ଆମ ଜିଲା ଖବର

ଲକ୍‌ଡାଉନ ଉଲଂଘନ, ୫୧ ଗାଡି ଜବତ

ବୌଦ୍ଧ, ୧୫ା୪(ସ୍ବ.ପ୍ର): ଲକଡାଉନ ନିୟମ ଅମାନିଆ ବାଇକ ଚାଳକଙ୍କୁ ସାବାଡ କରିବାକୁ ବୌଦ୍ଧ ପୋଲିସ ପକ୍ଷରୁ ଉଦ୍ୟମ ହୋଇଛି। ବୁଧବାର ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଗାଡିମୋଟର ଯାଞ୍ଚ କରାଯିବା ସହିତ ୫୧ ଗୋଟି ବାଇକ୍‌ ଜବତ କରାଯାଇଛି। ଜବତ ଗାଡିଗୁଡିକୁ…

ରକ୍ତଭଣ୍ଡାରରେ ରକ୍ତ ଅଭାବ: ସ୍ବେଚ୍ଛାସେବୀ କଲେ ରକ୍ତଦାନ

ଲୋଇସିଂହା,୧୫।୪(ଡି.ଏନ.ଏ.): ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଓ ଲୋଇସିଂହା ବିଜୁ ଯୁବ ବାହିନୀର ମିଳିତ ଆନୁକୂଲ୍ୟରେ ବଲାଙ୍ଗୀର ଜିଲା ଲୋଇସିଂହାଠାରେ ସମାଜିକ ଦୂରତା ରକ୍ଷା କରି ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଢୋଲମହୁଲଠାରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନରେ…

ରିଜର୍ଭ ପୋଲିସ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ

ବଲାଙ୍ଗୀର ଅଫିସ, ୧୫ା୪: ବଲାଙ୍ଗୀର ରିଜର୍ଭ ପୋଲିସ କନ୍‌ଷ୍ଟେବଲମାନେ କରୋନା ଲକ୍‌ଡାଉନ୍‌ ସମୟରେ ଗରିବ ଲୋକଙ୍କୁ ସହାୟତା ଯୋଗାଇବାକୁ ଆଗେଇ ଆସିଛନ୍ତି ା ରିଜର୍ଭ ପୋଲିସ କର୍ମଚାରୀମାନେ ବ୍ୟକ୍ତିଗତ ଅର୍ଥ ସଂଗ୍ରହ କରି ସମାଜର ନିହାତି ଗରିବ ଲୋକଙ୍କୁ ରନ୍ଧା ଖାଦ୍ୟ…

ହାତ ବାନ୍ଧି ବସିଛନ୍ତି ଘରୋଇ ଗାଡି ଚାଳକ

ଖପ୍ରାଖୋଲ, ୧୫ା୪(ଡି.ଏନ.ଏ.): ଲକ୍‌ଡାଉନ ବେଳେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘରୋଇ ଗାଡି ଚାଳକମାନେ ହାତ ବାନ୍ଧି ବସଛନ୍ତି। ଏଥିଯୋଗୁ ସେମାନଙ୍କ ପରିବାର ହାହୁତାଶ ମଧ୍ୟରେ ଜୀବନ ବିତାଉଛନ୍ତି। ସମାଜର ବିଭିନ୍ନ ଦୁର୍ବଳ ବର୍ଗକୁ ସରକାର ସହାୟତା ଦେବା ପାଇଁ ଘୋଷଣା…

ଗନ୍ଧମାର୍ଦ୍ଦନ ପାହାଡରେ ନିଆଁ

ଖପ୍ରାଖୋଲ, ୧୫ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ସମୀପ ଗନ୍ଧମାର୍ଦ୍ଦନ ପାହାଡରେ ନିଆଁ ଲାଗିଛି। ବନ ବିଭାଗ ଓ ଖପ୍ରାଖୋଲ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବା କାମରେ ଲାଗିଛନ୍ତି। ହରିଶଙ୍କର ମନ୍ଦିର ପାଖ ପାହାଡ ଉପରେ ନିଆଁ ଲାଗିଥିବାରୁ ସ୍ଥାନୀୟ…

ନିର୍ମାଣାଧୀନ କୋଭିଡ ମେଡିକାଲରେ ୫-ଟି ସଚିବ

ସମ୍ବଲପୁର, ୧୫।୪ (ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧୀନ କୋଭିଡ-୧୯ ମେଡିକାଲକୁ ବୁଧବାର ୫-ଟି ସଚିବ ଭି.କେ.ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମେଡିକାଲ ପରିସରରେ ଆଇସିୟୁ , ଆଇସୋଲେଶନ କକ୍ଷ ଓ ନମୁନା ସଂଗ୍ରହ କେନ୍ଦ୍ର ପରିଦର୍ଶନ…

