ଆମ ଜିଲା ଖବର

ଜି.ଉଦୟଗିରିରେ ବର୍ଷା, କୁଆପଥର ବୃଷ୍ଟି

ଜି.ଉଦୟଗିରି,୧୭ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ପ୍ରବଳ ବର୍ଷା ପବନ ସହ କୁଆପଥର ବୃଷ୍ଟି ହୋଇଛି। ପ୍ରାୟ ଘଣ୍ଟାଏ ଧରି ବର୍ଷାପବନ ଓ କୁଆପଥର ମାଡରେ ଜନଜୀବସ ଅସ୍ତବ୍ୟସ୍ତ ହୋଇପଡିଥିଲା। ୮ଟି ସ୍ଥାନରେ ବଡ଼ବଡ଼ ଗଛ ଭାଙ୍ଗି ପଡିଛି। ବର୍ଷାପବନ ପରେ…

ଆହତ କୃଷ୍ଣସାର ମୃଗ ଶାବକ ଉଦ୍ଧାର

ବୁଗୁଡ଼ା,୧୭ା୪(ଡି.ଏନ.ଏ)- ବୁଗୁଡ଼ା ଏନ୍‌ଏସି ସୂର୍ଯ୍ୟନଗର ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ବୁଗୁଡ଼ା ବନବିଭାଗ କର୍ମଚାରୀ ଏକ ୨ ମାସର ଆହତ କୃଷ୍ଣସାର ମୃଗ ଶାବକକୁ ଉଦ୍ଧାର କରିଛନ୍ତି। ସୂର୍ଯ୍ୟନଗର ଅଞ୍ଚଳର ଏକ ପୋଖରୀକୁ ପାଣି ପିଇବାକୁ ଆସିଥିବାବେଳେ ମୃଗଶାବକଟିକୁ କୁକୁର ଗୋଡାଇଥିଲେ। ସୂର୍ଯ୍ୟନଗରରେ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ

ଦିଗପହଣ୍ଡି,୧୭ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ଥାନା ଅଧୀନ ଏକ ଗଁାର ଜଣେ ଅନୁସୂଚିତ ଜାତିର ମହିଳାଙ୍କୁ ତାଙ୍କ ଚାଷଜମିରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତଦନ୍ତକାରୀ ପୋଲିସ ଅଧିକାରୀ ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁଙ୍କ ସୂଚନା ଅନୁଯାୟୀ, ଗତ ୮ ତାରିଖ ଅପରାହ୍ନରେ…

ମିଲର୍ସ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୧୭।୪(ନି.ପ୍ର.) : କରୋନା ମହାମାରୀର ମୁକାବିଲା କରିବା ପାଇଁ ସୁବର୍ଣ୍ଣପୁର ଜିଲା ମିଲର୍ସ ସଂଘ ୫ଲକ୍ଷ ୫୧ହଜାର ଟଙ୍କା ପ୍ରଦାନ କରିଛି। ଶୁକ୍ରବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ଭେଟି କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଚେକ୍‌ ପ୍ରଦାନ କରିଛନ୍ତି।…

ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି : ଛାତ୍ର, ଯୁବ ବିଜେଡି ପକ୍ଷରୁ ରକ୍ତଦାନ ଶିବିର

ସୋନପୁର,୧୭।୪(ନି.ପ୍ର.): ପ୍ରବାଦ ପୁରୁଷ ତଥା ଜନନାୟକ ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସୁବର୍ଣ୍ଣପୁର ଜିଲା ଛାତ୍ର ଓ ଯୁବ ବିଜେଡି ପକ୍ଷରୁ…

କରୋନା ସଚେତନତା : ମାସ୍କ, ସାନିଟାଇଜର ବିତରଣ

ସୋନପୁର,୧୭।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ସଚେତନତା ଆବଶ୍ୟକ ହୋଇପଡିଛି। ଜରୁରି କାମରେ ଘରୁ ବାହାରିଲେ ମୁହଁରେ ମାକ୍ସ ଲଗାଇବା ବାଧ୍ୟତାମୂଳକ କରାଯାଇଛି। ତେଣୁ ସୋନପୁର ବ୍ଲକ ବଡବାହାଲିସ୍ଥିତ ମା ଅନ୍ନପୂର୍ଣ୍ଣା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ କପଡାରେ…

