ଖୁବ୍ଶୀଘ୍ର କଳାହାଣ୍ଡିରେ କୋଭିଡ ହସ୍ପିଟାଲ: ଦିନିକିଆ ଗସ୍ତରେ ସ୍ଥିତି ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର
ଭବାନୀପାଟଣା/ଧର୍ମଗଡ,୧୫।୪(ଡି.ଏନ୍.ଏ.): ବୁଧବାର ଦିନିକିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆସି ଭବାନିପାଟଣାଠାରେ ହେବାକୁ ଥିବା କୋଭିଡ ହସ୍ପିଟାଲର ସମୀକ୍ଷା କରିଛନ୍ତି। ୨୦୦ ଶଯ୍ୟା ବିଶିଷ୍ଟ ଏହି ସ୍ବତନ୍ତ୍ର କୋଭିଡ ହସ୍ପିଟାଲ କଳାହାଣ୍ଡି…
ବିଜେପୁରରେ ୨୬୮ଜଣ କ୍ବାରାଣ୍ଟାଇନରେ: ୧୨ ସାମ୍ପୁଲ ନେଗେଟିଭ
ବିଜେପୁର, ୧୫।୪(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ନେଇ ଲୋକଙ୍କ ମନରେ ଭୟ ଯେତିକି ସଚେତନତା ମଧ୍ୟ ସେତିକି। ଅଳ୍ପ କିଛି ଅମାନିଆଙ୍କୁ ଛାଡିନେଲେ ସମସ୍ତେ ପ୍ରଶାସନକୁ ସହଯୋଗ କରୁଥିବା ପରିଲକ୍ଷିତ ହେଉଛି। ବାହାରୁ ଆସିଥିବା ଲୋକ ନିଜ ଘରେ ଏକାକୀ ଜୀବନ ଅତିବାହିତ…
କରୋନାକୁ ନେଇ ସରକାରୀ କଟକଣାକୁ ଫୁ’: ଓଡ଼ଗାଁରେ ପ୍ରହସନ ପାଲଟିଛି ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର; ସାଧାରଣର ପ୍ରଶ୍ନବାଚୀ
ଓଡଗାଁ, ୧୫।୪(ସ୍ବ.ପ୍ର.)- କରୋନା ମହାମାରୀର ଭୟାବହତା କାରଣରୁ ସାମାଜିକ ଦୂରତା ଓ ମାକ୍ସ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅନ୍ତର୍ଗତ ଗାଁ ଗହଳି ଓ ସାହିମାନଙ୍କରେ ଏହା ଆଦୌ ପାଳନ ହେଉନାହିଁ। ଏପରିକି ବିଭିନ୍ନ…
ଗଞ୍ଜାମର ବିଭିନ୍ନ ଆଇସୋଲେଶନ ସେଣ୍ଟରରେ ୩୬୧ ଭୁବନେଶ୍ୱର ଫେରନ୍ତା
ଛତ୍ରପୁର, ୧୫।୪(ଡି.ଏନ୍.ଏ.)- ଭୁବନେଶ୍ୱରରୁ ଗଞ୍ଜାମ ଜିଲାକୁ ଫେରିଥିବା ୩୬୧ ଜଣଙ୍କୁ ବିଭିନ୍ନ ଆଇସୋଲସନ ସେଣ୍ଟରରେ ରଖାଯାଇଛି। ବର୍ତ୍ତମାନ ୫ହଜାର ୮୧୯ ଜଣ ଅନ୍ୟ ରାଜ୍ୟରୁ ଫେରନ୍ତା ହୋମ୍ କ୍ୱାରେଣ୍ଟାଇନରେ ଅଛନ୍ତି। ଜିଲାକୁ ବିଦେଶରୁ ଫେରିଥିବା ସମସ୍ତ ୭୬୧ ଜଣଙ୍କ ହୋମ୍ କ୍ୱାରାଣ୍ଟାଇନ୍…
ସାମାଜିକ ଦୂରତ୍ୱକୁ ଫୁ : ବ୍ୟାଙ୍କ ସମ୍ମୁଖରେ ଅସମ୍ଭାଳ ଭିଡ଼
ବିଜେପୁର, ୧୫।୪(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱକୁ ସରକାର ବେଶ୍ ପ୍ରଧାନ୍ୟ ଦେଉଛନ୍ତି। ଲୋକଙ୍କୁ ବିଭିନ୍ନ ମାଧ୍ୟମରେ ସଚେତନ କରୁଛନ୍ତି। ମାତ୍ର ଲୋକଙ୍କ ମାନସିକତାରେ ପରିବର୍ତ୍ତନ ହେଉ ନ ଥିବାରୁ ବିଭିନ୍ନ ସ୍ଥାନରେ ଗହଳି ପରିଲକ୍ଷିତ ହେଉଛି। ବରଗଡ଼…
ଯାଜପୁରରେ କେବଳ ରବିବାର ଖୋଲା ରହିବ ପାଠ୍ୟ ପୁସ୍ତକ, ଗ୍ୟାରେଜ, ବିଦ୍ୟୁତ୍ ଉପକରଣ ଦୋକାନ
ଯାଜପୁର ଅଫିସ,୧୫।୪: ଯାଜପୁର ଜିଲାର ପାଠ୍ୟ ପୁସ୍ତକ ଦୋକାନ, ଗ୍ୟାରେଜ, ବିଦ୍ୟୁତ୍ ଉପକରଣ ଆଦି ଦୋକାନ ଦୈନିକ ପରିବର୍ତ୍ତେ କେବଳ ରବିବାର ଦିନ ଖୋଲା ରହିବ। ସକାଳ ୬ ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଏହା ଖୋଲା ରହିବ ବୋଲି ଜିଲାପାଲ…
