ଆମ ଜିଲା ଖବର

ମାସ୍କ, ସାନିଟାଇଜର୍‌ ଦେଇ ସଚେତନ କଲେ ଯବାନ

ଚନ୍ଦ୍ରପୁର,୧୫ା୪: ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ ଡାଙ୍ଗସୋରଡ଼ାସ୍ଥିତ ସିଆର୍‌ପିଏଫ୍‌ ୮ମ ବାଟାଲିୟନ୍‌ ପକ୍ଷରୁ ବିଭିନ୍ନ ଗ୍ରାମରେ କରୋନାରୁ ସୁରକ୍ଷା ପାଇଁ ସଚେତନ କରିବା ସହ ୨୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସ୍କ, ସାନିଟାଇଜର୍‌, ଡେଟଲ୍‌, ସାବୁନ୍‌ ଓ ସର୍ଫ ପ୍ରଦାନ କରାଯାଇଛି। ଯବାନମାନେ…

କୁଟୁରା ମାଂସ ସହ ବନ୍ଧୁକ ଜବତ, ୨ ଗିରଫ

ଆଠମଲ୍ଲିକ, ୧୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବନବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ଶିକାର କୁଟୁରା ମାଂସ ଜବତ ସହ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଆଠମଲ୍ଲିକ ଥାନା ଦୁଧିଆନାଳୀ ଗ୍ରାମର ନରେନ୍ଦ୍ର ମୁଣ୍ଡା(୪୨) ଓ ଖମ୍ବେଶ୍ୱରପାଲି ଗ୍ରାମର…

ସମ୍ପୂର୍ଣ୍ଣ ବିଶୋଧନ ହେଲା ଚୌଦ୍ୱାର ଜେଲ୍‌

ଚୌଦ୍ୱାର,୧୫।୪(ଡି.ଏନ୍‌.ଏ.): କରୋନା ଭଳି ଭୁତାଣୁ ଜନୀତ ରୋଗରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଆଜି ଉଦ୍‌ବେଗ ଜନିତ ସ୍ଥିତିରେ ଗତିକରୁଛି। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରା୍ଯଯ ସରକାର ପର୍ଯ୍ୟନ୍ତ ଭୁତାଣୁ ରୋକିବା ଦିଗରେ ସଚେତନାହଁି ଏକମାତ୍ର ବିକଳ୍ପ ବୋଲି…

ଚିନ୍ତାରେ କାକଟପୁର ବ୍ଲକ ଅଞ୍ଚଳର ଚାଷୀ: କରୋନାକୁ ନେଇ ତରଭୂଜକୁ ମୁହଁ ମୋଡୁଛନ୍ତି ଲୋକେ, ବିଲରେ ସଢୁଛି କଖାରୁ; ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାକଟପୁର,୧୫।୪(ଡି.ଏନ୍‌.ଏ.): ପୁରୀ ଜିଲାର କାକଟପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଶହଶହ ଏକର ଜମିରେ ପନିପରିବା ଚାଷ ହେଉଛି। କାକଟପୁର ବ୍ଲକର କାକଟପୁର, ଅନନ୍ତପୁର, ନରଣପୁର, ଓଥକା, ସିଙ୍ଗାପଦା, ଗୋରଡି ତୋଟା, ଲତାହରଣ, ନାଶିକେଶ୍ୱର ଆଦି ଅଞ୍ଚଳରେ ହଜାର ହଜାର ଚାଷୀ ପନିପରିବା…

କଙ୍କାଳ ବେଶରେ କରୋନା ସଚେତନତା

ପାଲଲହଡ଼ା, ୧୫ା୪(ଡି.ଏନ.ଏ.)- ମହାମାରୀ କରୋନା ସଂକ୍ରମଣରୁ ବଞ୍ଚିବା ପାଇଁ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। କଙ୍କାଳ ପୋଷାକ ପିନ୍ଧି କରୋନା ରୋଗ କେତେ ଭୟଙ୍କର ସେ ନେଇ…

କେସିଙ୍ଗା ଏନ୍‌ଏସିରେ ଶୁଖିଲା ଖାଦ୍ୟ ବଣ୍ଟନ କଲା ମାନବ ସେବା ଟ୍ରଷ୍ଟ

କେସିଙ୍ଗା,୧୫।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ୬ ନଂ. ୱାର୍ଡରେ ମାନବ ସେବା ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ବୁଧବାର ବଣ୍ଟନ କରାଯାଇଛି। ସମ୍ପୂର୍ଣ୍ଣ ଦେଶ ଲକ୍‌ଡାଉନ୍‌ରେ ଥିବାବେଳେ ସହରର ସାହି ବସ୍ତିରେ ରହୁଥିବା ଗରିବ ତଥା ଶ୍ରମିକଶ୍ରେଣୀୟ ଲୋକେ ବିଶେଷ…