କରୋନା ମୁକାବିଲା ପାଇଁ ଗୁରୁକୂଳ ଆଶ୍ରମ ଦେଲା ସହାୟତା

ନୂଆପଡା ଅଫିସ,୧୭ା୪- କରୋନା ମୁକାବିଲା ପାଇଁ ନୂଆପଡା ହରିପୁରସ୍ଥିତ ଗୁରୁକୂଳ ଆଶ୍ରମ ତରଫରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା କରାଯାଇଛି ା ଶୁକ୍ରବାର ପୂର୍ବାହ୍ନରେ ଜିଳାପାଳ ମଧୁସ୍ମିତା ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରେ ଗୁରୁକୁଳ ଆଶ୍ରମ ମୁଖ୍ୟ ଆଚାର୍ଯ୍ୟ ସୁଦର୍ଶନ…

ସାନିଟାଇଜ ହେଲା ଧରମବନ୍ଧା ପଞ୍ଚାୟତ

ନୂଆପଡା ଅଫିସ,୧୭ା୪- ନୂଆପଡା ସଦର ବ୍ଲକ ଧରମବନ୍ଧା ପଞ୍ଚାୟତ ସାନିଟାଇଜ ହୋଇଛି। ସରପଞ୍ଚ ଓମପ୍ରକାଶ କଲାରଙ୍କ ନେତୃତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ସମିତି ସଭ୍ୟା ଓ ସମସ୍ତ ୱାର୍ଡ ସଭ୍ୟାସଭ୍ୟମାନେ ସାମିଲ ହୋଇଥିଲେ। ସମସ୍ତ ଗଳି, ସରକାରୀ ବେସରକାରୀ କାର୍ଯ୍ୟାଳୟ ସହ ମୁଖ୍ୟ…

ତୁଟିନି ଅନ୍ଧବିଶ୍ୱାସ: ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୧୭।୪-ଅନ୍ଧବିଶ୍ୱାସ, ସାମାଜିକ କୁସଂସ୍କାର ଏବେ ମଧ୍ୟ ଦୂରୀଭୁତ ହୋଇ ପାରିନାହିଁ। ପରିବାରର ଜଣେ କୁଷ୍ଠ ରୋଗାକ୍ରାନ୍ତ ବୋଲି ବରଗଡ଼ ସହର ଉପକଣ୍ଠ ବରଡ଼ୋଲ ଗ୍ରାମର ଜଣେ ମହିଳାଙ୍କ ଶବଦାହ ପାଇଁ ସମ୍ପର୍କୀୟ କିମ୍ବା ସାହି ପଡ଼ିଶା ଲୋକ ବାହାରିଲେ ନାହିଁ।…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ରକ୍ତଦାନ ଶିବିର

ବଲାଙ୍ଗୀର ଅଫିସ, ୧୭।୪- ଆଧୁନିକ ଓଡିଶାର ନିର୍ମାତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସ ଅବସର ଶୁକ୍ରବାର ବଲାଙ୍ଗୀର ଯୁବ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି ।…

ସେଣ୍ଟ୍ରାଲ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା

ବଲାଙ୍ଗୀର ଅଫିସ, ୧୭ା୪- କରୋନା ଭାଇରସ ସଂକ୍ରମଣର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି । କରୋନା ଲଢ଼େଇକୁ ମଜବୁତ କରିବା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଭିନ୍ନ ସଂସ୍ଥା ତରଫରୁ ସହାୟତା ରାଶି ପ୍ରଦାନ କରାଯାଉଛି…

କରୋନା ମୁକାବିଲା ନେଇ ସଚେତନ କଲେ ଡାକ୍ତରୀ ଟିମ୍‌

ଲୋଇସିଂହା, ୧୭।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଆୟୁଷ ଡାକ୍ତରୀ ଟିମ ଶୁକ୍ରବାର ହୀରାପୁର ପଞ୍ଚାୟତ ଅଞ୍ଚଳ ବୁଲି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନତା କରିଥିଲେ। ଆୟୁଷ ଡା.ସଞ୍ଜୀବ ବିଶ୍ୱାଳ, ଡା. ମହାଶ୍ୱେତା ପଣ୍ଡା ଓ ଷ୍ଟାପ ହୀରାପୁର ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?