ଶର୍ଟସର୍କିଟରୁ ଜଳିଗଲା କୁକୁଡ଼ା ଫାର୍ମ, ୫ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ
ମହାକାଳପଡ଼ା,୨୪।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଉଳକଣି ପଞ୍ଚାୟତର ଛପାଲି-ବଡ଼ତୋଟା ଗ୍ରାମର ଏକ କୁକୁଡ଼ା ଫାର୍ମରେ ସୋମବାର ସକାଳେ ଶର୍ଟସର୍କିଟି ଯୋଗୁ ନିଆଁ ଲାଗି ୫ ଲକ୍ଷ ଟଙ୍କାର ସମ୍ପତ୍ତି ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ୪ ହଜାର ୮୦୦ କୁକୁଡ଼ା…
ଅବଧି ସରିଛି, ରିଫିଲ ହେଉନି
ପାଲଲହଡ଼ା, ୨୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନି ନିର୍ବାପନ ବ୍ୟବସ୍ଥାର ବୈଧତା ସରିଥିଲେ ହେଁ ଏହାକୁ ରିଫିଲ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏହାର ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ କୌଣସି ସମୟରେ ଦୁର୍ଘଟଣା ଘଟିଲେ ଏହାକୁ ଆୟତ୍ତ…
୧୫ ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଜାରି
ଢେଙ୍କାନାଳ ଅଫିସ/କାମାକ୍ଷାନଗର,୨୪ା୨: ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ବିରିବୋଲେଇ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ସମେତ ଜିଲାର ମୋଟ୍ ୧୫ଟି ପରୀକ୍ଷା କେନ୍ଦ୍ରରେ ସୋମବାରଠାରୁ ମାଟ୍ରିକ ପରୀକ୍ଷା ଶେଷହେବା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। କପି ରୋକିବା ପାଇଁ ଜିଲା ଶିକ୍ଷା…
ଗଣତନ୍ତ୍ରର ସୁରକ୍ଷା ପାଇଁ ଆହ୍ବାନ
ଢେଙ୍କାନାଳ ଅଫିସ,୨୪ା୨: ଢେଙ୍କାନାଳ ବସଷ୍ଟାଣ୍ଡସ୍ଥିତ ଗାନ୍ଧୀପାର୍କଠାରେ ଶନିବାର ସମ୍ବିଧାନ ବଞ୍ଚାଅ ଓ ଭାରତ ଯୋଡ ସମାବେଶ ଅନୁଷ୍ଠିତ ହୋଇଯାଇଛି। ସ୍ବାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଅବୁଲ କାଲାମ ଆଜାଦ୍ ଓ କସ୍ତୁରବା ଗାନ୍ଧୀଙ୍କର ମହାପ୍ରୟାଣ ଦିବସ ଅବସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି…
ଲାଗିଛି ନିମ୍ନମାନର ଡଷ୍ଟବିନ୍ ଷ୍ଟାଣ୍ଡ
କାଶୀନଗର,୨୪ା୨(ଡି.ଏନ୍.ଏ.) ଗଜପତି ଜିଲା କାଶୀନଗର ଏନ୍ଏସିରେ ସଫେଇ କାର୍ଯ୍ୟ ବନ୍ଦ ରହିଥିବା ଯୋଗୁ ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଦେଖିବାକୁ ମିଳୁଛି। ଏଥିପାଇଁ ଅଞ୍ଚଳରେ ଘୁଷୁରିଙ୍କ ଉପଦ୍ରବ ପୁଣି ବଢ଼ିଛି। ତେବେ ଲୋକେ ଅଳିଆ ଆବର୍ଜନା ବାହାରେ ନ ଫୋପାଡ଼ି ଡଷ୍ଟବିନ୍ରେ…
କିଡ଼୍ନୀ ରୋଗ୍ରେ ପୀଡ଼ିତ ଗିରିଧାରୀ: ଚିକିଛା ସାହାଯ୍ ଆଶ୍ରେ ବାରଦୁଆର ବଡ଼ଭାଇ
ଗୁଡ଼ଭେଲା, ୨୪।୨(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍ନୀ ରୋଗ୍ରେ ପୀଡ଼ିତ ଅଛନ୍। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରବାର। ଏନ୍ତାଥି ସେ ଭଗବାନ ଭରସାରେ…