ବ୍ୟଙ୍ଗ ଚିତ୍ରରେ କରୋନା ମୁକ୍ତି ଚିନ୍ତା

ବିଜେପୁର,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଭିଙ୍କ ମୁହଁରୁ ହସ ଛଡାଇ ନେଇଛି। ବର୍ତ୍ତମାନ ସୁଦ୍ଧା ଏହାର ଫଳପ୍ରଦ ଔଷଧ ବାହାରି ନାହିଁ। ଏଣୁ ବ୍ୟକ୍ତିଗତ ସଚେତନତା ହିଁ ଏହାକୁ ପ୍ରତିରୋଧ କରିପାରିବ। ଅପରପକ୍ଷେ ସଂକ୍ରମଣ ଆଶଙ୍କାକୁ ଦେଖି ସରକାର ଲକ୍‌ଡାଉନ କଟକଣା ଅବଧିକୁ…

କୋଭିଡ ତଦାରଖ କାର୍ଯ୍ୟରେ ନିୟୋଜିତ ହେଲେ ୬୨ ଶିକ୍ଷକ

ଜି. ଉଦୟଗିରି, ୧୫।୪(ଡି.ଏନ୍‌.ଏ.): ଜି.ଉଦୟଗିରି ବ୍ଲକରେ କୋଭିଡ୍‌ ନିୟନ୍ତ୍ରଣ ତଦାରଖ କାର୍ଯ୍ୟରେ ୬୨ ଜଣ ଶିକ୍ଷକଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ନିୟୋଜିତ କରାଯାଇଛି ବୋଲି ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକ କହିଛନ୍ତି। ୪୨ ଜଣ ଶିକ୍ଷକଙ୍କୁ ଶ୍ରମିକମାନଙ୍କୁ ୧୫୦୦ ଟଙ୍କା…

ଦିନକର ଦରମା ଦାନକଲେ ‘ନିରତାର’ କର୍ମଚାରୀ

କଣ୍ଟାପଡ଼ା,୧୫ା୪(ଡି.ଏନ୍‌.ଏ.) : କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ ଅଧୀନରେ ଓଲଟପୁରଠାରେ ଥିବା ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା କେନ୍ଦ୍ର ଓ ପାରାମେଡିକାଲ କଲେଜର ସ୍ଥାୟୀ ଏବଂ ଠିକା କର୍ମଚାରୀମାନେ କରୋନା ପାଇଁ ଗଠିତ ପିଏମ୍‌ କେୟାର ଫଣ୍ଡକୁ…

ବନବିଭାଗ ଦେଲା ୧ ଲକ୍ଷ

ଆଠମଲ୍ଲିକ, ୧୫ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ବନବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏ ନେଇ ଡିଏଫ୍ଓ ସମ୍ୟକ୍ ସାମନ୍ତରା ସୂଚନା ଦେଇଛନ୍ତି। ଡିଏଫ୍ଓ, ଏସିଏଫ୍, ଫରେଷ୍ଟର ଓ ଗାର୍ଡମାନେ…

୬ ବଖରା ଭସ୍ମ, ୩ ଲକ୍ଷର କ୍ଷୟକ୍ଷତି

କଣିହାଁ, ୧୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଦଲକ ଗ୍ରାମରେ ବୁଧବାର ପୂର୍ବାହ୍ନ ୧୧ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଚନ୍ଦ୍ରମଣି ଗଡନାୟକ ଓ ଭୋଳା ଗଡନାୟକଙ୍କ ୬ ବଖରା ବାସଗୃହ ସହ ଗୁହାଳ ଘର ସମ୍ପୂର୍ଣ୍ଣ ଜଳିଯାଇଛି । ବିଦ୍ୟୁତ ଶର୍ଟସର୍କିଟ…

ଭଣ୍ଡାରିପୋଖରୀରେ କଂଗ୍ରେସ ପକ୍ଷରୁ ମାସ୍କ, ସାବୁନ ବଣ୍ଟନ

ଭଣ୍ଡାରିପୋଖରୀ,୧୫।୪ (ଡି.ଏନ୍‌.ଏ.): ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିନିଧିଭାବେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ପିସିସି ସଭ୍ୟ ସୁବ୍ରତ ଦାସ ଭଣ୍ଡାରିପୋଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତର ଗୁଣୁପୁର ଆଦିବାସୀ ସାହି, ପଦିନାରାୟନପୁର, ବଇଁଆ ବନାପୁର ଓ ନଗୁଆଁ ପଞ୍ଚାୟତର ବାଘମରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?