ଜଳଭଣ୍ଡାର ପାର ହୋଇ ରାଶନ ବାଣ୍ଟିଲା ପ୍ରଶାସନ

ପାତ୍ରପୁର:୧୫ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକର ଦୁର୍ଗମ ଆଙ୍କୁଲି ପଞ୍ଚାୟତର କିଛି ଗ୍ରାମରେ ବ୍ଲକ ପ୍ରଶାସନ ପହଞ୍ଚତ୍ ରାଶନ ସାମଗ୍ରୀ ବଣ୍ଟନ କରିବା ସହ କରୋନା ଭୂତାଣୁରୁ କେମିତି ରକ୍ଷା ପାଇବ ସେନେଇ ସଚେତନ କରିଛି ା ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସ, ବିଇଓ…

ସରକାରୀ ନିର୍ଦ୍ଦେଶ ପାଳନ ନେଇ ଆଶଙ୍କା

ରାଉରକେଲା ଅଫିସ,୧୫ା୪: ଛାତ୍ରୀଛାତ୍ରୀଙ୍କ ଘରେ ବହି ପହଞ୍ଚାଇବାକୁ ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏ ନେଇ ଗତ ୧୪ରେ ସୁନ୍ଦରଗଡ ଜିଲା ସମଗ୍ର ଶିକ୍ଷା ବିଭାଗ ପକ୍ଷରୁ ବ୍ଲକ ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଥିରେ କୁହାଯାଇଛି…

ବ୍ୟବସ୍ଥା ନ କରି କେବଳ ମିଛ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରାଯାଉଛି। ଏଣୁ ଏଠାରେ ରୋଗୀ ସେବା ବନ୍ଦ କରି ଦିଆଯାଇଛି। ଅଇଁଠାପାଲି ଓ ଡା. ଜନାର୍ଦ୍ଦନ ପୂଜାରୀ ମାତୃମଙ୍ଗଳ କେନ୍ଦ୍ରରେ ବିକଳ୍ପ ବ୍ୟବସ୍ଥା କରାଯାଇଛି ବୋଲି ଖୋଦ୍‌ ଜିଲା ପ୍ରଶାସନ…

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ଲକ୍ଷ ପ୍ରଦାନ

ସମ୍ବଲପୁର, ୧୫।୪ (ବ୍ୟୁରୋ): କରୋନା ମୁକାବିଲା ଲାଗି ପ୍ରତ୍ୟେକ ସ୍ତରରେ ଉଦ୍ୟମ ଜାରି ରହିଛି । ସମ୍ବଲପୁର ଅଶୋକ ଜଲାନ ଫାଉଣ୍ଡେସନ ପକ୍ଷରୁ କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଫାଉଣ୍ଡେସନ…

କୋଭିଡ ମେଡିକାଲ ନିର୍ମାଣକୁ ବିରୋଧ କରି ରୁଜୁ ମାମଲା ଖାରଜ

ସମ୍ବଲପୁର, ୧୫।୪ (ବ୍ୟୁରୋ)- ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ- ୧୯ ମେଡିକାଲ ନିର୍ମାଣ କରାଯାଉଛି। ଏହାକୁ ବିରୋଧ କରି ମିଶନ ଭିମ୍‌ସାର ତରଫରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଥିଲା। ଏହାକୁ ବିଚାର କରି ବୁଧବାର ହାଇକୋର୍ଟର…

ବିଶୋଧନ ହେଲା ସୋରଡାର ବିଭିନ୍ନ ଅଞ୍ଚଳ

ସୋରଡା,୧୫ା୪(ଡି.ଏନ୍‌.ଏ.)- ସୋରଡା ସହରର ସମସ୍ତ ସାହିକୁ ବୁଧବାର ଅପରାହ୍ନରେ ଏନ୍‌ଏସି ତରଫରୁ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଛି। ଗନିଛକ, ବଡଦାଣ୍ଡ, ଆଡପମଣ୍ଡପ, ସରୁଆସାହି, କେଉଟସାହି, ବାଙ୍କବଜାରରେ ଦମକଳ ଗାଡି ବୁଲି ବିଶୋଧନ କରିଛି। ସାମାଜିକ ଦୂରତା ବଜାୟ ରଖିବାକୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?