ଆମ ଜିଲା ଖବର

ରାଜ୍ୟ ଓକିଲ ସଂଘ ନିର୍ବାଚନ ସ୍ଥଗିତ

କଟକ ଅଫିସ୍‌,୧୬ା୪: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅନୁବନ୍ଧିତ ସମସ୍ତ ଓକିଲ ସଂଘର ନିର୍ବାଚନ ଏପ୍ରିଲ୍‌ ୨୫ରେ ହେବାର ଥିଲା। ହେଲେ କରୋନା ଭୂତାଣୁ ଯୋଗୁ ଦେଖାଦେଇଥିବା ପରିସ୍ଥିତି ପାଇଁ ଏହାକୁ ପୁଣିଥରେ ସ୍ଥଗିତ ରଖାଯାଇଛି। ବୁଧବାର ପରିଷଦ ପକ୍ଷରୁ ଏନେଇ…

ବଢ଼ିଲା ଯାନବାହନ ବୈଧତା ଅବଧି

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଅଧ୍ୟକ୍ଷଙ୍କ ତରଫରୁ ସୂଚନା ଦିଆଯାଇଛି। ଲକ୍‌ଡାଉନ୍‌ ଯୋଗୁ ପ୍ରଦୂଷଣ ଯାଞ୍ଚ…

ବିଶୋଧନ ହେଲା ସ୍ବର୍ଗଦ୍ୱାର

ପୁରୀ ଅଫିସ,୧୬ା୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୁଦ୍ଧୀକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ତେବେ ପୁରୀର ସବୁଠୁ ସମ୍ବେଦନଶୀଳ କୁହାଯାଉଥିବା ସ୍ବର୍ଗଦ୍ୱାର ଅଞ୍ଚଳକୁ ସାନିଟାଇଜ କରାଯାଇ ନ ଥିଲା। ଏ ନେଇ ବୁଧବାର ଧରିତ୍ରୀରେ ଖବର…

ଭୂତ, ଚକୁଳିିଆ ପଣ୍ଡା ବେଶରେ ସଚେତନତା

ଖୋର୍ଦ୍ଧା ଅଫିସ,୧୬ା୪: ବଜାରରେ ବୁଲୁଥିବା ଅମାନିଆ ବାଇକ ଚାଳକଙ୍କୁ ସଚେତନ କରିବା ଲାଗି ଆଗେଇ ଆସିଛନ୍ତି ସାମାଜିକ କର୍ମୀ ତଥା ଖବରଦାତା ଧନେଶ୍ୱର ବିଧାର। ସମ୍ପୂର୍ଣ୍ଣ ଶରୀରରେ କଳା କପଡ଼ା ପିନ୍ଧି ନିଜକୁ କରୋନା ଭୂତ ବେଶରେ ସଜାଇ ସେ ବାଇକରେ…

ଷ୍ଟେଶନ ଉପରେ ଡ୍ରୋନ୍‌ ନଜର

ପୁରୀ ଅଫିସ,୧୬ା୪: ମେ ୩ ତାରିଖ ଯାଏ ଦେଶବ୍ୟାପୀ ଗଡ଼ିବନି ଟ୍ରେନ। କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି। ତେଣୁ ବିଭିନ୍ନ ଷ୍ଟେଶନରେ ଟ୍ରେନ୍‌ଗୁଡ଼ିକ ଅଟକି ରହିଛି। ପୁରୀ ଷ୍ଟେଶନର ୮ଟି…

ବିଶୋଧନ ହେଲା ଖଣି ଅଞ୍ଚଳ

କେନ୍ଦୁଝର, ୧୬ା୪(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଶୁଆକାଟି ଖଣି ଅଞ୍ଚଳରେ ବିଭିନ୍ନ ଗ୍ରାମ ରାସ୍ତାଘାଟକୁ ବୁଧବାର ବିଶୋଧନ କରାଯାଇଛି। କଳିଙ୍ଗ କମର୍ସିଆଲ କର୍ପୋରେଶନ ପକ୍ଷରୁ ଇଚିଣ୍ଡା, ତଳ କଇଁସରୀ, ଓଏମ୍‌ସି ଅଫିସ, ଓଏମସି କଲୋନୀ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଏହି କାର୍ଯ୍ୟ ଅନୁଷ୍ଠିତ ହୋଇଥିବା…

