ଅଯୋଗ୍ୟଙ୍କୁ ଘର, ଯୋଗ୍ୟଙ୍କଠାରୁ ଲାଞ୍ଚ
ସୋନପୁର,୨।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍ଏଓ୍ବାଇଜି)ରେ ବ୍ୟାପକ ଅନିୟମିତତା ହୋଇଛି। ପକ୍କା ଘର ଥିବା ଧନୀକ ଶ୍ରେଣୀର ବ୍ୟକ୍ତିଙ୍କୁ ଏହି ଯୋଜନାରେ କାର୍ଯ୍ୟାଦେଶ ମିଳିଛି। ଅଯୋଗ୍ୟଙ୍କୁ ଯୋଜନାରେ ଜାଣିଶୁଣି ଅନ୍ତର୍ଭୁକ୍ତ କରାଯାଇଛି। ଗୋଟିଏ ପରିବାରର ୩ଜଣଙ୍କୁ…
ଅସ୍ଥାୟୀ ରାସ୍ତାରେ ପଡ଼ି ଅନେକ ଆହତ
ବଇଣ୍ଡା,୨।୩(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଉ ନ ଥିବା ବେଳେ ଏବେ ଅସ୍ଥାୟୀ ରାସ୍ତାରେ ବଢ଼ୁଛି ଦୁର୍ଘଟଣା। ଅନେକ ସ୍ଥାନରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇଥିବାରୁ ସେଠାରେ ପଡ଼ି ସାଇକେଲ ଓ ବାଇକ୍ ଆରୋହୀମାନେ ଆହତ…
ନେଇଗଲେ ଅଢ଼େଇ ଲକ୍ଷ ଟଙ୍କା, ସୁନା
ଛେଣ୍ଡିପଦା,୨ା୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ମୁଖାପିନ୍ଧି ଆସିଥିବା ୬ଜଣ ଦୁର୍ବୃତ୍ତ ଜଣେ ପୂଜକଙ୍କ ଘରେ ପଶି ଝିଅ ବାହାଘର ପାଇଁ ଗଡରେଜ୍ରେ ଥିବା ନଗଦ ଅଢେଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା…
କୋଟିଏରୁ ଫେରିଯିବ ୨୦ ଲକ୍ଷ
ଅନୁଗୋଳ ଅଫିସ,୨।୩ – ମତ୍ସ୍ୟ ଚାଷ ପାଇଁ ଅନୁଗୋଳ ଜିଲାର ଚାଷୀଙ୍କ ମଧ୍ୟରେ ଆଗ୍ରହ ଥିଲେ ବି ସେମାନଙ୍କୁ ମିଳୁନି ଉପଯୁକ୍ତ ସୁଯୋଗ। ଆବଶ୍ୟକସ୍ଥଳେ ବ୍ୟାଙ୍କ ଋଣ ମିଳୁ ନ ଥିବା ବେଳେ ସରକାରୀ ପ୍ରୋତ୍ସାହନ ଓ ସବ୍ସିଡି ମଧ୍ୟ ସେମାନଙ୍କୁ…
ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
ବଇଣ୍ଡା,୨।୩(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରପାଳ ପଞ୍ଚାୟତ କେନ୍ଦୁନାଳୀ ଗ୍ରାମରେ ଅଙ୍ଗନଓ୍ବାଡ଼ି ଗୃହ ନିର୍ମାଣ ହୋଇପାରୁ ନାହିଁ। ଅର୍ଥ ମଞ୍ଜୁର ହୋଇ ପଡ଼ି ରହିଥିଲେ ବି ନିର୍ମାଣ ହେବାକୁ ଥିବା ସରକାରୀ ଜମିରୁ ଜବରଦଖଲ ହଟାଯାଉ ନ ଥିବାରୁ ଏପରି ସମସ୍ୟା…
ବିପଦ ସୃଷ୍ଟି କରୁଛି ଶୁଖିଲା ଗଛ
ଅନୁଗୋଳ ସହର,୨।୩ (ଡି.ଏନ.ଏ.) ଅନୁଗୋଳ ସହର ସଭାଘର ସମ୍ମୁଖ ତଥା ଷ୍ଟାଡିୟମ ନିକଟରେ ଥିବା ଗୋପବନ୍ଧୁ ପାର୍କକୁ ନେଇ ଏବେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ପାର୍କରେ ଥିବା ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା କେତେବେଳେ କାହା ଉପରେ ପଡ଼ିବ…
ଦିନରେ ଆର୍ଟିଓ, ରାତିରେ ପୋଲିସ
