ଆମ ଜିଲା ଖବର

ଗିରଫ ହେଲେ ପ୍ରଧାନଶିକ୍ଷକ, ଆଟେଣ୍ଡାଣ୍ଟ: ରୋଷେୟାଙ୍କୁ ଅସଦାଚରଣ ଘଟଣା

ଦାରିଙ୍ଗବାଡି,୨୬ା୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଛଡ଼ାକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ବିଧବା ରୋଷେୟାଙ୍କୁ ଅସଦାଚରଣ କରାଯାଉଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ମଙ୍ଗଳବାର ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ଯିଶାୟ ପ୍ରଧାନ…

ଫୁଲବାଣୀରେ ତାଣ୍ଡବ ରଚିଲା ବର୍ଷା, ପବନ: ୮ ଶିଶୁ ସମେତ ୧୫ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ ଅଫିସ, ୨୬ା୨-କନ୍ଧମାଳ ଜିଲା ଫୁଲବାଣୀ ସହରରେ ମଙ୍ଗଳବାର ସକାଳେ ପ୍ରବଳ ବର୍ଷା, ପବନ ହୋଇଥିଲା। ସକାଳ ପ୍ରାୟ ସାଢ଼େ ୭ଟାରେ ପବନ ବହିବା ଆରମ୍ଭ କଲା ା ପରେ ପରେ ମାତ୍ର ୫ରୁ ୭ ମିନିଟ ମଧ୍ୟରେ ପ୍ରବଳ ବର୍ଷା…

ଜି.ଉଦୟଗିରିରେ ଝଡ଼ବର୍ଷା, ବିଜୁଳି ଯୋଗାଣ ବନ୍ଦ

ଜି.ଉଦୟଗିରି,୨୬ା୨(ଡି.ଏନ.ଏ.)-ଜି.ଉଦୟଗିରି ସହର ଆଖପାଖ ଅଞ୍ଚଳରେ ମଙ୍ଗଳବାର ସକାଳ ୯ଟାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ହେବାର ଘଣ୍ଟାଏ ପୂର୍ବରୁ ସହରକୁ ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାାଣ ବନ୍ଦ ରହିଛି ା ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗ କନିଷ୍ଠଯନ୍ତ୍ରୀ ପବିତ୍ର କୁମାର ସାହୁଙ୍କୁ ପଚାରିବାରେ…

ଆଲିପୁର ସରପଞ୍ଚ ପଦବୀ ଅସିଦ୍ଧ ଘୋଷଣା

ଆସିକା,୨୬ା୨(ଡି.ଏନ୍‌.ଏ.) – ଆସିକା ବ୍ଲକ ଆଲିପୁର ପଞ୍ଚାୟତ ନିର୍ବାଚନକୁ ନେଇ ହୋଇଥିବା ଏକ ମାମଲାର ବିଚାରକରି ମଙ୍ଗଳବାର ଆସିକାର ଅତିରିକ୍ତ ଜିଲାଜଜ୍‌ ରାଜଲକ୍ଷ୍ମୀ ପଟ୍ଟନାୟକ ସରପଞ୍ଚ ସନ୍ତୋଷ କୁମାର ଜେନାଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରିଛନ୍ତି। ଏଥିସହ ନିର୍ବାଚନରେ ସନ୍ତୋଷଙ୍କ ପ୍ରତିଦ୍ୱନ୍ଦ୍ୱୀ…

କଞ୍ଚାମାଲ ଅଭାବ, ସାମଗ୍ରୀ ଚାହିଦା କମୁଛି

ବ୍ରହ୍ମପୁର ଅଫିସ୍‌,୨୬ା୨-ବ୍ରହ୍ମପୁରର ମେଦିରୀ ସଂପ୍ରଦାୟକ ଲୋକେ ପୂର୍ବରୁ ବାଉଁଶରେ ବିଭିନ୍ନ ପ୍ରକରର ସାମଗ୍ରୀ ତିଆରି କରି ନିଜ ପରିବାର ପ୍ରତିପୋଷଣ କରୁଥିଲେ। ହେଲେ ବର୍ତ୍ତମାନ ସମୟରେ ପ୍ଲାଷ୍ଟିକ, ପଲିଥିନର ବ୍ୟବହାର ଯୋଗୁ ଏସବୁ ସାମଗ୍ରୀର ଚାହିଦା କମିବାରେ ଲାଗିଛି। ଯଦ୍ଦ୍ବାରା ଏହାକୁ…

୨୨୦ ଗ୍ରାହକଙ୍କ କଟାଗଲାଣି ବିଦ୍ୟୁତ୍‌ ସଂଯୋଗ

ଛତ୍ରପୁର,୨୬ା୨(ଡି.ଏନ.ଏ.)ସାଉଥ୍‌କୋ ୟୁଟିଲିଟି ପକ୍ଷରୁ ଛତ୍ରପୁର ଅଞ୍ଚଳରେ ମଙ୍ଗଳବାର ସ୍ବତନ୍ତ୍ର ସ୍କ୍ବାଡ୍‌ ଦ୍ୱାରା ବିଦ୍ୟୁତ୍‌ ବିଚ୍ଛିନ୍ନ ଆରମ୍ଭ ହୋଇଛି। ଏହି ସବ୍‌ଡିଭିଜନ ଅଧୀନରେ ବିଭିନ୍ନ ଗ୍ରାହକଙ୍କ ଉପରେ ୨ କୋଟି ୪୧ ଲକ୍ଷ ୧୪ ହଜାର ଟଙ୍କା ବକେୟା ବିଦ୍ୟୁତ୍‌ ବିଲ୍‌ ରହିଛି…