ନିୟନ୍ତ୍ରଣ କକ୍ଷକୁ ଆସିଛି ୮,୫୬୨ କଲ୍‌

ପୁରୀ ଅଫିସ,୧୬ା୪: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ସମୟରେ ପୁରୀ କେୟାର୍ସ ଅଭିଯାନ ସଫଳତା ସହ ଲୋକମାନଙ୍କ ପାଖରେ ପହଞ୍ଚିପାରିଛି। କରୋନା ମୁକାବିଲା ପାଇଁ ହଠାତ୍‌ ଲକ୍‌ଡାଉନ ଘୋଷଣା ପରେ ଅଟକି ରହିଥିବା ରାଜ୍ୟ ଓ ରାଜ୍ୟ ବାହାର ଶ୍ରମିକ, ଷ୍ଟେଶନ ଓ…

ବ୍ୟାଙ୍କ ଆଗରେ ଜମାକାରୀଙ୍କ ଭିଡ଼: ଜମାଖାତାରୁ ଟଙ୍କା ଗାଏବ ଗୁଜବ

ଗୋପ,୧୬ା୪(ଡି.ଏନ.ଏ): କରୋନା ମହାମାରୀକୁ ନେଇ ଏବେ ସାରା ରାଜ୍ୟରେ ମାନ୍ଦାବସ୍ଥା ଦେଖାଦେଇଛି। ଏପରି ସ୍ଥିତିରେ ବିଭିନ୍ନ ବ୍ୟାଙ୍କରେ ଥିବା ଜମାଖାତାରୁ ସରକାର ଟଙ୍କା ଉଠାଇ ନେଉଥିବା ଭଳି ଏକ ଗୁଜବ ଗୋପ ଅଞ୍ଚଳରେ ବୁଧବାର ପ୍ରଚାରିତ ହୋଇଛି। ଫଳରେ ଶହ ଶହ…

ଲକ୍‌ଡାଉନ ବେଳେ ବଢୁଛି ମଦ କାରବାର

କେନ୍ଦୁଝର,୧୬ା୪(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା କରାଯାଇ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ରହିଛି। ସେହିପରି ମଦ ଦୋକାନ ମଧ୍ୟ ରହିଛି। ତେବେ କେନ୍ଦୁଝରର କେତେକ ଚୋରା ମଦବେପାରୀ ଲୁଚାଛପାରେ କାରବାର ଚଲାଇଥିବା ଜଣାପଡିଛି।…

ଭାସ୍କର୍ଯ୍ୟ କଳାରେ କରୋନା ସଚେତନତା

ପୁରୀ ଅଫିସ,୧୬ା୪: ପୁରୀର ଯୁବ ଭାସ୍କର୍ଯ୍ୟ ଶିଳ୍ପୀ ଅଜିତ କୁମାର ପରିଡ଼ା ଭାସ୍କର୍ଯ୍ୟ କଳାରେ କରୋନା ସଚେତନାର ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଘରେ ରହିବା, ମୁହଁରେ ମାସ୍କ ବାନ୍ଧିବା, ହାତକୁ ଭଲ ଭାବେ ଧୋଇବା ଏବଂ ସାମାଜିକ ଦୂରତା ରକ୍ଷା…

୧୦ ଗ୍ରାମ୍‌ ବ୍ରାଉନ ସୁଗାର ଜବତ

ଭଦ୍ରକ ଅଫିସ, ୧୬ା୪-ଭଦ୍ରକ ଜିଲା ପୁରୁଣାବଜାର ପୋଲିସ ବୁଧବାର ଧନାଟୋଲା ଅଞ୍ଚଳରୁ ୧୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଏନେଇ ଜଣେ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚରା କରାଯାଇଛି। ଏଥିପୂର୍ବରୁ ଭଦ୍ରକ ଟାଉନ ପୋଲିସ ବନ୍ତଛକ ପୋଲ ତଳେ ପ୍ରାୟ ୩୨…

ଚିଲିକାରେ ମୁହାଣ ଖୋଲିବା ଆଶଙ୍କା, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ବ୍ରହ୍ମଗିରି, ୧୬ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜିଛି ମାଲେସିଆର କଣ୍ଟେନର। ଏହା ଯୋଗୁ ଚିଲିକାରେ ଆଉ ଏକ ନୂଆ ମୁହାଣ ଖୋଲିବାର ଆଶଙ୍କା କରାଯାଉଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ଥିବା ସମୟରେ ସ୍ଥାନୀୟ ବିଧାୟକ ଲଳିିତେନ୍ଦୁ ବିଦ୍ୟାଧର ମହାପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?