ଆମ ଜିଲା ଖବର

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନାହିଁ

ଅନୁଗୋଳ ଅଫିସ, ୧୮।୪ – ଶୁକ୍ରବାର ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ। କରୋନା କଟକଣା ପାଇଁ ଅନୁଗୋଳ ବିଜେଡି ପକ୍ଷରୁ ଏହାକୁ ପାଳନ କରାଯାଇ ନାହିଁ। ହେଲେ ଏହି ଅବସରରେ ଦଳ ପକ୍ଷରୁ ଏକ ରକ୍ତଦାନ ଶିବିରର ଆୟୋଜନ…

ସଫେଇ କର୍ମଚାରୀଙ୍କୁ ବି ଛାଡ଼ିଲାନି ପୋଲିସ: ମାଡ଼ ପ୍ରତିବାଦରେ କାର୍ଯ୍ୟବନ୍ଦ, ମିଳିଲା କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି

ଫୁଲବାଣୀ ଅଫିସ, ୧୮ା୪- ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱ ରକ୍ଷା କରିବା ନିମନ୍ତେ ପୋଲିସ ବିଭାଗର କେତେଜଣ ତଳିଆ କର୍ମଚାରୀ କିଛି ନ ବୁଝି ଲୋକଙ୍କୁ ମାଡ଼ ମାରୁଛନ୍ତି। ଶୁକ୍ରବାର ଫୁଲବାଣୀ ପୌର ପରିଷଦର ଜଣେ କର୍ମଚାରୀଙ୍କୁ ମାଡ଼ ମରାଯାଇଛି। ଏହା ପ୍ରତିବାଦରେ…

ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଆରମ୍ଭ ହେଲା କାମ

ଦାରିଙ୍ଗବାଡ଼ି,୧୮।୪(ଡି.ଏନ.ଏ)- କରୋନା ଯୋଗୁ ଶ୍ରମିକମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। ସେମାନଙ୍କୁ ରୋଜଗାରକ୍ଷମ ଏବଂ ବ୍ଲକର ବିଭିନ୍ନ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ ଆରମ୍ଭ ହୋଇଛି। ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ସହ ଜିଲାପ୍ରଶାସନର ସହଭାଗିତାରେ ଅନ୍ତରଙ୍ଗ ଯୁବ ସଂଘ…

କ୍ୱରାଣ୍ଟାଇନ୍‌ ସେଣ୍ଟରରେ ଖାଇବା ମିଳୁନି: ଘରୁ ଖାଦ୍ୟ ଆସିଲେ ଖାଉଛନ୍ତି ଶ୍ରମିକ

ପାତ୍ରପୁର,୧୮ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀସ୍ଥିତ ପରାଙ୍କୁଶ ବିଦ୍ୟାପୀଠରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ଜଣେ ଦାଦନ ଶ୍ରମିକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ ହୋଇଛି। ସେ ବୁଧବାର ଆନ୍ଧ୍ରରୁ ଗ୍ରାମକୁ ଫେରିଥିବାବେଳେ ତାଙ୍କୁ ସାମନ୍ତିଆପଲ୍ଲୀ ସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ହେଲେ…

ଖଲ୍ଲିିକୋଟ କଲେଜ ପକ୍ଷରୁ ଅନ୍‌ଲାଇନ୍‌ ଶିକ୍ଷାଦାନ : କ୍ଲାସ କଲେ ବିିିବିଏ, ଇଟିସି, ଏମ୍‌ଏଫଏ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ,୧୮ା୪-କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଘୋଷଣା ଫଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏହି ସମୟରେ ମହାବିଦ୍ୟାଳୟ ତଥା ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ପ୍ରଭାବିତ ହୋଇଛି। ଏହି ପରିପ୍ରେକ୍ଷୀରେ ମହାବିଦ୍ୟାଳୟ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ…

୫୬୯୦ ନିର୍ମାଣ ଶ୍ରମିକଙ୍କୁ କରୋନା ସହାୟତା

ପାଟଣା,୧୮ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ସାରା ଦେଶରେ ଲକ୍‌ ଡାଉନ ଜାରି ରହିଛି। ଏଭଳି ପରିସ୍ଥିତିରେ କଳକାରଖାନା, ନିର୍ମାଣ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିବାରୁ ଖଟିଖିଆ, ଦିନମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ଚୁଲି…

