ଆମ ଜିଲା ଖବର

ପରଜଙ୍ଗରେ ଥମୁନି ହାତୀ ଆତଙ୍କ; ଯୁବକଙ୍କୁ ଦାନ୍ତରେ ଭୁସିଦେଲା ଦନ୍ତା

ପରଜଙ୍ଗ, ୧୧।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ହାତୀ ଆତଙ୍କ ଚରମସୀମାରେ ପହଞ୍ଚତ୍ଛି। ଜନବସତିରେ ହାତୀପଲର ଉପଦ୍ରବ ଏବଂ ଆକ୍ରମଣରେ ବ୍ୟାପକ ଧନଜୀବନ ହାନି ହେଉଛି। ରବିବାର ସନ୍ଧ୍ୟାରେ ପାଟରପଦା ମେଡ଼ିକାଲ ନିକଟରେ ଏକ ଦନ୍ତା ଆକ୍ରମଣରେ ଜଣେ ଯୁବକ ଗୁରୁତର...

ସରପଞ୍ଚ ପଦବୀ ଲାଗି ଦ୍ୱିମୁଖୀ ଲଢେଇ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୧୧ା୧୧-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର ୩ ପଞ୍ଚାୟତରୁ ମାତ୍ର ପକାରୀରେ ହିଁ ଆସନ୍ତା ୨୭ରେ ଉପ ନିର୍ବାଚନ ହେବ। କ୍ରାଣ୍ଡିବାଲି ଏବଂ ସୁମରବନ୍ଧରେ ଭୋଟ ଗ୍ରହଣ ହେବନାହିଁ। କାଣ୍ଡ୍ରିବାଲିରେ ସମିତିସଭ୍ୟ ପାଇଁ ଜଣେ ପ୍ରାର୍ଥତ୍ପତ୍ର ଦାଖଲ କରିଥିବାରୁ ସେ...

ଅସୁସ୍ଥ କୃଷ୍ଣସାର ଉଦ୍ଧାର

ଦିଗପହଣ୍ଡି,୧୧ା୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ କର୍ମଚାରୀମାନେ ରବିବାର ଅସୁସ୍ଥ ଅବସ୍ଥାରେ ଏକ ମାଈ କୃଷ୍ଣସାରକୁ ଉଦ୍ଧାର କରି ବନ ବିଭାଗ କାର୍ଯ୍ୟାଳୟରେ ରଖିଛନ୍ତି। ସୋମବାର ତାକୁ ସୁରକ୍ଷିତ ଅବସ୍ଥାରେ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଆଯିବ ବୋଲି ଦିଗପହଣ୍ଡି ଜଙ୍ଗଲ ବିଭାଗ...

ଡିସେମ୍ବରରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପର୍ବ: କୂଳ ଲଂଘୁଛି ସମୁଦ୍ର, ଅଣ୍ଡାଦାନ ପ୍ରଭାବିତ ଆଶଙ୍କା

ଗଞ୍ଜାମ,୧୧ା୧୧(ଡି.ଏନ.ଏ.)-ଗଞ୍ଜାମ ନିକଟ ଋଷିକୁଲ୍ୟା ମୁହାଣଠାରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଏବଂ ଠିକ ମାସେ ପରେ ଅର୍ଥାତ ଜାନୁୟାରୀରେ ଅନୁକୂଳ ପାଗ ଓ ଦକ୍ଷିଣା ପବନ ବହିଲେ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବିଭିନ୍ନ ସଂସ୍ଥା ଏବଂ...

ଯୁବତୀଙ୍କୁ ପ୍ରତାରଣା, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୧ା୧୧-ଜଣେ ଯୁବତୀଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ସହ ପ୍ରତାରଣା କରିଥିବା ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ କାମ୍ପସାହିର ପଞ୍ଚାନନ ଗୌଡ଼। ମାମଲା ନଂ.୨୩୩/୧୯ ଅନୁସାରେ ତାଙ୍କୁ...

ଏମ୍‌କେସିଜି ମେଡିକାଲ ପରିଦର୍ଶନ କଲେ ଜିଲାପାଳ: ଔଷଧ ଚିଠାରେ କମ୍ପାନୀ ନାଁ ଦେଖି କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୧୧ା୧୧-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ପୂର୍ବାହ୍ନରେ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ ଯାଇଥିଲେ। ଜିଲାପାଳ ବିଭିନ୍ନ ୱାର୍ଡ଼ ବୁଲିବା ସହ ରୋଗୀଙ୍କ ସହ କଥା ହୋଇଥିଲେ। ଡାକ୍ତରମାନେ ଔଷଧର...

