ଆମ ଜିଲା ଖବର

ସ୍ବର୍ଗଦ୍ୱାର ବିଶୋଧନ ପ୍ରତି ନଜର ନାହିଁ

ପୁରୀ ଅଫିସ,୧୫ା୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୋଧିକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ପୁରୀ ଜିଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ମନ୍ଦିର, ରାସ୍ତା ଏବଂ ଅନ୍ୟାନ୍ୟ ଅଞ୍ଚଳକୁ ବିଶୋଧନ କରାଯାଉଛି। କିନ୍ତୁ ଏପର୍ଯ୍ୟନ୍ତ ସବୁଠୁ ଅଧିକ…

ଜିରୋ ବଜେଟରେ ପ୍ରାମାଣିକ ଚଳଚ୍ଚିତ୍ର

କଟକ ଅଫିସ,୧୫ା୪: ଦୃଢ ଇଚ୍ଛାଶକ୍ତି ଓ ନିଷ୍ଠା ଥିଲେ ଅସମ୍ଭବରେ ବି ଭରିଦେଇହେବ ସମ୍ଭାବନାର ରଙ୍ଗ। ମିଳିପାରିବ ସଫଳତା। କେତେଜଣ ଯୁବତୀ ଯୁବକ ଏହା ପ୍ରମାଣିତ କରି ଦେଖାଇଛନ୍ତି। ସେମାନେ ଘରେ ରହି ଓ କୌଣସି ମୂଲ୍ୟବାନ ଯନ୍ତ୍ରପାତି ବ୍ୟବହାର ନ…

ଏସ୍‌ସିବିରେ ଖୋଲିବ କରୋନା ସୂଚନା, ତାଲିମ କେନ୍ଦ୍ର

କଟକ ଅଫିସ୍‌,୧୫ା୪: କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସ୍ବତନ୍ତ୍ର ଭାବେ କରୋନା ସମ୍ପର୍କରେ ତାଲିମ୍‌ ଏବଂ ସୂଚନା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଏହାର ରାଜ୍ୟରେ ପ୍ର୍ରଥମ ବୋଲି କୁହାଯାଉଛି। ମଇକ୍ରୋବାୟୋଲୋଜି ବିଭାଗ…

ଘରୋଇ ହିଂସା ରୋକିବାକୁ ପଦକ୍ଷେପ

କଟକ ଅଫିସ୍‌,୧୫ା୪ କରୋନା ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେ ଲକ୍‌ଡାଉନ୍‌ ସମୟରେ ବଢୁଥିବା ଘରୋଇ ହିଂସାକୁ ନେଇ ଚିନ୍ତା ପ୍ରକଟ କରିଥିଲେ । ଘରୋଇ ହିଂସା ରୋକିବା…

ଭୋକରେ ଦିନ କାଟୁଛନ୍ତି ଦାଦନ

ନୂଆପଡା ଅଫିସ,୧୪ା୪ – କରୋନା କଟକଣା ଯୋଗୁ ରାଜ୍ୟ ବାହାରେ ନୂଆପଡା ଜିଲାର ହଜାର ହଜାର ଦାଦନ ଶ୍ରମିକ ଅଟକି ରହିଛନ୍ତି। ସେମାନଙ୍କୁ କୌଣସି ପ୍ରକାର ସହାୟତା ଦିଆଯାଉ ନ ଥିବାରୁ ସେମାନେ ଭୋକ ଉପାସରେ କାଳ କାଟୁଛନ୍ତି। ମିଳିଥିବା ସୂଚନା…

ଦୁର୍ଦ୍ଦିନରେ ୪୦ବୁଣାକାର ପରିବାର

ଖପ୍ରାଖୋଲ, ୧୫ା୪(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ମହରାପଡାରେ ବାସ କରନ୍ତି ୪୦ରୁ ଊର୍ଦ୍ଧ୍ୱ ବୁଣାକାର ପରିବାର। ଲୁଗା ବୁଣି ସେମାନେ କାହିଁ କେଉଁ କାଳରୁ ନାନା ପ୍ରତିକୂଳତା ମଧ୍ୟରେ ଜୀବିକା ନିର୍ବାହ କରୁଥିଲେ। ଏବେ କରୋନା ସେମାନଙ୍କ…