ବାଲି,କୋଇଲା ଗାଡି ଜବତ ଘଟଣାରେ୨ ଡ୍ରାଇଭର କୋର୍ଟଚାଲାଣ

ଭଣ୍ଡାରିପୋଖରୀ,୧୮।୪ (ଡିି.ଏନ୍‌.ଏ.)-ଭଣ୍ଡାରିପୋଖରୀ ପୋଲିସ ଗୁରୁବାର ସକାଳେ ମାଲଦା ରାସ୍ତାରେ ଲକଡାଉନ ସମୟରେ ବାଲି ଓ କୋଇଲା ପରିବହନ କରୁଥିବା ୭ଟି ଗାଡିକୁ ଜବତ କରି ଥାନାରେ ଅଟକ ରଖିଥିଲେ। କୋଇଲା ପରିବହନ କରୁଥିବା ଦୁଇ ପିକ୍‌ଅପ୍‌ ଗାଡିର ଚାଳକ ଧାମନଗର ଥାନା…

ସଂକ୍ରମଣ ରୋକିବ ‘ସେନ୍ସର ଚାଳିତ ବିଶୋଧନ ଯନ୍ତ୍ର’: ୩ ଦିନରେ ତିଆରି କରି ଚର୍ଚ୍ଚାରେ ଯୁବକ

ପଦ୍ମପୁର, ୧୮ା୪(ଡି.ଏନ.ଏ.)-ସାରା ବିଶ୍ୱ ଏବେ କରୋନା କବଳରୁ ମୁକ୍ତି ପାଇବା ପାଇଁ ଲଢ଼େଇ କରୁଛି। ଏଭଳି ସ୍ଥିତିରେ ମଣିଷ ଶରୀରକୁ ମାତ୍ର ଦୁଇ ସେକେଣ୍ଡରେ ପ୍ରାକୃତିକ ବିଶୋଧନ ଦ୍ରବଣ ବ୍ୟବହାର କରି ସେନ୍ସର ଦ୍ୱାରା ମୋଟରଚାଳିତ ସିଞ୍ଚନ ଯନ୍ତ୍ରରେ ପୁରା ମଣିଷ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଚିତ୍ରଡା,୧୮।୪(ଡି.ଏନ୍‌.ଏ.)-କରୋନା ଭାଇରସର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କୁ ସହଯୋଗ ନିମନ୍ତେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନରେ ଥିବା ଚିତ୍ରଡା ପଞ୍ଚାୟତର ମା’ ସିଂହାସନୀ ନାରୀ ସଂଘ ତରଫରୁ ଶୁକ୍ରବାର ମୋରଡା ବିଡିଓ ପ୍ରିୟବ୍ରତ ପାଢ଼ୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ…

ଭୋକ ଉପାସରେ ୯ ଦିନ: ଧାରଣା ଦେଲେ ଆଦିବାସୀ ପରିବାର

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଝାଟିଆ ଗ୍ରାମର କେତେକ ଦିନମଜୁରିଆ ଆଦିବାସୀ ପରିବାର ୯ଦିନ ଭୋକ ଉପାସରେ ରହିବା ପରେ ଶୁକ୍ରବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ…

୨ ଅବକାରୀ ଏଏସ୍‌ଆଇ ନିଲମ୍ବିତ

ବୌଦ୍ଧ,୧୮ା୪(ସ୍ବ.ପ୍ର.)-ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ଜୋରସୋର ଉଦ୍ୟମ ଚାଲିଛି। ଏଥିପାଇଁ ଜିଲାସ୍ତରରେ ମଧ୍ୟ କର୍ମଚାରୀମାନଙ୍କୁ କରୋନା ମୁକାବିଲା ପାଇଁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୌଦ୍ଧ ଅବକାରୀ କର୍ମଚାରୀମାନେ ବିଭିନ୍ନ ଥାନା କର୍ମଚାରୀମାନଙ୍କ ସହ ମିଶି କାମ କରିବାକୁ…

କଂସ ରୂପରେ ସଚେତନତା

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡଗରପଡା ଗ୍ରାମର ଗୟାଧର ବିଶ୍ୱାଳ ନିଆରା ଢଙ୍ଗରେ କରୋନା ସଚେତନତା କରିଛନ୍ତି। ଲକଡାଉନ ଲାଗୁ ହେବା ଦିନଠାରୁ ସେ କଂସ ପୋଷାକ ପରିଧାନ କରି କରୋନା ସଚେତନତା ଲାଗି ସାଇକେଲରେ ପ୍ଲା କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?