କରୋନା ସମୟରେ ମହିଳାଙ୍କୁ ରକ୍ତଦେଇ ଜୀବନ ବଞ୍ଚାଇଲେ ଯୁବକ
ବେଗୁନିଆପଡ଼ା,୧୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ନୂଆଗଡ଼ ଗ୍ରାମର ଲତା ବେହେରା ମଙ୍ଗଳବାର ରାତିରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ପରିବାର ପକ୍ଷରୁ ତାଙ୍କୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲକୁ ନିଆଗଲା। ଡାକ୍ତର ତୁରନ୍ତ ୩ ବୋତଲ ରକ୍ତ ଯୋଗାଡ଼ କରିବା…
ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ
ବନ୍ତ,୧୫ା୪(ଡି.ଏନ୍.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ସମଗ୍ର ରାଜ୍ୟରେ ଲକ୍ଡାଉନ୍ ଜାରି କରାଯାଇଛି। ଫଳରେ ଅସହାୟ ଲୋକମାନେ ଖାଇବା ପାଇଁ ବହୁତ ହଇରାଣ ହରକତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଘରପଦା, ଦୋଳପଦୀ…
ସାନିଟାଇଜେସନ୍ ହେଲା ବଜାର ଅଞ୍ଚଳ
ବନ୍ତ,୧୫ା୪(ଡି.ଏନ୍.ଏ.) : କରୋନା ମହାମାରୀ ସଂକ୍ରମଣ ପ୍ରତିହତ ପାଇଁ ସରକାରଙ୍କ ପକ୍ଷରୁ ବିିଭିନ୍ନ ବଜାର ଅଞ୍ଚଳକୁ ସାନିଟାଇଜେସନ କରାଯାଉଛି। ଏହିକ୍ରମରେ ବୁଧବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ତାରିଣୀ ଛକଠାରୁ ହାଇସ୍କୁଲ ଛକ ପର୍ଯ୍ୟନ୍ତ ଅଞ୍ଚଳକୁ ସାନିଟାଇଜେସନ୍ କରାଯାଇଛି। ଆଗରପଡ଼ା…
ରକ୍ତଭଣ୍ଡାରରେ ରକ୍ତର ଅଭାବ: ଭରଣା ଉଦ୍ଦେଶ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ
ରକ୍ତଭଣ୍ଡାରରେ ରକ୍ତର ଅଭାବ: ଭରଣା ଉଦ୍ଦେଶ୍ୟରେ ରକ୍ତଦାନ କାର୍ଯ୍ୟକ୍ରମ ପାଟଣା,୧୫ା୪(ସ୍ବ.ପ୍ର.): କରୋନା ସଂକ୍ରମଣ ପାଇଁ ଏବେ ଲକ୍ଡାଉନ୍ ଜାରି ରହିଥିବା ବେଳେ କେନ୍ଦୁଝର ଜିଲା ରକ୍ତଭଣ୍ଡାରରେ ଏବେ ରକ୍ତର ଘୋର ଅଭାବ ପରିଲକ୍ଷିତ ହୋଇଛି। ଏହାକୁ ଭରଣା କରିବା ଉଦ୍ଦେଶ୍ୟରେ କେନ୍ଦୁଝର…
କରୋନା ସହାୟତା: ଡାବୁଗାଁ ଆଞ୍ଚଳିକ ବ୍ୟବସାୟୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩୧ ହଜାର ପ୍ରଦାନ
ଡାବୁଗାଁ, ୧୫।୪ (ଡି.ଏନ୍.ଏ.): କରୋନା ଭୂତାଣୁ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଭିନ୍ନ ମହଲରୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ବୁଧବାର ନବରଙ୍ଗପୁର ଜିଲା ଡାବୁଗାଁ ଆଞ୍ଚଳିକ ବ୍ୟବସାୟୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା…
ଯୁବକଙ୍କୁ ମାଡମାରି ୩ ଗିରଫ
ଆରଡି, ୧୫ା୪(ଡି.ଏନ୍.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ ସନ୍ତରା ଗ୍ରାମର ଜଣେ ଯୁବକକୁ ମାଡମାରି ୨ ଜଣ ପୁରୁଷ ଓ ଜଣେ ମହିଳା ବୁଧବାର ଗିରଫ ହୋଇଛନ୍ତିା ସୂଚନା ଅନୁସାରେ, ସନ୍ତରା ଗ୍ରାମର ଦଶରଥ ସେଠୀ…

