ଆମ ଜିଲା ଖବର

ମାସ୍କ, ସାବୁନ ବଣ୍ଟନ

କେନ୍ଦୁଝର, ୧୮।୪(ସ୍ବ.ପ୍ର.)-ହରିଚନ୍ଦନପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କରୋନା ମହାମାରୀ ପାଇଁ ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ସାବୁନ, ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି। ବର୍ତ୍ତମାନ ସବୁଠି କରୋନା ମହାମାରୀର ଆତଙ୍କ ଖେଳିଯାଇଛି । ଏହାକୁ ଆଖି ଆଗରେ ରଖି…

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ ପ୍ରସ୍ତାବ

ପୁରୀ ଅଫିସ,୧୮।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ତେବେ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ କୌଣସି ଚିତ୍ର ସ୍ପଷ୍ଟ ନ ଥିବା ବେଳେ କରୋନା ଟେଷ୍ଟ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର। ରଥଯାତ୍ରାର…

କୋଭିଡ୍‌ ରୋଗୀଙ୍କ ପାଇଁ ନିଯୁକ୍ତ ଡାକ୍ତରଙ୍କୁ ଭିମ୍‌ସାରର ଅବହେଳା

ସମ୍ବଲପୁର,୧୮ା୪(ବ୍ୟୁରୋ): କୋଭିଡ-୧୯ ମେଡିକାଲରେ ନିୟୋଜିତ ଡାକ୍ତରଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ଖାଇବା, ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ହେଲେ ଭିମ୍‌ସାରରେ କୋଭିଡ୍‌ ରୋଗୀଙ୍କ ପାଇଁ…

ସାନିଟାଇଜ୍‌ ହେଲା ବୁଗୁଡ଼ା ସହର: ମେଡିକାଲ, ବ୍ଲକ କାର୍ଯ୍ୟାଳୟ, ପରିବା ମାର୍କେଟରେ ବିଶୋଧକ ସିଞ୍ଚନ

ବୁଗୁଡା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ବୁଗୁଡା ଏନ୍‌ଏସି ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଶନିବାର ବୁଗୁଡା ସହରର ବିଭିନ୍ନ ସ୍ଥାନରେ ବିଶୋଧକ ସିଞ୍ଚନ କରି ସାନିଟାଇଜ କରିଥିବା ଜଣାପଡିଛି । ଏନ୍‌ଏସି ନିର୍ବାହୀ ଅଧିକାରୀ ରଶ୍ମି ରଂଜନ ଦାସଙ୍କ ଉପସ୍ଥିତିରେ ଅଗ୍ନିଶମ…

ସଚେତନ କରୁଛି ରାପିଡ୍‌ ରେସପନ୍ସ ଟିମ୍‌

ବରଗଡ଼ ଅଫିସ୍‌,୧୮।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁ କରାଯାଇଛି । ସେହିପରି ସାମାଜିକ ଦୂରତ୍ୱ, ସତର୍କତା ଏବଂ ସଚେତନତା…

କନବାର ଗାଁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଗଲା

ବରଗଡ଼ ଅଫିସ୍‌,୧୮।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁକୁ ନେଇ ସବୁଆଡ଼େ ଭୟ ଘାରିଛି । ଏହାକୁ ପ୍ରତିହତ କରିବା ପାଇଁ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ପାଲଟିଛି । ଏହି କ୍ରମରେ ବରଗଡ଼ର ଲକ୍ଷ୍ମୀ ଏସଏଚଜି ଗ୍ରୁପ ପକ୍ଷରୁ କନବାର ଗ୍ରାମରେ…

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୮।୪ – ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଶନିବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ବ୍ରହ୍ମପୁର ରେଳଷ୍ଟେଶନ ନିକଟରୁ ତାଙ୍କୁ ପୋଲିସ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ସନ୍ଦିଗ୍ଧଙ୍କ ଦେହରେ ଜ୍ୱର ଥିବା ବେଳେ…