୫ ଦୋକାନ ସିଲ୍‌

ଅନୁଗୋଳ ଅଫିସ, ୧୫।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ପ୍ରଶାସନ ସହ ପୋଲିସ ଦିନ ରାତି କାମ କରୁଛି। ଲୋକମାନଙ୍କୁ ଘରେ ରହିବା ପାଇଁ ସଚେତନ କରାଉଛି। କିନ୍ତୁ ଅନେକ ସମୟରେ ଅମାନିଆ ଲୋକମାନେ ଅଯଥାରେ ରାସ୍ତାକୁ ଆସି…

କବିତାରେ କରୋନା

ଢେଙ୍କାନାଳ ଅଫିସ, ୧୫।୪ – ବିଶ୍ୱକୁ ଘରେ ଭିତରେ ବନ୍ଦୀ କରି ରଖିଛି କରୋନା। ଘରୁ ବାହାରିଲେ ଘାରୁଛି ସଂକ୍ରମଣ ଭୟ। ସଂକ୍ରମଣ କମାଇବାକୁ ଜାରି ହୋଇଛି ଲକ୍‌ଡାଉନ୍‌। ‘ଜିତିବ ଦେଶ, ହାରିବ କରୋନା’ ଲକ୍ଷ୍ୟ ନେଇ କାର୍ଯ୍ୟ କରୁଛନ୍ତି ସରକାର।…

ପାଣିଓହଳାରେ ନିଆଁ

ଢେଙ୍କାନାଳ ଅଫିସ, ୧୫।୪ – ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତଥା ଢେଙ୍କାନାଳ ସହରର ସୁରକ୍ଷା କବଚ ପାଣିଓହଳା ପାହାଡ଼ରେ ମଙ୍ଗଳବାର ନିଆଁ ଲାଗିଛି। ପାଖାପାଖି ୨ କିମି ପରିଧି ଜଙ୍ଗଲ ଜଳୁଥିବାବେଳେ ପାହାଡ଼ ପାଦଦେଶକୁ ନିଅଁା ମାଡ଼ି ଆସିଛି। ଏହାକୁ ନେଇ…

ଭୋକ ବିକଳରେ ଭିଟାମାଟି ମୁହାଁ

କାମାକ୍ଷାନଗର, ୧୫।୪(ଡି.ଏନ.ଏ.) – ପେଟ ପାଇଁ ସାଜିଥିଲେ ଦାଦନ। ଭିଟାମାଟି ଛାଡ଼ି ଖଟୁଥିଲେ। ଯାହାଙ୍କ ଲାଗି ଲକ୍ଷାଧିକ ଟଙ୍କା ଉପାର୍ଜନର ମାଧ୍ୟମ ସାଜିଥିଲେ ସେହି ମାଲିକ ହିଁ ଦୁର୍ଦ୍ଦିନରେ ଛାଡ଼ିଦେଲେ ହାତ। ସାଙ୍ଗରେ ଥିବା ପରିବାରର ୪ ପ୍ରାଣୀଙ୍କ ମୁହଁରେ ଆଧାର…

ମାସ୍କ ନ ପିନ୍ଧିବାରୁ ଜରିମାନା

ଫିରିଙ୍ଗିଆ, ୧୫ା୪- କରୋନା ପ୍ରତିହତ ପାଇଁ ମାକ୍ସ ପିନ୍ଧିବା ଜରୁରୀ ବୋଲି କିଛି ଦିନ ତଳେ ରାଜ୍ୟ ସରକାର ଘୋଷଣା କରିଥିଲେ ା ଏହାର ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ବୋଲି ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ା ମଙ୍ଗଳବାର ଫିରିଙ୍ଗିଆ…

କନ୍ଧମାଳରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହସ୍ପିଟାଲ

ଫୁଲବାଣୀ ଅଫିସ, ୧୫ା୪- କରୋନା ଆକ୍ରାନ୍ତଙ୍କ ପାଇଁ କନ୍ଧମାଳ ଜିଲାରେ ପ୍ରଥମ କରି ମଙ୍ଗଳବାରଠାରୁ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି ା ଜିଏନ୍‌ଏମ୍‌ କଲେଜ ପରିସରରେ ଖୋଲିଥିବା ଏହି ହସ୍ପିଟାଲରେ ୧୫୦ ଶଯ୍ୟା ଏବଂ ୧୦ଟି ଆଇସିୟୁର ବ୍ୟବସ୍ଥା କରାଯାଇଛି। କିମ୍‌ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?