ଆମ ଜିଲା ଖବର

ଭୂତ ବେଶରେ ସଚେତନତା

ପାଲଲହଡ଼ା, ୧୬ା୪(ଡି.ଏନ.ଏ.) ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। ଭୂତ ଭଳି ବେଶ ହୋଇ ସାଇକେଲରେ ବୁଲି କରୋନା କେତେ ଭୟଙ୍କର ତାହା ଲୋକଙ୍କୁ ବୁଝାଉଛନ୍ତି। ବିଶେଷକରି…

ଶୁଣିଲାନି ପୋଲିସ: ମଦ ଧରିଲେ ଗ୍ରାମବାସୀ

ଖଇରା,୧୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ନୟାଖଣ୍ଡି ପଞ୍ଚାୟତ ଯୋସିଆଁ(କଡମିଆଁ) ଗ୍ରାମରେ ଚୋରା ଦେଶୀମଦ ବିକ୍ରୀ ଦିନକୁ ଦିନ ବଢିଚାଲୁଛି। ଏଭଳିକି ଲକ୍‌ଡାଉନ ସମୟରେ କଟକଣାକୁ ଖାତିର ନ କରି ଦଳ ଦଳ ହୋଇ ଆସି ମଦ ପିଉଥିବାରୁ ଜନସାଧାରଣ ନାନା ଆଶଙ୍କା…

୧୪୨ ୟୁନିଟ୍‌ ରକ୍ତ ସଂଗ୍ରହ

ଅନୁଗୋଳ ଅଫିସ/ଆଠମଲ୍ଲିକ/ ଢେଙ୍କାନାଳ ଅଫିସ, ୧୬।୪: ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରକ୍ତ ଅଭାବ ଦୂର ପାଇଁ ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଖଲାରୀ ପଞ୍ଚାୟତ ଗଡ଼ପଦା…

ନିରାଡ଼ମ୍ବରରେ ହିଙ୍ଗୁଳାଯାତ୍ରା ସମ୍ପନ୍ନ

ତାଳଚେର,୧୬ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଶୀତୁଳା ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। କରୋନା କଟକଣା ପାଇଁ ଚଳିତବର୍ଷ ଏହା ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ ପାଳନ କରାଯାଇଥିଲା। ଅପରାହ୍ନରେ ମା’ ହିଙ୍ଗୁଳା ଓ କୁଟେଇଶୁଣୀଙ୍କ ଚଳନ୍ତି ପ୍ରତିମା ଆଲମକୁ ଦିଅଁଘରୁ…

ସାମାଜିକ ଦୂରତା ନିୟମକୁ ଫୁ’

ଭୁବନ, ୧୬।୪(ଡି.ଏନ.ଏ.) ବ୍ୟାପକ ସଚେତନତା ଓ ବାରମ୍ବାର ତାଗିଦ୍‌ ସତ୍ତ୍ୱେ ସାମାଜିକ ଦୂରତା ନିୟମକୁ ମାନୁନାହାନ୍ତି ସାଧାରଣ ଲୋକେ। ହାଟ ବଜାରରେ ଅସମ୍ଭାଳ ଭିଡ଼ ହେଉଛି। ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଭୁବନ ଏନ୍‌ଏସି କର୍ତ୍ତୃପକ୍ଷ ଏବଂ ପୋଲିସ। ଏହାର ସମାଧାନ…

ଲକ୍‌ଡାଉନ ପରବର୍ତ୍ତୀ ପ୍ରଶାସନିକ ପ୍ରସ୍ତୁତି: କ୍ୱାରାଣ୍ଟାଇନରେ ରହିବେ ବହିରାଗତ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.)- ବର୍ଦ୍ଧିତ ଲକ୍‌ଡାଉନ ମେ’୩ରେ ସରିବା ପରେ ବାହାର ରାଜ୍ୟରେ ଥିବା ଗଞ୍ଜାମ ଜିଲାର ଲୋକମାନେ ଘରକୁ ଫେରିବା ସମ୍ଭାବନା ରହିଛି। ଏଥିପାଇଁ ସାମଗ୍ରୀକ ପ୍ରସ୍ତୁତିକୁ ଠିକ ଭାବେ ପରିଚାଳନା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ…