ବିସିସି ବ୍ୟାଙ୍କ କର୍ମଚାରୀ ପାଇବେ ବର୍ଦ୍ଧିତ ଦରମା

ବ୍ରହ୍ମପୁର ଅଫିସ,୨୬ା୨-ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପରିଚାଳନା ବୋର୍ଡ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟାଳୟ ସମେତ ଗଞ୍ଜାମ ଓ ଗଜପତି ଜିଲାରେ ଥିବା ବ୍ୟାଙ୍କର ୨୩ ଶାଖା କର୍ମଚାରୀଙ୍କୁ ସପ୍ତମ ବେତନ କମିଶନ ସୁପାରିସ ଅନୁସାରେ ବର୍ଦ୍ଧିତ ହାରରେ…

ମୃତ୍ୟୁଞ୍ଜୟଙ୍କ ଶିକ୍ଷାଦାନ ନିଶା

ହାଟଡିହୀ,୨୬ା୨(ଡି.ଏନ.ଏ.)-ମୃତ୍ୟୁଞ୍ଜୟଙ୍କ ବୟସ ୪୦ ବର୍ଷ। ପେସାରେ ଜଣେ ସରକାରୀ ଶିକ୍ଷକ। କିନ୍ତୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରିବା ତାଙ୍କର ନିଶା। ଏଥିଲାଗି ସେ କୌଣସି ଅର୍ଥ ନିଅନ୍ତି ନାହିଁ। ୨୦୦୬ ଫେବୃୟାରୀ ୨୩ ତାରିଖରେ ସରକାରୀ ଶିକ୍ଷକ ଭାବେ ତାଙ୍କୁ ନିଯୁକ୍ତି ମିଳିଲା…

ବିପଦପୂର୍ଣ୍ଣ ଅବସ୍ଥାରେ ଘାଟି ରାସ୍ତା

କେନ୍ଦୁଝର,୨୬ା୨(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ ନୁଦୁରପଡାଠାରୁ ଖରବା ଦେଇ ତେଲକୋଇ ବ୍ଲକର କାଳିଆହୋତା ପର୍ଯ୍ୟନ୍ତ ବଣଜଙ୍ଗଲ ଓ ପର୍ବତମାଳା ଦେଇ ଦୀର୍ଘ ପ୍ରାୟ ୫୦ କି.ମି. ରାସ୍ତାର ଉନ୍ନତୀକରଣ କରାଗଲେ ଦୁର୍ଗମ ଆଦିବାସୀବହୁଳ ବହୁ ଗ୍ରାମର ବିକାଶ ହେବା ସହ କେନ୍ଦୁଝର…

ଅଡୁଆରେ ଟମାଟୋ ଚାଷୀ

କେନ୍ଦୁଝର, ୨୬ା୨(ସ୍ବ.ପ୍ର.)-ଚାଷକୁ ପ୍ରୋତ୍ସାହନ ମିଳୁଥିବା ବେଳେ ଚାଷୀଙ୍କୁ ପ୍ରୋତ୍ସାହନ ମିଳୁନାହିଁ। ଫଳରେ ଅନେକ ସମୟରେ ଅଧିକ ଉତ୍ପାଦନ କରି ଚାଷୀ ଅଡୁଆରେ ପଡୁଛନ୍ତି। ଏଭଳି ଅଡୁଆରେ ସଦର ବ୍ଲକର ରାଇସୁଆଁ, ପଦ୍ମପୁର, ନୂଆଗାଁ ଆଦି ପଞ୍ଚାୟତର ଚାଷୀ ମାନେ ପଡିଯାଇଛନ୍ତି ା…

ମହନୀୟତା ଦେଖାଇଲେ ନଳିନୀ: ଏଟିଏମ୍‌ କାଉଣ୍ଟରରୁ ମିଳିଥିବା ଟଙ୍କା ବ୍ୟାଙ୍କରେ ଫେରାଇଲେ

ଭଦ୍ରକ ଅଫିସ, ୨୬ା୨- ମହନୀୟତା ଦେଖାଇଲେ ନଳିନୀକାନ୍ତ ପଣ୍ଡା। ଯଦିଓ ସେ ଜଣେ ମୋବାଇଲ ଦୋକାନୀ କିନ୍ତୁ ତାଙ୍କ ମାନବିକତାକୁ ନେଇ ଭଦ୍ରକ ସହରରେ ଚର୍ଚ୍ଚା ଜୋର ଧରିଛି। ୨ ଦିନ ପୂର୍ବେ ତାଙ୍କ ମା’ ତାରିଣୀ ଫୋନ୍‌ ଇନ୍‌ ମୋବାଇଲ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଅଟକ

କପ୍ତିପଦା,୨୬ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଅଭିଯୁକ୍ତଙ୍କୁ ପୋଲିସ୍‌ ଅଟକ ରଖି ତଦନ୍ତ ଜାରି ରଖିଛି । ପୋଲିସ ସୂଚନା ଅନୁଯାୟୀ, ୨୦ ତାରିଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri