେ ବାହାରର ଆବର୍ଜନା ସଫେଇ ପାଇଁ ବାହାରି ଆସି କାମରେ ଲାଗିଛନ୍ତି ସଫେଇ କର୍ମଚାରୀ। ପୌରପରିଷଦ ଅନ୍ତର୍ଗତ ସମସ୍ତ ଅଞ୍ଚଳର ସାହି, ବସ୍ତିରେ ଥିବା ନାଳ ନର୍ଦ୍ଦମା, ରାସ୍ତାଘାଟ ସଫେଇ କରି…

ବଜାରରୁ ଭିଟାମିନ ସି, ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଉଭାନ

ଜୟପୁର,୧୮ା୪(ନି.ପ୍ର.): ସାରା ବିଶ୍ୱକୁ କିଛି ମାସ ହେଲା ଆତଙ୍କିତ କରି ରଖିଛି କରୋନା ଭାଇରସ। ଏହାର ମୁକାବିଲା ପାଇ କେନ୍ଦ୍ର ଓ ରାଜ୍ୟ ସରକାର ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି। କୋରାପୁଟ ଜିଲାରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି। ଏହି ଭାଇରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?