ଅବ୍ୟବସ୍ଥାରେ ଆଇସୋଲେଶନ ସେଣ୍ଟର
ଏରସମା, ୧୬।୪ (ସ୍ବ.ପ୍ର.)-ଏରସମା ବ୍ଲକ ଅଧୀନ ଜିରୋଇଲୋ ପଞ୍ଚାୟତରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ ହୋଇଛି। ଏଥିରେ ରହିଥିବା ଜଣେ ମହିଳାଙ୍କ ସମେତ ୫ ଜଣ ଅସୁବିଧାରେ ରହୁଛନ୍ତି। ପ୍ରକାଶ ଯେ, ଜିରାଇଲୋ ପଞ୍ଚାୟତ ଅଧୀନ ଜିରାଇଲୋ…
ଟିକିରା ନଦୀରେ ବୁଡ଼ି ଜଣେ ମୃତ
କଣିହାଁ, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଏନଟିପିସି ଟାଉନ ଥାନା ଟୋଲକବେଡା ଗ୍ରାମର ପଞ୍ଚାନନ ସାହୁ(୫୮) ଗୁରୁବାର ଟିକିରା ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ପୋଲିସ ତାଙ୍କ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଘଟଣାରୁ…
୨୪ ଘଣ୍ଟା ଭିତରେ ଧରା ପଡ଼ିଲେ ୫ ଡକାୟତ
ନୂଆପଡା ଅଫିସ,୧୬ା୪- କରୋନା ମୁକାବିଲା କାମରେ ପୋଲିସ ନିଦ ହଜି ଯାଇଛି। ହେଲେ ଅସାମାଜିକ ବ୍ୟକ୍ତି ଏହାର ସୁଯୋଗରେ ଅପରାଧିକ କାର୍ଯ୍ୟକଳାପ ଚଳାଇଛନ୍ତି। ନୂଆପଡ଼ା ଜିଲା ଖରିଆରରୋଡ ସହରରେ ଏକ ଡକାୟତି ଘଟଣାରେ ଚବିଶ ଘଣ୍ଟା ମଧ୍ୟରେ ପୋଲିସ ଚଢାଉ କରି…
ପାଟପୁର ପୋଲିସ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ
ପାଟପୁର,୧୬ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ କର୍ମଚାରୀ କରୋନା ଲକ୍ଡାଉନ୍ ସମୟରେ ଗରିବ ଅସହାୟ ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଆଗେଇ ଆସିଛନ୍ତି। ପାଟପୁର ଥାନାଧିକାରୀ ନିଜ ଅର୍ଥରେ ସମାଜର ଗରିବ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇଛନ୍ତି।ପାଟପୁର, ରାଧାଦେଇପୁର, ମହାନଳା, ପଳାସପୁର, ଏରେଣ୍ଡ୍ରl…
ଅସହାୟକୁ ସହାୟତାର ହାତ ବଢ଼ାଇଲା ଶ୍ରମିକ ସଂଘ
କାଳିଆପାଣି,୧୬।୪ (ଡି.ଏନ୍.ଏ.)-କୋଭିଡ୍-୧୯ ଭୂତାଣୁ ପ୍ରତିହତ ପାଇଁ ସାରାଦେଶରେ ଲକ୍ଡାଉନ୍ ଜାରି ରହିଥିବା ବେଳେ ଏହି ସମୟରେ ଅସହାୟମାନଙ୍କୁ ଅନେକ ସରକାରୀ, ବେସରକାରୀ ସଂସ୍ଥା ଓ ସଂଘ ପକ୍ଷରୁ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସୁକିନ୍ଦା…
ସାମାଜିକ ଦୂରତ୍ୱ ମାନୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଅସମ୍ଭବ ଭିଡ଼
ବୁଗୁଡ଼ା,୧୬ା୪(ଡି.ଏନ୍.ଏ.): ରାଜ୍ୟରେ କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସରକାରଙ୍କ ପକ୍ଷରୁ ଲୋକମାନଙ୍କୁ ବାରମ୍ବାର ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଥିଲେ ମଧ୍ୟ କେତେକ ଅମାନିଆ ଏହାକୁ ମାନୁନାହାନ୍ତି। ଏଥିପାଇଁ ସରକାରଙ୍କ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ସ୍ଥାନୀୟ ପୋଲିସ…
