ବାମରାରେ ସାନିଟାଇଜ ଜାରି
ବାମରା, ୧୬।୪ (ଡି.ଏନ.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବର୍ତ୍ତମାନ ଚାରିଆଡେ ସାନିଟାଇଜ ପ୍ରକ୍ରିୟା ଜାରି ରହଛି। ଏହିକ୍ରମରେ ସମ୍ବଲପୁର ଜିଲା ବାମରା ବ୍ଲକ ସଦର ମହକୁମା ଓ କେଶାଇବାହାଲଠାରେ ମଧ୍ୟ ସାନିଟାଇଜ ଚାଲିଛି। ବାମରା ଅଗ୍ନିଶମ ବିଭାଗ ଭାରପ୍ରାପ୍ତ…
ଅର୍ଥପାଇଁ ସଂକ୍ରମଣକୁ ଭୟନାହିଁ: କଣ୍ଟାପଡ଼ାର ବିଭିନ୍ନ ବ୍ୟାଙ୍କରେ ସାମାଜିକ ଦୂରତ୍ୱକୁ ଫୁ’
କଣ୍ଟାପଡା, ୧୬।୪(ଡି.ଏନ୍.ଏ.): ଜନଧନ ଆକାଉଣ୍ଟଧାରୀଙ୍କ ଖାତାକୁ କେନ୍ଦ୍ର ସରକାର ଟଙ୍କା ପଠାଇଥିବା ଖବର ପ୍ରକାଶ ପାଇବା ପରେ କଣ୍ଟାପଡା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବ୍ୟାଙ୍କରେ ଭିଡ ପରିଲକ୍ଷିତ ହୋଇଛି। ବୁଧବାର ବ୍ୟାଙ୍କରେ ବ୍ୟାଙ୍କ ଖାତା ଚେକ କରିବାପାଇଁ ଭିଡ ଅସମ୍ଭାଳ…
ଜି.ଉଦୟଗିରି ବ୍ଲକରେ ୪୦୦ ଅସହାୟଙ୍କୁ ରନ୍ଧା ଖାଦ୍ୟ, ୧୬୫ ପ୍ରବାସୀ ଶ୍ରମିକଙ୍କୁ ସାମଗ୍ରୀ ଯୋଗାଉଛି ପ୍ରଶାସନ
ଜି.ଉଦୟଗିରି, ୧୬।୪ (ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ ସମଗ୍ର ରାଜ୍ୟରେ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ଏଥିଯୋଗୁ ଗରୀବ, ଅସହାୟ, ଓ ଫସି ରହିଥିବା ବାହାର ରାଜ୍ୟର ଶ୍ରମିକ ମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏସବୁକୁ…
ଜୟପୁରରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି: ସାମାଜିକ ଦୂରତା ବଜାୟ ରଖିବାକୁ ଦେଲେ ପରାମର୍ଶ
ଜୟପୁର,୧୬ା୪(ଡି.ଏନ୍.ଏ.): ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସାଫିନ୍ ଅହମ୍ମଦ ଏବଂ କୋରାପୁଟ ଏସ୍ପି ମୁକେଶ କୁମାର ଭାମୋ ଜୟପୁର, କୋରାପୁଟ ସହର ବୁଲି ସମୀକ୍ଷା କରିଛନ୍ତି। ଜିଲାରେ ସମସ୍ତେ ସାମାଜିକ ଦୂରତା ବଜାୟ ରଖୁଛନ୍ତି। ମାତ୍ର ଏହାକୁ କଡାକଡ଼ି ପାଳନ କରିବାକୁ ସେ…
ଭୁବନେଶ୍ୱର ଯାଇଥିବା ଅଧିକାରୀଙ୍କୁ ଖୋଜୁଛି ଗଞ୍ଜାମ ଜିଲା ପ୍ରଶାସନ: ଚିହ୍ନଟ ପରେ କ୍ୱାରାଣ୍ଟାଇନ୍ରେ ରହିବେ,ଜଣଙ୍କୁ ଜିଲାପାଳଙ୍କ କାରଣ ଦର୍ଶାଅ ନୋଟିସ
ଛତ୍ରପୁର,୧୬।୪(ଡି.ଏନ୍.ଏ.)- ରାଜ୍ୟରେ ରାଜଧାନୀ ଭୁବନେଶ୍ୱର କରୋନା ହଟ୍ସ୍ପଟ୍ ସହର ପାଲଟିଛି। ଇତି ମଧ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ମାତ୍ରାଧିକ ଏଠାରୁ ହୋଇଥିବାରୁ ଏବେ ଭୁବନେଶ୍ୱରରୁ ବିଭିନ୍ନ ଅଞ୍ଚଳକୁ ଫେରୁଥିବା ବ୍ୟକ୍ତିମାନଙ୍କ ଉପରେ ଅନ୍ୟ ଜିଲା ପ୍ରଶାସନ ନଜର ରଖୁଛି। ଏହି…
ଗଞ୍ଜାମ ଓକିଲ ସଂଘ ନିର୍ବାଚନ ସ୍ଥଗିତ
ବ୍ରହ୍ମପୁର ଅଫିସ,୧୬ା୪: କୋଭିଡ୍-୧୯ ମହାମାରୀ ଆତଙ୍କ ପ୍ରଭାବରୁ ଚଳିତ ମାସ ୨୫ ତାରିଖରେ ହେବାକୁ ଥିବା ଗଞ୍ଜାମ ଓକିଲ ସଂଘ ନିର୍ବାଚନକୁ ସାମୟିକ ଭାବେ ସ୍ଥଗିତ କରାଯାଇଛି। ଏନେଇ ଚଳିତବର୍ଷ ଓକିଲ ସଂଘ ନିର୍ବାଚନ ଅଧିକାରୀ ନୟନ ଚନ୍ଦ୍ର ମହାପାତ୍ର ସୂଚନା…