ଫୁଲଚାଷକୁୁ କରୋନା ମାଡ଼

ଲୋଇସିଂହା, ୧୬।୪(ଡି.ଏନ.ଏ.) ବଗିଚାରେ ନାନାଦି ଫୁଲର ସମ୍ଭାର। ହେଲେ ସବୁ ଫୁଟି ମଉଳି ଯାଉଛି। ଲକ୍‌ଡାଉନ କଟକଣା ଯୋଗୁ ଫୁଲଚାଷ ଆଜି ସଙ୍କଟରେ ପଡିଛି। ଏଥିରେ ପ୍ରଭାବିତ ହୋଇଛନ୍ତି ବଲାଙ୍ଗୀର ଜିଲା ଆଗଲପୁର ଅଞ୍ଚଳର ଫୁଲଚାଷୀ ସୁଶୀଲ ବିଶ୍ୱାଳ। ସୁଶୀଲ(୩୫)ଙ୍କ ଶିକ୍ଷାଗତ…

ରକ୍ତଦାନ ପାଇଁ ଆଗେଇ ଆସିଲେ

ବାରିପଦା ଅଫିସ,୧୬ା୪- ବର୍ତ୍ତମାନ କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ ଡାଉନ କରାଯାଇଛି। ଏଥି ଯୋଗୁଁ ବିଭିନ୍ନ ସ୍ଥାନରେ ହେଉଥିବା ରକ୍ତଦାନ ଶିବିର ବନ୍ଦ ହୋଇ ଯାଇଛି। ଫଳରେ ବ୍ଲଡ ବ୍ୟାଙ୍କ୍‌ରେ ରକ୍ତର ଅଭାବ ପରିଲ୍ଲକ୍ଷିତ ହୋଇଛି। ଏହାକୁ କିଛି ମାତ୍ରାରେ…

କରୋନା ମୁକାବିଲା ପାଇଁ ସହାୟତା

ବଡ଼ସାହି,୧୬।୪(ସ୍ବପ୍ର)- କରୋନା ମହାମାରୀର ମୁକାବିଲା ପାଇଁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବେଲପାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହି ରାଶି ବଡ଼ସାହି ବିଡ଼ିଓ ଦିଲୀପ କୁମାର ମହାରଣାଙ୍କ…

ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାନିଟାଇଜର ବଣ୍ଟନ

ରେମୁଣା, ୧୬।୪(ଡି.ଏନ୍‌.ଏ.)-ରେମୁଣା ବ୍ଲକର ନୂଆପାଢ଼ୀ, ବଡ଼ପାଳ ଓ ହରିପୁର ପଞ୍ଚାୟତର ବିଭିନ୍ନ ଗଁାରେ ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାବୁନ ଓ ସାନିଟାଇଜର ବଣ୍ଟନ କରାଯାଇଛି। ଜିଲା ଯୁବ ଜନତା ସଭାପତି ଶୁଭେନ୍ଦୁ ଦାସ ମଙ୍ଗରାଜଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ…

ଝାଡଖଣ୍ଡ କରୋନା ପଜିଟିଭ ରୋଗୀଙ୍କୁ ନେଇ ବାଲିଶଙ୍କରା ଅଞ୍ଚଳରେ ଭୟର ବାତାବରଣ

ସୁନ୍ଦରଗଡ, ୧୫ା୪(ଡି.ଏନ୍‌.ଏ.) : ସୁନ୍ଦରଗଡ ଜିଲା ବିଶ୍ରାରେ ୨ କରୋନ ପଜିଟିଭ ରୋଗୀ ଚିହ୍ନଟ ପରେ ଜିଲା ପ୍ରଶାସନ ପକ୍ଷରୁ ଗତ ୧୨ତାରିଖରୁ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍‌ ସେଠାରେ ଅବସ୍ଥାନ…

କରୋନା ସମ୍ପର୍କରେ ମିଥ୍ୟା ତଥ୍ୟ, ୩ ଜଣଙ୍କ ନାମରେ ମାମଲା

ସୁନ୍ଦରଗଡ଼, ୧୫ା୪(ଡି.ଏନ.ଏ.) ସୋସିଆଲ ମିଡିଆରେ କରୋନା ସଂକ୍ରମଣ ସମ୍ପର୍କିତ ମିଥ୍ୟା ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ସୁନ୍ଦରଗଡ଼ ପୋଲିସ ୩ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ମଙ୍ଗଳବାର ସୁନ୍ଦରଗଡ଼ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଅନ୍ୟ ଜଣଙ୍କ ବିରୋଧରେ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?