ଗଞ୍ଜାମ କୋଭିଡ ହସ୍ପିଟାଲ ପାଇଁ ଏମ୍‌କେସିଜିରୁ ଯିବେ ୧୬ ଡାକ୍ତର, ୨୪ରେ ଯୋଗ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡ଼ିକାଲ ହସ୍ପିଟାଲକୁ ଟାଟା ଗ୍ରୁପର ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ-୧୯ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ୧୦ ତାରିଖରେ ଏହାକୁ କାର୍ଯ୍ୟକ୍ଷମ କରଯାଇଥିଲା। ବ୍ରହ୍ମପୁରସ୍ଥିତ ଏମ୍‌କେସିଜିର ୧୬ ଜଣ…

ଖାଦ୍ୟ ପାଇଲେ ଘାଟି ଉପରେ ରହୁଥିବା ଭୋକିଲା ମାଙ୍କଡପଲ

ଲାଞ୍ଜିଗଡ,୧୮।୪(ଡି.ଏନ୍‌.ଏ): ଭବାନୀପାଟଣାରୁ ବିଶ୍ୱନାଥପୁରକୁ ଯାଉଥିବା ରାସ୍ତାରେ ବଞ୍ଜାରୀଘାଟି, ଢେପଗୁଡା ଘାଟି, ଶିକେରକୁପା ଆଦି ଅଞ୍ଚଳରେ ଶହଶହ ମାଙ୍କଡଙ୍କୁ ଲକ୍‌ ଡାଉନ ଭୋକିଲା ରଖିଛି। ଏବେ ଲାଞ୍ଜିଗଡରୋଡର ଯୋଗମୟା ଏସ୍‌ଏସ୍‌ଜି ଗ୍ରୁପ କିନ୍ତୁ ଏମାନଙ୍କ ପାଇଁ ରନ୍ଧା ଖାଦ୍ୟ ଯୋଗାଉଛି। ଏହି ମହିଳା…

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୮୯ ହଜାର ଟଙ୍କା ଦାନ

ସାକ୍ଷୀଗୋପାଳ,୧୮।୪(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ପୁରୀ ଜିଲା ସତ୍ୟବାଦୀ ବ୍ଲକ ବିଦ୍ୟାଧରପୁର ଗ୍ରାମବାସୀ ରାଜ୍ୟ କରୋନା ସାହାୟତା ପାଣ୍ଠିକୁ ୩୩ ହଜାର ୮୦ ଟଙ୍କା ଦାନ କରିଛନ୍ତି । ଗ୍ରାମବାସୀଙ୍କ ଠାରୁ ସଂଗୃହିତ ଉକ୍ତ ରାଶିକୁ ଓଡିଶା ଗ୍ରାମ୍ୟାବ୍ୟଙ୍କର ସ୍ଥାନୀୟ ସାରଙ୍ଗଯୋଡି…

ଦୁର୍ଗମ ଅଞ୍ଚଳ ନିୟମଗିରି ପାଦଦେଶର ଅଧିବାସୀଙ୍କୁ ସଚେତନ କଲେ ବିଡିଓ

ଲାଞ୍ଜିଗଡ,୧୮।୪(ଡି.ଏନ୍‌.ଏ):କରୋନା ମୁକାବିଲା ନେଇ ନିୟମଗିରି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସଚେତନ କରାଯାଇଛି। ଲାଞ୍ଜିଗଡ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର ନିୟମଗିରି ପାଦ ଦେଶରେ ଥିବା ତ୍ରିଲୋଚନପୁର ପଞ୍ଚାୟତର ବିଭିନ୍ନ ଗାଁକୁ ଯାଇ କରୋନା ସମ୍ପର୍କରେ ଲୋକଙ୍କୁ ସତେନ କରିଛନ୍ତି। ତ୍ରିଲୋଚନପୁର…

ରାସ୍ତାରେ ବାଡ଼, ଫେରିଗଲା ଆମ୍ବୁଲାନ୍ସ

ବାମରା, ୧୮।୪ (ଡି.ଏନ.ଏ)- ସୁନ୍ଦରଗଡରେ ୨ଜଣ କରୋନା ପୋଜିଟିଭ ଚିହ୍ନଟ ହେବା ପରଠାରୁ ସୁନ୍ଦରଗଡ ଜିଲାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍‌ କରାଯାଇଛି । ମାତ୍ର କେତେକ ସିଲ୍‌ ଥିବା ସ୍ଥାନରେ କୌଣସି ଜଗୁଆଳି ନ ଥିବା କାରଣରୁ ଅତ୍ୟାବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?