ରାତି ପାହିଲେ ବାଲିଯାତ୍ରା: ରିକ୍ସାଚାଳକଙ୍କୁ ମିଳିଲା ପରିଚୟପତ୍ର

କଟକ ଅଫିସ, ୧୧।୧୧ : ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି କରାଯାଉଛି। ବାଲିଯାତ୍ରା ପଡ଼ିଆରେ ଷ୍ଟଲ ନିର୍ମାଣ...

କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି: ୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ ଦିଅ

ଭଦ୍ରକ ଅଫିସ,୧୧।୧୧- ବାତ୍ୟା ବୁଲ୍‌ବୁଲ୍‌ ଶନିବାର ସନ୍ଧ୍ୟାରେ ଓଡ଼ିଶା ଉପକୂଳ ଅତିକ୍ରମ କରି ପଶ୍ଚିମବଙ୍ଗ ନିକଟସ୍ଥ ସାଗରଦ୍ୱୀପରେ ସ୍ଥଳଭାଗ ଛୁଇଁଛି। ଏହା ଓଡ଼ିଶା ଉପକୂଳ ଅତିକ୍ରମ କରିବା ବେଳେ ଭଦ୍ରକ ଜିଲାର ଚାନ୍ଦବାଲି, ଧାମରା ଓ ବାସୁଦେବପୁରରେ ବ୍ୟାପକ କ୍ଷୟକ୍ଷତି...

ଚୋରା କାଠ ଜବତ, ୫ ଗିରଫ

ଠାକୁରମୁଣ୍ଡା,୧୧ା୧୧(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବନ ବିଭାଗ ଶନିବାର ବିଳମ୍ବିତ ରାତିରେ ଭଦ୍ରକ ଅଞ୍ଚଳକୁ ଯାଉଥିବା ଏକ ଚୋରା କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ସହିତ ଏକ ବାଇକ୍‌କୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ...

‘ବୁଲ୍‌ବୁଲ୍‌’ ଛାଡ଼ିଗଲା ଦୁଃଖ: ପାଣିରେ ବୁଡ଼ିରହିଛି ପାଚିଲା ଧାନକ୍ଷେତ

ଉଦଳା,୧୧ା୧୧(ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ଚାଲିଯାଇଛି, ହେଲେ ଛାଡ଼ି ଯାଇଛି ଅସରନ୍ତି ଦୁଃଖ ା ବିଶେଷକରି ଚାଷୀଙ୍କ ଅଣ୍ଟାକୁ ଭାଙ୍ଗି ଦେଇଛି ଏହି ସର୍ବଗ୍ରାସୀ ବାତ୍ୟା। ଏହାର ପ୍ରଭାବରେ ବ୍ୟାପକ ଫସଲ ନଷ୍ଟ ହୋଇଥିବା ବେଳେ ମୟୂରଭଞ୍ଜ ଜିଲା ଉଦଳା...

ଭଙ୍ଗା କାନ୍ଥ ତଳୁ ୩ ଉଦ୍ଧାର

ବେତନଟୀ,୧୧ା୧୧(ଡି.ଏନ୍‌.ଏ.)- ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ କାନ୍ଥ ତଳେ ଚାପିହୋଇ ରହିଥିବା ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ଶନିବାର ରାତିରେ ମୟୂରଭଞ୍ଜ ଜିଲା ବେତନଟୀ ପଞ୍ଚାୟତ ଅଧୀନ ଇନ୍ଦିରାନଗର ବସ୍ତିର ସୀତାନାଥ ପଣ୍ଡାଙ୍କ ଘରଟି ସମ୍ପୂର୍ଣ୍ଣ...

ବାତ୍ୟା କ୍ଷୟକ୍ଷତି ସମୀକ୍ଷା କଲେ ବିଧାୟକ

ଭୋଗରାଇ, ୧୧ା୧୧(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ବୁଲବୁଲ ଶୁକ୍ରବାରଠାରୁ ଶନିବାର ରାତି ପର୍ଯ୍ୟନ୍ତ ବାଲେଶ୍ୱର ଉପକୂଳବାସୀଙ୍କ ଆଖିରୁ ନିଦ ଉଡ଼ାଇ ଦେଇଥିଲା। ଶନିବାର ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ପବନର ବେଗ ବଢ଼ୁଥିବା ବେଳେ ଅବିଶ୍ରାନ୍ତ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଥିଲା। ବାତ୍ୟାରେ ଉତ୍ତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri