ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ
ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି ହୁମା ହାଟ ପଡିଆରେ ଏହି ଯାତ୍ରା କେଉଁ ଆବାହନ କାଳରୁ ଅନୁଷ୍ଠିତ ହୋଇ…
ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍
ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ଖମାର ଥାନା ବନର ଦେଇ ଯାଇଥିବା ୧୪୯ ନ. ଜାତୀୟ…
ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି
ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ନିଜର ସମସ୍ତ ସଞ୍ଚିତ ପୁଞ୍ଜିକୁ ଶିକ୍ଷା ଓ…
ବିଳମ୍ବିତ ରାତିରେ ଘରେ ପଶିଗଲା ଆମ୍ବୁଲାନ୍ସ
ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ ଆହତ ଯୁବତୀଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବଲାଙ୍ଗୀର ଖୋର୍ଦ୍ଧା ୫୭…
ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ
ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନା ସନ୍ତୋଷ କୁମାର ବେହେରା…
ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର
ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ ସିଂ। ସେ ପ୍ରଥମେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତରେ ରହିଥିବା ଲଭର୍ସ…
ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…
ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପୋଲିସ…
ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ
ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା ୫ ଟାଙ୍କି ଓ ୨ ଡିପୋରେ ଶନିବାର ପେଟ୍ରୋଲ,ଡିଜେଲ ଓ ଗ୍ୟାସ ନ…
ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି
ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପୋର୍ଟାଲରେ ଅଭିଯୋଗ…
ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ
ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ ସିଂ ଦିନିକିଆ ଗସ୍ତ କରିଥିଲେ। ସେ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ…
ଘରଭାଙ୍ଗି ଧାନ ଖାଇଲା ଦନ୍ତା
ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି ରହିଛି। ସନ୍ଧ୍ୟା ହେବା ମାତ୍ରେ ହାତୀ ଗାଁ ମୁଣ୍ଡକୁ ଆସି ଲୋକଙ୍କ ଘରଦ୍ୱାର…