କରୋନା କଟକଣାକୁ ନିରାକାରପୁର ଅଞ୍ଚଳବାସୀଙ୍କ ବେଖାତିର: ଦୋକାନ ଦିନରେ ତାଲା, ରାତିରେ ଖୋଲା; ଚା’ ଖଟିରେ ଜମୁଛି ଆସର
ନିରାକାରପୁର,୧୬।୪(ଡି.ଏନ୍.ଏ.): କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ ଡାଉନ୍ ସ୍ଥିତି ଜାରି ରହିଛି। ଏହି ସମୟରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ହେଲେ ଖୋର୍ଦ୍ଧା ଜିଲା…
କୋଇଲା କ୍ଷେତ୍ରରେ ଏମସିଏଲ୍ର ସାନିଟାଇଜେସନ୍ କାର୍ଯ୍ୟ
ସମ୍ବଲପୁର, ୧୬।୪ (ବ୍ୟୁରୋ): କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି। ଏହି କ୍ରମରେ କୋଭିଡ- ୧୯କୁ ପ୍ରତିରୋଧ କରିବା ଲକ୍ଷ୍ୟରେ ଓଡିଶାର ବିଭିନ୍ନ କୋଇଲା କ୍ଷେତ୍ରର ଆବାସିକ କଲୋନୀ ଓ ପାର୍ଶ୍ୱବର୍ତ୍ତୀ…
ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢିଲା କଣ୍ଟେନମେଣ୍ଟ
ସୁନ୍ଦରଗଡ଼, ୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି ପଦକ୍ଷେପ ନେଇଛନ୍ତି। ବିଶ୍ରାରେ ୨ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ…
ଆନ୍ଧ୍ରରୁ ରେଳ ଲାଇନ୍ରେ ଚାଲି ଚାଲି ଗାଁକୁ ଫେରିଲେ ୪ ଦାଦନ ଶ୍ରମିକ
କଣ୍ଟାବାଞ୍ଜି, ୧୬।୪(ଡି.ଏନ.ଏ.)- କରୋନା ମହାମାରର ସଂକ୍ରମଣ ରୋକିବା ପାଇଁ ସାରା ଦେଶ ଲକ୍ ଡାଉନ ରହିଛି। ଏଣୁ ଟ୍ରେନ୍ ସହ ଯାନବାହାନ ବନ୍ଦ ରହିଛି। ହେଲେ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ୍ ତଥା କଣ୍ଟାବାଞ୍ଜି ଥାନା ଅଧୀନ ହିଆଁଲ ପଞ୍ଚାୟତ ଡୁମେରଚୁଆଁ…
ରାଶନ ସାମଗ୍ରୀ ବାଣ୍ଟିଲେ ଡିଆର୍ଡିଏ ପିଡି, ବିଧାୟକ
ଛତ୍ରପୁର,୧୬ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ପ୍ରଶାସନର ଜିଲା କୋଭିଡ୍ ସେଲ ପକ୍ଷରୁ ସିଭିଲ୍ ସୋସାଇଟି, ଏନ୍ଜିଓ ଓ ବଦାନ୍ୟ ବ୍ୟକ୍ତିଙ୍କ ଦାନ ତଥା ସହଯୋଗରେ ଗୁରୁବାର ମିଲ୍ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଛତ୍ରପୁର ଏନ୍ଏସି ୧୪ନମ୍ବର ଓ୍ବାର୍ଡରେ ଘରଘରକୁ ଯାଇ ବିଧାୟକ…
ବାଟ ନ ଛାଡ଼ିବାରୁ ସୀମାନ୍ତ ପୋଲିସ ଉପରେ ଆକ୍ରମଣ: ଜଣେ ମହିଳା କନଷ୍ଟେବଳ, ୩ ହୋମଗାର୍ଡ ଆହତ
ଠାକୁରମୁଣ୍ଡା,୧୬ା୪(ଡି.ଏନ୍.ଏ.) : ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳ ବେନିସାଗର ଛକ ରାସ୍ତାରେ ଅସ୍ଥାୟୀ ବ୍ୟାରିକେଟ୍ ଲଗାଇ ଜଗି ରହିଥିବା ଓଡ଼ିଶା ପୋଲିସ ଉପରେ ଝାଡ଼ଖଣ୍ଡ ଅଞ୍ଚଳର ପ୍ରାୟ ୨୦/୩୦ ଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪ ଜଣ ପୋଲିସ ଆହତ…

