ଭଞ୍ଜନଗରରେ ଏଚ୍ପିଭି ଟିକାକରଣ ଶୁଭାରମ୍ଭ, ଜରାୟୁ କର୍କଟ ରୋଗ ପ୍ରତିରୋଧରେ…
ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏଚ୍ପିଭି ଟିକାକରଣ କାର୍ଯକ୍ରମର ଶୁଭାରମ୍ଭ ହୋଇଯାଇଛି। ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡାକ୍ତର ସୀତାଂଶୁ ଶେଖର ଶତପଥୀ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ହ୍ୟୁମାନ ପାପିଲୋମା…
କୋର୍ଟ ସମ୍ମୁଖରେ ଗୋଡ଼ାଇ ଗୋଡ଼ାଇ କରିଥିଲେ ହତ୍ୟା, ଆଜି କୋର୍ଟ ଚାଲାଣ ହେଲେ ଅଭିଯୁକ୍ତ
ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ବୁଦୁଲି ଗ୍ରାମର ଅଶୋକ ସ୍ବାଇଁଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ଗତକାଲି ଗିରଫ କରିଥିବା ଅଭିଯୁକ୍ତ ଦିଲ୍ଲୀପ କୁମାର ଜେନାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ…
କୁକୁର କାମୁଡ଼ାରେ ୧୫ରୁ ଊର୍ଦ୍ଧ୍ୱ ଆହତ, ଏମାନଙ୍କ ମଧ୍ୟରେ ଅଛନ୍ତି…
ରାଇକିଆ,୬ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ବିଭିନ୍ନ ସ୍ଥାନରେ କୁକୁର କାମୁଡ଼ାରେ ଶୁକ୍ରବାର ୧୫ ଜଣ ଆହତ ହୋଇଛନ୍ତି। ଏହାକୁ ନେଇ ଅଞ୍ଚଳରେ ଆତଙ୍କ ଦେଖାଦେଇଛି। ଆହତମାନଙ୍କ ମଧ୍ୟରେ ଏକାଧିକ ଶିଶୁ ଓ ମହିଳା ରହିଛନ୍ତି। ଏଥିମଧ୍ୟରୁ ଅଧିକାଂଶ ଜଣଙ୍କୁ…
ଜିଲାପରିଷଦ ବୈଠକରେ ହୋ-ହଲ୍ଲା, ‘ହୁ ଆର୍ ୟୁ’ କହିବା ନେଇ ତୁମୁଳକାଣ୍ଡ,
ଛତ୍ରପୁର,୬ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ୮ମ ଜିଲାପରିଷଦ ବୈଠକରେ ଶୁକ୍ରବାର ରାଜନୈତିକ ଉଷ୍ଣତା ଦେଖିବାକୁ ମିଳିଥିଲା। ହୋ-ହଲ୍ଲା ସହିତ ପୂର୍ବସରକାର ଏବଂ ବର୍ତ୍ତମାନର ସରକାରକୁ ନେଇ ଆରୋପ ଏବଂ ପ୍ରତ୍ୟାରୋପ ଚାଲିଲା। କିଛି ସମୟ ପର୍ଯ୍ୟନ୍ତ ବୈଠକ ବନ୍ଦ…
ଗୁଜରାଟ ଭଳି ଓଡ଼ିଶାରେ ବିକାଶ ହେବ
ପାରାଦୀପ,୬।୩: ପାରାଦୀପ ଗସ୍ତରେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା। ସେଠାରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ ଉଦ୍ବୋଧନ ଦେଇ କହିଛନ୍ତି, ଭାଜପା ସରକାର ସଠିକ୍ ଦିଗରେ ଓଡ଼ିଶାକୁ ଆଗେଇ ନେଉଛି। ଗୁଜରାଟ ଭଳି ଓଡ଼ିଶାର ମଧ୍ୟ ବିକାଶ ହେବ। ଗୁଜରାଟ…
‘ଉତ୍ତମ କଳାକାର ହେବା ପାଇଁ ଶିକ୍ଷକ ପ୍ରେରଣାର ଉତ୍ସ ହେବା ଆବଶ୍ୟକ’
ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶୁକ୍ରବାର ଚିତ୍ରକଳା ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ଖୁଣ୍ଟିଆଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ କଳାଶିକ୍ଷକ ଅକ୍ଷୟ କୁମାର ସେଠୀଙ୍କ…
ସାଙ୍ଗମାନଙ୍କ ସହ ଖେଳୁଥିଲାବେଳେ ନାବାଳିକାଙ୍କୁ ବଳାତ୍କାର, ଆସାମୀଙ୍କୁ ଅଦାଲତ ଶୁଣାଇଲେ ଏହି ରାୟ…