ଅନୁଗୋଳ ଅଫିସ୍, ୨।୩: ୬ ମାସର କୋହଳ ପରେ ମାର୍ଚ୍ଚ ୧ରୁ ରାଜ୍ୟରେ କଡାକଡ଼ି ଲାଗୁ ହୋଇଛି ସଂଶୋଧିତ ମୋଟରଯାନ ଆଇନ। ଏ ନେଇ ରବିବାର ପୋଲିସ ଓ ଆରଟିଓ ପକ୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି କରାଯାଇଛି। ତେବେ ଅନୁଗୋଳରେ ଦିନତମାମ ଆର୍ଟିଓ…
କୋର୍ଟରେ ୧୦ କୋଟିର କ୍ଷତିପୂରଣ ମାମଲା
ଢେଙ୍କାନାଳ ଅଫିସ, ୨।୩: ଡାକ୍ତରଙ୍କ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ନବଜାତ ଶିଶୁକନ୍ୟାର ହାର୍ଟରେ ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ମହାବୀର ବଜାରରେ ରହୁଥିବା ସାର୍ଥକ ପଟ୍ଟନାୟକ ଏବଂ ତାଙ୍କ ସ୍ତ୍ରୀ ଶୁଚିସ୍ମିତା। ଏ ନେଇ…
୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିବ କାୟାକଳ୍ପ ପୁରସ୍କାର
ଛତ୍ରପୁର,୨ା୩(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ରର ସ୍ବଚ୍ଛତା ଓ ସଂକ୍ରମଣ ନିୟନ୍ତ୍ରଣ ପଦକ୍ଷେପକୁ ଦେଖି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରତିବର୍ଷ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଉଛି। ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ପୁରସ୍କାର…
ପାଳିରେ ଯୋଗାଯାଉଛି ବିଜୁଳି
ତାଳଚେର,୨ା୩(ନି.ପ୍ର.) ତାଳଚେର ବ୍ଲକ ଚାଇଁପାଳ ଡିଭିଜିନ ଅନ୍ତର୍ଗତ ପାଲଲହଡ଼ା ସବ୍ଡିଭିଜନର କଣିହାଁ ବ୍ଲକ ପରାବିଲ ସେକ୍ସନରେ ଥିବା ପାୱାର ଟ୍ରାନ୍ସଫର୍ମର ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା କଣିହାଁ ବ୍ଲକର ୧୦ଟି ପଞ୍ଚାୟତ ବାସିନ୍ଦା ହଇରାଣ ହେଉଛନ୍ତି।…
ପଲିଥିନ ତଳେ ବାଉଁଶକଣ ଅଗ୍ନିବିପନ୍ନ
ଭୁବନ, ୨ା୩(ଡି.ଏନ.ଏ.) ଅଗ୍ନିକାଣ୍ଡରେ ଜଳିଯାଇଛି ସବୁକିଛି। ଅଙ୍ଗାର ପାଲଟିଯାଇଛି ୫ପରିବାରର ସ୍ବପ୍ନ। ପିନ୍ଧିଥିବା ଲୁଗା ଛଡ଼ା ଆଉ କିଛି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ଖଣ୍ଡିଏ ଖଣ୍ଡିଏ ପଲିଥିନ ତଳେ ଶୀତ କାକରରେ ପଡ଼ିଛନ୍ତି ଅଗ୍ନିବିପନ୍ନ। ଅନ୍ୟପଟେ ଦୁର୍ଘଟଣାର ୩ଦିନ ପରେ ବି…
ବାଲ୍ୟବିବାହ ଅଭିଯୋଗ ପାଇ ପ୍ରଶାସନର ଚଢାଉ
ଦିଗପହଣ୍ଡି,୨ା୩(ଡି.ଏନ୍.ଏ.) ଦିଗପହଣ୍ଡି ବ୍ଲକର ଏକ ଗାଁରେ ବାଲ୍ୟବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ରାଜ୍ୟ ମହିଳା ଓ ଶିଶୁକଲ୍ୟାଣ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ…
Archives


