ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ
ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ମୁତାବକ, ନାବାଳିକା ଦ୍ୱୟ…
ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର
ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ମାଳିପୁଟ ପଞ୍ଚାୟତ ଏରାସାନ୍ତାଗୁଡା, ଶିଶାଗୁଡା ଏବଂ ମାଲକାରବନ୍ଧ…
ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି
ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ବେଲପୁର ଗ୍ରାମ ରାସ୍ତା କଡ଼ରେ। ସେହି ପାଖଦେଇ ଗାଈଗୋରୁ…
ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି
କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ ଭିତ୍ତିଭୂମି ରହିଥିବାରୁ ଏହି ଅନୁମତି ମିଳିଥିବା ନେଇ ବିଦ୍ୟାଳୟର ଅଧକ୍ଷା ତପସ୍ବିନୀ ମହାପାତ୍ର…
‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’
ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କଲେଜ ପରିଚାଳନା କମିଟି ସଭାପତି ତଥା ଛତ୍ରପୁର ଉପଜିଲାପାଳ ଶୁଭାଶିଷ…
ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ
ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ଅଧିକାରୀ ଚନ୍ଦ୍ରଧ୍ୱଜ ସିଂହଙ୍କ ନିକଟରେ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ…
ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍ପି
ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା ଏମ୍ପି ଅନୀତା ଶୁଭଦର୍ଶନୀ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେଣ୍ଟ୍ରାଲ ସ୍କିମ୍ ଏବଂ…
ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…
ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ ହେଲେ ୧୧୦ ବର୍ଷର ବଟ ମଲ୍ଲିକ। ସେ ତାଙ୍କର ବିଧବା ବୋହୂ, ନାତୁଣୀ…
ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍ ଚାଳକଙ୍କୁ ଛୁରାମାଡ଼
ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି ଆକ୍ରମଣରେ ଲୋକେ ଗୁରୁତର ହେଉଛନ୍ତି। ବିଭିନ୍ନ ସମୟରେ ଆକ୍ରମଣ ଯୋଗୁ ଲୋକଙ୍କ ଜୀବନ…
ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…
ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ ସ୍ତ୍ରୀଙ୍କ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ…
୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ ମୃତଦେହ ବସ୍ତାରେ ବାନ୍ଧି…
ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା ସମଗ୍ର ରାୟଗଡ଼ା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନାମୁତାବକ, ଚାଟିକଣାସ୍ଥିତ ପୁରୁଣା ଷ୍ଟେଶନ…
ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…
ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକ ଅସଦାଚାରଣ କରି ଶୁକ୍ରବାର ଗିରଫ ହୋଇଛନ୍ତି। ପୀଡ଼ିତା ଛାତ୍ରୀ ଜଣକ ଆଗରପଡ଼ା…

