ଆମ ଜିଲା ଖବର

ଚୋରି ବାଇକ ଉଦ୍ଧାର, ୪ ଗିରଫ

ବଡବିଲ, ୧୫।୪(ସ୍ବ.ପ୍ର.)-ବଡବିଲ ପୋଲିସ ବାଇକ ଚୋରି ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୟାବାଲି ଅଞ୍ଚଳର ଭୀଷ୍ମ କୁମାର ପାତ୍ର, କାରାକୋହ୍ଲ ଅଞ୍ଚଳର ମନୋଜ ମୁଣ୍ଡା, ବଡବିଲ ଉପର ବସ୍ତି ଅଞ୍ଚଳର ଲାଲଟୁ…

ସୌରିବନ୍ଧୁ କରଙ୍କ ବିୟୋଗରେ ଶୋକ

କେନ୍ଦୁଝର,୧୫ା୪(ଡିଏନ୍‌ଏ): ବିଶିଷ୍ଟ ଶ୍ରମିକ ନେତା ତଥା ଏ.ଆଇ.ଟି.ୟୁ.ସିର ରାଜ୍ୟ ସାଧାରଣ ସମ୍ପାଦକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ଶ୍ରମିକ ବନ୍ଧୁ…

କୂଅରେ ପଡ଼ି ବୃଦ୍ଧାଙ୍କ ପ୍ରାଣ ଗଲା

ପାଟଣା,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ଅନ୍ତର୍ଗତ ବଳିଆ ପଶି ଗ୍ରାମର ଏକ କୂଅରୁ ମଙ୍ଗଳବାର ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ବଳିଆପଶି ଗ୍ରାମର ଭୀମସେନ ନାଏକଙ୍କ ସ୍ତ୍ରୀ ଭାନୁମତୀ ନାଏକ। ସୋମବାର ରାତିରେ ଭାନୁମତୀ…

ନିଆଁରେ ପୋଡ଼ି ବିବାହିତା ମହିଳାଙ୍କ ମୃତ୍ୟୁ

ବନ୍ତ, ୧୫ା୪(ସ୍ବ.ପ୍ର.)-ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ନୂଆପୋଖରୀ ଗ୍ରାମରେ ମଙ୍ଗଳବାର ସକାଳେ ଜଣେ ବିବାହିତା ମହିଳା ନିଆଁରେ ପୋଡିହୋଇ ମୃତ୍ୟୁବରଣ କରିଛନ୍ତି। ପରିବାର ଲୋକେ ଏହାକୁ ଆତ୍ମହତ୍ୟା କହୁଥିବା ବେଳେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଥିବା ବାପଘର ପକ୍ଷରୁ…

ଠିକାଦାର ସଂଘ ପ୍ରଦାନ କଲା ୨ ଲକ୍ଷ

ବାରିପଦା ଅଫିସ, ୧୫ା୪- କରୋନା ମହାମାରୀର ମୁକାବିଲା କରିବା ପାଇଁ ମୟୂରଭଞ୍ଜ ଜିଲା ଠିକାଦାର ସଂଘ ୨ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧ ଲକ୍ଷ ଏବଂ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡଙ୍କୁ ୧ ଲକ୍ଷ…

ସହାୟତା ତାଲିକାରେ ନାଁ ନାହିଁ: ଉଠା ଦୋକାନୀ ଜିଲାପାଳଙ୍କ ଦ୍ୱାରସ୍ଥ

ବାରିପଦା ଅଫିସ, ୧୫ା୪- ଲକ୍‌ ଡାଉନ ଲାଗୁ ହେବାଠାରୁ ବାରିପଦା ସହରରେ ଥିବା ଉଠାଦୋକାନୀମାନଙ୍କ ଦୋକାନ ବନ୍ଦ ହୋଇ ପଡ଼ି ରହିଛି। ପରିବାର ପ୍ରତିପୋଷଣ କରିବା ସେମାନଙ୍କ ପାଇଁ କଷ୍ଟକର ହୋଇ ପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଉଠା ଦୋକାନୀମାନଙ୍କୁ ଚିହ୍ନଟ…