ରଥଖଳାରେ ପହଞ୍ଚିଲା ୪୦ ଫୁଟିଆ କାଠ
ପୁରୀ ଅଫିସ,୧୬ା୪: କରୋନା ପାଇଁ ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନକୁ ନେଇ ନାନା ପ୍ରକାର ଚର୍ଚ୍ଚା ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରିରହିଛି। ଜୁନ୍ ୨୩ରେ ରଥଯାତ୍ରା। ଏଥିପାଇଁ ଆସନ୍ତା ୨୬ ତାରିଖ ଅକ୍ଷୟତୃତୀୟାରୁ ରଥ ନିର୍ମାଣ କାମ…
ଅଟକାଇ ପାରିନି କରୋନା: କାଳିଆ ପାଖରେ ପହଞ୍ଚାଇଲେ ଫୁଲ, ତୁଳସୀ
ପୁରୀ ଅଫିସ,୧୬ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ବାଇଶିପାହାଚ ଡେଇଁପାରୁନି ଭକ୍ତ। ହେଲେ ଅନେକ ଶ୍ରଦ୍ଧାଳୁଙ୍କ ମନ ବୁଝୁନି। କାଳିଆ ସାଆନ୍ତଙ୍କୁ କିଏ ସ୍ବପ୍ନରେ ଦେଖୁଛନ୍ତି ତ ଆଉ କିଏ ଭାବ ଭକ୍ତିରେ ହଜି ଯାଉଛନ୍ତି। ଏମିତି ଉଦାହରଣ ଅନେକ ରହିଛି, ଯେଉଁଥିପାଇଁ…
ଗଞ୍ଜମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଅନ୍ଲାଇନ୍ରେ ୧୪ ଦିନିଆ ମାଗଣା ଡ୍ରଇଂ, ଫଟୋଶପ୍ ଶିକ୍ଷା
ଛତ୍ରପୁର,୧୬ା୪(ଡି.ଏନ୍.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଲକ୍ଡାଉନ୍ ଓ ପ୍ରତ୍ୟହ ୧୯ଘଣ୍ଟା ସଟ୍ଡାଉନ୍ ଜାରି ରହିଛି। ସମସ୍ତେ ଘରେ ଅଛନ୍ତି। ବୋରିଂରୁ ମୁକ୍ତି ପାଇବା ସହ ଶିକ୍ଷା ଗ୍ରହଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଅଭିନବ ପଦକ୍ଷେପ ଗ୍ରହଣ କରିଛି। ଏକ୍ସଜେନ୍…
କରୋନା ଯୁଦ୍ଧରେ କର୍ତ୍ତବ୍ୟରତ ମହିଳା ଅଧିକାରୀ, ଧନ୍ୟବାଦ ଜଣାଇଲା ଜିଲା ପ୍ରଶାସନ
ବନ୍ତ,୧୬ା୪(ଡି.ଏନ୍.ଏ.) : ମହାମାରୀ କରୋନା ଲକ୍ଡାଉନ୍ ସମୟରେ ରାତିରେ ଲୋକେ ଘରୁ ବାହାରକୁ ବାହାରିବା ପାଇଁ ଭୟ କରୁଥିବା ବେଳେ ଭଦ୍ରକ ଜିଲା ବନ୍ତ ବ୍ଲକର ୨ ମହିଳା ଅଧିକାରୀ ଲୋକମାନଙ୍କ ସୁରକ୍ଷା ପାଇଁ ରାତିରେ ଘୂରି ବୁଲୁଛନ୍ତି। ଏହି ଦୁଇ…
ଲକ୍ଡାଉନ୍ ନିୟମ ଉଲ୍ଲଘଂନ: ୧୯ ହଜାର ଜରିମାନା ଆଦାୟ ସହ ଜଣେ ଚା’ ଦୋକାନୀ ଗିରଫ
ଜୁନାଗଡ଼,୧୬।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଲକ୍ଡାଉନ୍ କଡ଼ାକଡ଼ି କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜୁନାଗଡ଼ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ହେଳେ ଏହା ସତ୍ତ୍ବେ ବି କେତେକ ଅମାନିଆ ବାଇକ ଚାଳକ ଏହି ନିୟମକୁ ମାନୁନାହାନ୍ତି। ଜୁନାଗଡ଼…
ହିତାଧିକାରୀଙ୍କୁ ୩ମାସର ରାସନ ସାମଗ୍ରୀ ବଣ୍ଟନ
ହାଟଡ଼ିହୀ,୧୬।୪(ଡି.ଏନ୍.ଏ.): କରୋନା ରୋଗର ମୁକାବିଲା ପାଇଁ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯୋଗାଣ ଅଧିକାରୀ ଶ୍ୟାମ ମାଝୀ ଓ ସରପଞ୍ଚ ନିମାଇଁ ସାମଲଙ୍କ ଉପସ୍ଥିତିରେ ଢେଙ୍କା ପଞ୍ଚାୟତର ହିତାଧିକାରୀଙ୍କୁ ଏପ୍ରିଲ, ମେ’ ଓ ଜୁନ…