କଟକ,୬ା୩(ପ୍ରଭୁକଲ୍ୟାଣ ପାଲ): ନାବାଳିକା ବଳାତ୍କାର ମାମଲାରେ ଆସାମୀକୁ ଶୁକ୍ରବାର ସଜା ଶୁଣାଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ। ଆସାମୀ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ। ଜରିମାନା ବାବଦ ୨୦,୦୦୦ ଟଙ୍କା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।…
ଘରେ ଶୋଇଥିବାବେଳେ ଜୀବନ୍ତ ଜଳିଗଲେ ଖବରକାଗଜ ବିତରକ: ଖେଳିଗଲା ଶୋକର ଛାୟା
ବଞ୍ଚୋ,୬।୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଥାନା ନିକଟ ବଡ଼ଦାଣ୍ଡ ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଘରେ ଶୋଇଥିବା ଅବସ୍ଥାରେ ଜଣେ ଯୁବକ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ବଡ଼ଦାଣ୍ଡ ସାହିର ୪୨ ବର୍ଷୀୟ ଦେବେନ୍ଦ୍ର ମିଶ୍ର।…
ରାତି ଅଧରେ ବିଦ୍ୟାଳୟରୁ ଚାଉଳ ଚୋରା ଚାଲାଣ ଉଦ୍ୟମ, ହଠାତ୍ ପହଞ୍ଚିଗଲେ ଲୋକେ, ଆଉ ତା’ ପରେ…
ଲାଞ୍ଜିଗଡ଼,୬ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଦିନକୁ ଦିନ ଆବାସିକ ବିଦ୍ୟାଳୟଗୁଡ଼ିକରେ ଚାଉଳ ଚୋରା ଚାଲାଣ ହେଉଥିବା ଖବର ପ୍ରକାଶିତ ହେଉଥିବା ବେଳେ ପୁଣି ବିଜେପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ବିଳମ୍ବିତ ରାତିରେ ୨ କ୍ୱିଣ୍ଟାଲ ଚାଉଳ…
ପୋଖରୀରୁ ମାଛ ଧରିବାକୁ ନେଇ ରାଣିଗାଁ ଅଶାନ୍ତ: ମହିଳା ସଂଘକୁ ଗ୍ରାମବାସୀଙ୍କ ବିରୋଧ, ପୂରା ଘଟଣା ଜାଣିଲେ…
ପୁରୁଷୋତ୍ତମପୁର,୬।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଣୀଗାଁ କାନକାଟି ପୋଖରୀରୁ ମାଛ ଧରିବାକୁ କେନ୍ଦ୍ରକରି ତିନିଦିନ ହେଲା ଲାଗିରହିଥିବା ବିବାଦ ଶୁକ୍ରବାର ଉଗ୍ର ରୂପ ନେଇଛି । ଗୁଣେଶ୍ବର ମହିଳା ସଂଘ(ଏସଏଚଜି)ଓ ଗ୍ରାମବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି…
ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ମାମଲାରେ ଗିରଫ ହୋଇ…
ସୁନ୍ଦରଗଡ଼,୬ା୩(ଜୟନାରାୟଣ ମେଣ୍ଡୁଳି): ଜିଲା କାରାଗାରରେ ବିଚାରାଧୀନ ଜଣେ କଏଦୀଙ୍କ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ହସ୍ପିଟାଲରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ସରୋଜ ରାଉତ ଓରଫ ବନ (୨୭)। ହେମଗିରି ଥାନା ଅନ୍ତର୍ଗତ ବରପାଲି ଗ୍ରାମର ସରୋଜ ଏକ ହତ୍ୟା…
୮ମ ଜିଲା ପରିଷଦ ବୈଠକ: ବିଧାୟକ ସିଦ୍ଧାନ୍ତ ମହାପାତ୍ର ଯୋଗ ଦେଇ ମନରେଗା ସହିତ…
ଛତ୍ରପୁର,୬ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ଗଞ୍ଜାମ ଜିଲାପରିଷଦର ୮ମ ବୈଠକ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନରେଗା ଗ୍ରାମୀଣ ଗୃହ ସହିତ ବିଭିନ୍ନ ବିଭାଗର ବୈଠକରେ ଆଲୋଚନା ହୋଇଥିଲା। ଦିଗପହଣ୍ଡି ବିଧାୟକ ଡଃ ସିଦ୍ଧାନ୍ତ…