୨୫୦ରୁ ୧୯୮ଟି ସାମ୍ପୁଲ ନେଗେଟିଭ୍‌

ବାରିପଦା ଅଫିସ, ୧୫ା୪- କରୋନା ସନ୍ଦେହରେ ଜିଲାର ୨୫୦ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ଆସିଥିବା ୧୯୮ଟି ସାମ୍ପୁଲ ନେଗେଟିଭ୍‌ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବାକି ୫୨ଟି ସାମ୍ପୁଲର ରିପୋର୍ଟ ଆସି…

ବନ୍ଦ ହେଲା ଉଡ଼ାପର୍ବ

ଠାକୁରମୁଣ୍ଡା,୧୫ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାସ୍ଥିତ ମା’ ବାସୁଳିଙ୍କ ପୀଠରେ ପଣା ସଂକ୍ରାନ୍ତି ଅବସରରେ ପାଳିତ ହୋଇ ଆସୁଥିବା ପ୍ରସିଦ୍ଧ ଉଡ଼ାପର୍ବ ଚଳିତ ବର୍ଷ କରୋନା ଲାଗି ବନ୍ଦ ହୋଇଛି। କେବଳ ବିଧି ରକ୍ଷା କରିବାକୁ ଯାଇ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ଥିଲା।…

୧୦ ସେକେଣ୍ଡରେ ସାନିଟାଇଜ୍‌: ଚର୍ଚ୍ଚାରେ ଦୁଇ ଭାଇ

ବାରିପଦା ଅଫିସ, ୧୫ା୪-ଏବେ କରୋନାକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ଏହି ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ବିିିଭିନ୍ନ ସ୍ତରରେ ପଦକ୍ଷେପ ନିଆଯାଉଛି। ଏହିଭଳି ଘଡିସନ୍ଧି ମୁହୂର୍ତ୍ତରେ ମୟୂରଭଞ୍ଜ ଜିଲା ବାରିପଦା ସହରର ୨୮ନଂ. ୱାର୍ଡ଼ ବାଗଡିହା ଅଞ୍ଚଳର ଦୁଇ ଭାଇ…

ମାସ୍କ ତିଆରି କରି ବାଣ୍ଟୁୁଛନ୍ତି ଭାଜପା ନେତ୍ରୀ

ବାରିପଦା ଅଫିସ, ୧୫ା୪- କରୋନା ମହାମାରୀକୁ ଦୂରେଇବା ପାଇଁ ସାରା ରାଜ୍ୟରେ ମାସ୍କ ପିନ୍ଧିବା ନିୟମ କରାଯାଇଛି। ମାସ୍କ ବଦଳରେ ରୁମାଲ ଆଦି ମଧ୍ୟ ମୁହଁରେ ପିନ୍ଧା ଯାଇପାରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ମୟୂରଭଞ୍ଜ (ପୂର୍ବ) ଜିଲା ଭାଜପା…

ଦାଦା ଆକ୍ରମଣରେ ପୁତୁରା ଗୁରୁତର

ରେମୁଣା, ୧୫ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଶେରଗଡ଼ ପଞ୍ଚାୟତ ଖନ୍ତାପଡା ଥାନା ଅଧୀନ ପଞ୍ଚଗଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ପାରିବାରିକ ଓ ଜମିବାଡ଼ି ବିବାଦରୁ ରାଜେନ୍ଦ୍ର କୁମାର ଦାସ ତାଙ୍କ ଦାଦା ରାମଚନ୍ଦ୍ରଙ୍କୁ ଏକ କଟୁରିରେ ହାଣି ଫେରାର…

ରକ୍ତଦାନ ଶିବିର, ୨୨ ୟୁନିଟ୍‌ ସଂଗୃହୀତ

ବାଲେଶ୍ୱର ଅଫିସ,୧୫।୪-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ନୂଆପୁର ପଞ୍ଚାୟତର ବାତ୍ୟା ଅଶ୍ରୟସ୍ଥଳୀଠାରେ ମଙ୍ଗଳବାର ଆଚ୍ଛା ସଙ୍ଗଠନ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସଙ୍ଗଠନର ଆସିଷ୍ଟାଣ୍ଟ ମେଡ଼ିକାଲ କୋଡ଼ିନେଟର ଅନ୍ତର୍ଯ୍ୟାମୀ ବେହେରାଙ୍କ ତତ୍ତ୍ୱାବଧାନ ଓ ନୂଆପୁର ପଞ୍ଚାୟତର ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?