ତିତ୍ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା
ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ ରାସ୍ତା କିମ୍ବା ମରାମତି ହୋଇପାରିନାହିଁ। ତିତ୍ଲିରେ ଗଜପତି ଜିଲାର ରାୟଗଡ଼ ବ୍ଲକ୍ ବିଶେଷ…
ଆବାସ ଯୋଜନା ବାଟ୍ବନା: ଦଦ୍ରା କୁରିଆରେ ୪ ପରାନୀ କୁଟୁମ୍
ଲାଠୋର, ୨୪।୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍ ଅଧୀନ ଖର୍ଲି ଗଁାର ଟୁନକୁ ଭଇଁଷାଲ। କୁଟୁମ ବସିଆ ସେ ଗୁଟେ ଭଂଗା ଦଦ୍ରା ମାଏଟ୍ ଖପର ଘରେ ରହୁଛନ୍। ସରକାରୀ ଯୋଜନାରେ ଘର ଖଁଡ଼େ ପାଏବାର ଲାଗି…
ମୃତକଙ୍କ ପରିବାରକୁ ଭେଟିଲା ଜିଲା ପ୍ରଶାସନ
ରସୁଲପୁର,୨୪ା୨(ଡିଏନଏ): ଯାଜପୁର ସଦର ଥାନା ଯମଧର ଗାଁରେ ଯାଜପୁର ଜିଲା ପ୍ରଶାସନ ପହଞ୍ଚତ୍ଛି। ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ, ଯାଜପୁର ବ୍ଲକ ବିଡିଓ ସୌରଭ ଚକ୍ରବର୍ତ୍ତି, ଯାଜପୁର ପୌରପରିଷଦର ଅଧ୍ୟକ୍ଷ ଭବପ୍ରକାଶ ଦାସଙ୍କ ସମେତ ଯାଜପୁର ତହସିଲ ପ୍ରଶାସନର କର୍ମଚାରୀ ପ୍ରମୁଖ…
ବିକାଶରେ ବାଧକ ଫଳକ ରାଜନୀତି
ଯାଜପୁର ଅଫିସ,୨୪ା୨: ପର୍ଯ୍ୟଟନ ମାନଚିତ୍ରରେ ଯାଜପୁରର ପରିଚୟ ସ୍ବତନ୍ତ୍ର। ଜିଲାର ବୈଭବମୟ, ଗୌରବମୟ ଐତିହ୍ୟରାଜି ଓ ପର୍ଯ୍ୟଟନକ୍ଷେତ୍ର ବିଶ୍ୱବାସୀଙ୍କୁ ଚମକୃତ କରିଛି। ଏହି ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ଓ ବିକାଶ ପାଇଁ ଯେଉଁ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ଆଗାମୀ ଦିନରେ…
ନାମୀଦାମୀ ବ୍ରାଣ୍ଡ ଅଖାରେ ଚାଲିଛି ବ୍ୟବସାୟ
ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲା ଦଶରଥପୁର ବ୍ଲକ ଅଧୀନ ନନ୍ଦିପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚଣ୍ଡିଗୋଳ ହାଟ ନିକଟରେ ଏକ ନକଲି ସିମେଣ୍ଟ କାରଖାନା ଚାଲିଛି। ଏହି ନକଲି ସିମେଣ୍ଟ କାରଖାନା ଦୀର୍ଘବର୍ଷ ଧରି ଚାଲୁଥିବା ସମ୍ପର୍କରେ ସ୍ଥାନୀୟ ଲୋକେ ଅଭିଯୋଗ କରିଆସୁଥିଲେ…
ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ଖୁଣ୍ଟି, ତାର: ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ଓ୍ବେସ୍କୋ
ରାଉରକେଲା ଅଫିସ, ୨୪।୨- ଷ୍ଟିଲ ସିଟି ସ୍ମାର୍ଟ ସିଟି ମାନ୍ୟତା ପାଇଲା। ହେଲେ ରାଉରକେଲାରେ ବିଦ୍ୟୁତ୍ ଯୋଗାଣ ବ୍ୟବସ୍ଥା ଯେମିତିକୁ ସେମିତି ପୁରୁଣାକାଳିଆ ଢଙ୍ଗରେ ଚାଲିଛି। ସହରର ଅଧିକାଂଶ ସ୍ଥାନରେ ଏବେ ବି ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ଖୁଣ୍ଟି ଓ ତାରଗୁଡ଼ିକ…
Archives


