ଆମ ଜିଲା ଖବର

ସାନିଟାଇଜର ପ୍ରସ୍ତୁତ କଲା ଖ୍ରୀଷ୍ଟ କଲେଜ

କଟକ ଅଫିସ,୧୭ା୪: ଖ୍ରୀଷ୍ଟ କଲେଜ ପକ୍ଷରୁ ପ୍ରସ୍ତୁତ ହୋଇଛି ୫୦୦ ବୋତଲ ସାନିଟାଇଜର। ଏସବୁକୁ ଗୁରୁବାର କଟକ ଡିସିପି ଅଖିଳେଶ୍ୱର ସିଂଙ୍କୁ ପ୍ରଦାନ କରାଯାଇଛି। ଡିସିପିଙ୍କ ଜରିଆରେ ସହରର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କୁ ଏହା ବଣ୍ଟାଯିବ ବୋଲି…

ପିଲାଙ୍କୁ ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ

ପୁରୀ ଅଫିସ,୧୭ା୪: କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଅବଧିକୁ ପ୍ରଧାନମନ୍ତ୍ରୀ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ରାଜ୍ୟ ସରକାର ମଧ୍ୟ ଜୁନ୍‌ ୧୭ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ପିଲାମାନେ ଘରେ ରହିବେ, ପଢିବେ…

ଛାତ୍ରୀଛାତ୍ରଙ୍କ ଘରେ ବହି ପହଞ୍ଚିଲା

ସୁନ୍ଦରଗଡ଼,୧୭ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ପିଲାଙ୍କ ଭବିଷ୍ୟତ ନେଇ ଉଭୟ ଅଭିଭାବକ ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ଚିନ୍ତିତ ଥିବା ବେଳେ ଘରୋଇ ବିଦ୍ୟାଳୟଗୁଡିକ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ…

ବିକଳ୍ପ ସ୍ଥାନରେ ନିରନ୍ତର ସ୍ବାସ୍ଥ୍ୟସେବା ମିଳିବ

ସମ୍ବଲପୁର,୧୭ା୪(ବ୍ୟୁରୋ)-ଜିଲା ସଦରଡାକ୍ତରଖାନାରେ କୋଭିଡ-୧୯ ମେଡିକାଲ ନିର୍ମାଣ କାମ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରୋଗୀମାନଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ଜିଲା ସଦର ଡାକ୍ତରଖାନା ଉପରେ ନିର୍ଭର କରୁଥିବା ରୋଗୀମାନଙ୍କ କୌଣସି ସମସ୍ୟା ହେବ ନାହିଁ । ବିକଳ୍ପ ସ୍ଥାନରେ ନିରନ୍ତର…

ଜୟପାଟଣା ବ୍ଲକ ପିଏ ନିଲମ୍ବିତ

ଭବାନୀପାଟଣା/ଜୟପାଟଣା,୧୭।୪(ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର କାର୍ଯ୍ୟରତ ପିଏ (ପ୍ରଗତି ସହାୟକ) ଶତାମ୍ବର ପ୍ରଧାନୀଙ୍କୁ ବୁଧବାର ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ସଚିବ ଡି. କେ. ସିଂହ ନିଲମ୍ବନ କରିଛନ୍ତି । ସୂଚନା ଅନୁସାରେ, ପିଏ ପ୍ରଧାନୀ ଥୁଆମୁଳ…

ବିଧାୟକଙ୍କ କରୋନା ସମୀକ୍ଷା

ଢେଙ୍କାନାଳ ଅଫିସ, ୧୭।୪ – ଢେଙ୍କାନାଳ ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ସମ୍ପର୍କରେ ଗୁରୁବାର ବିଧାୟକ ସୁଧୀର କୁମାର ସାମଲ ସମୀକ୍ଷା କରିଛନ୍ତି। ସେ ଜିଲା କାର୍ଯ୍ୟାଳୟକୁ ଆସି ଏ ନେଇ…

କଂଗ୍ରେସର କୋଭିଡ୍‌ ଆକ୍ସନ ଗ୍ରୁପ୍‌

ଢେଙ୍କାନାଳ ଅଫିସ, ୧୭।୪ – କରୋନା ବିରୋଧୀ ଲଢ଼େଇରେ ସାମିଲ ହୋଇଛି ଢେଙ୍କାନାଳ ଜିଲା କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଦଳପକ୍ଷରୁ ଜିଲାସ୍ତରୀୟ କୋଭିଡ୍‌-୧୯ ଆକ୍ସନ ଗ୍ରୁପ୍‌ ଗଠିତ ହୋଇଛି। ଡା. ତୁଷାରକାନ୍ତି ନାୟକଙ୍କୁ ଜିଲା ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି।…

ଗୋଷ୍ଠୀ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ, ୧୭।୪ – ଗ୍ରାମାଞ୍ଚଳରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମକୁ ଆଗେଇ ନେଉଛନ୍ତି ଢେଙ୍କାନାଳ ଜିଲାର ସ୍ବେଚ୍ଛାସେବୀ ଅନୁଷ୍ଠାନ। ପ୍ରଶାସନର ନିଷ୍ପତ୍ତି ପରେ ସାମାଜିକ କର୍ମୀମାନେ ନିଜ ନିଜ ସ୍ତରରେ କରୋନାକୁ ହରାଇବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ…

କ୍ବାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ

ଅନୁଗୋଳ ଅଫିସ, ୧୭।୪- ବଅଁରପାଳ ବ୍ଲକ ପ୍ରଶାସନ ପକ୍ଷରୁ ହୋଇଥିବା କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ଜିଲାପାଳ ମନୋଜ କୁମାର ମହାନ୍ତି ଓ ଉପଜିଲାପାଳ ବାସୁଦେବ ଶତପଥୀ ପରିଦର୍ଶନ କରିଛନ୍ତି। ବଅଁରପାଳ ସେବାଶ୍ରମ ଓ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଏହି ସେଣ୍ଟର ପରିଦର୍ଶନ ବେଳେ…

ପୋଲିସକୁ ଛତା, ଅସହାୟଙ୍କୁ ଖାଦ୍ୟ

ଅନୁଗୋଳ ଅଫିସ, ୧୭।୪ – କରୋନା ମହାମାରୀ ସଂକ୍ରମଣ ଭୟ ଓ ଲକ୍‌ ଡାଉନ୍‌ ଯୋଗୁ ଅନୁଗୋଳ ଜିଲାରେ ବହୁ ଗରିବ, ଅସହାୟ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନଜରରେ ରଖି ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ, କମ୍ପାନୀ କର୍ତ୍ତୃପକ୍ଷ ସହାୟତା…

କାର୍ଡ ଥାଇ ମିଳୁନି ରାଶନ ସାମଗ୍ରୀ

ପାତ୍ରପୁର,୧୭ା୪(ଡି.ଏନ୍‌.ଏ.)- ରାଶନ କାର୍ଡ଼ ଥାଇ ମଧ୍ୟ ହିତାଧିକାରୀଙ୍କୁ ସହାୟତା କିମ୍ବା ସାମଗ୍ରୀ ମିଳୁନାହିଁ। ଏଭଳି ଘଟଣା ଦେଖିବାକୁ ମିଳୁଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପଦାଦିଗି ପଞ୍ଚାୟତ କେଲୁଆ ଗ୍ରାମରେ। ବୃଦ୍ଧା ଜଣକ ହେଲେ ଉକ୍ତ ଗ୍ରାମର ତିଳ ବେହେରା (୭୪)।…

ହଜାରେ ବଦଳରେ ରାଶନକାର୍ଡ ହିତାଧିକାରୀଙ୍କୁ ୯ଶହ ଟଙ୍କା

ପାତ୍ରପୁର,୧୭ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ କେନ୍ଦ୍ର ଓ ରାଜ୍ୟ ସରକାର ରାଶନ କାର୍ଡ଼ ହିତାଧିକାରୀଙ୍କୁ ଆଗୁଆ ୩ମାସର ରାଶନ ସହ ହଜାରେ ଟଙ୍କା ଦେବାକୁ ଘୋଷଣା କରିଥିଲେ। ମାତ୍ର ପାତ୍ରପୁର ବ୍ଲକ ବରଙ୍ଗ ଓ କେଶରିପଡ଼ା ପଞ୍ଚାୟତ ଭେଜିପଦର ଗ୍ରାମର ହିତାଧିକାରୀଙ୍କୁ ହଜାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?