ଆମ ଜିଲା ଖବର

କରୋନା ପ୍ରଭାବ: ଶୂନଶାନ ବାରିପଦା ଛଉପଡ଼ିଆ

ବାରିପଦା ଅଫିସ, ୧୪ା୪- ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି। ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳ ତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀମାନେ ସାରା ଚୈତ୍ରମାସ ଆଖଡା ଘରେ ଅଭ୍ୟାସ କରନ୍ତି। ଏହା ପରେ ମାସର ଶେଷ ୩…

ଶ୍ରମିକନେତାଙ୍କ ଉଦ୍ଦେଶ୍ୟରେ ସ୍ମୃତିସଭା

ରୂପ୍‌ସା, ୧୪ା୪(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଝୋଟ କାରଖାନା ଶ୍ରମିକ ସଂଘ ତରଫରୁ ଶ୍ରମିକ ନେତା ସ୍ବର୍ଗତ ଯୋଗେନ ଦାସଙ୍କ ସ୍ମୃତିସଭା ସୋମବାର ଅନୁଷ୍ଠିତ ହୋଇଯାଇଛି। ସଂଘର ସାଧାରଣ ସମ୍ପାଦକ ଅନାଦି ପ୍ରଧାନ ପୌରୋହିତ୍ୟ କରିଥିଲେ। ଉପସଭାପତି ଭାଗବତ ମହାପାତ୍ର, କୋଷାଧ୍ୟକ୍ଷ…

୫ ବଖରା ଜଳିଗଲା

ରୂପ୍‌ସା, ୧୪ା୪(ଡି.ଏନ୍‌.ଏ.)-ବାଲେଶ୍ୱର ସଦର ବ୍ଲକ ଆଙ୍କୋ ପଞ୍ଚାୟତ ଅନ୍ତର୍ଗତ ଆଘିରିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ୩ ପରିବାରର ୫ ବଖରା ବାସଗୃହ ଭସ୍ମୀଭୂତ ହେବା ସହ ୮ଲକ୍ଷ ଟଙ୍କାର ସମ୍ପତ୍ତି ଜଳି ଛାରଖାର ହୋଇଯାଇଛି। ପ୍ରହ୍ଲାଦ ଦାସଙ୍କର ୨ ବଖରା,…

୩୦ୟୁନିଟ୍‌ ରକ୍ତ ସଂଗ୍ରହ

ବାଲେଶ୍ୱର ଅଫିସ, ୧୪।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ପଞ୍ଚାୟତ ହାଇସ୍କୁଲଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଚ୍ଛା ସଙ୍ଗଠନ ପକ୍ଷରୁ ସୋମବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ୍‌ ୩୦ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଥିଲା। ସଙ୍ଗଠନ ପକ୍ଷରୁ ପ୍ରଥମେ…

ବାଲେଶ୍ୱରରେ ଖୋଲିଲା କୋଭିଡ଼-୧୯ ହସ୍‌ପିଟାଲ

ବାଲେଶ୍ୱର ଅଫିସ,୧୪।୪-ବାଲେଶ୍ୱର କୁରୁଡାସ୍ଥିତ ଜ୍ୟୋତି ହସ୍‌ପିଟାଲ କୋଭିଡ଼-୧୯ ହସ୍‌ପିଟାଲ ଭାବେ ସୋମବାର କାର୍ଯ୍ୟକ୍ଷମ ହୋଇଛି। ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ଏଥିଲାଗି ଅନୁଦାନ ଯୋଗାଇ ଦେଇଛନ୍ତି। ଏଠାରେ ରୋଗୀଙ୍କ ଚିକିତ୍ସା ମାଗଣାରେ କରାଯିବ। ଏହି ହସ୍‌ପିଟାଲରେ ୧୦୦ ଶଯ୍ୟା, ୧୨…

ଭୁବନେଶ୍ୱରୁ ସାଇକେଲରେ ଆସିଲେ ବ୍ରହ୍ମପୁର : ସ୍ବାବ୍‌ ପରୀକ୍ଷା ପାଇଁ ନମୁନା ସଂଗ୍ରହ

ବ୍ରହ୍ମପୁର ଅଫିସ,୧୪ା୪-ବ୍ରହ୍ମପୁର ମହାନଗର ନିଗମ ୩୧ ନଂ. ୱାର୍ଡ ଅନ୍ତର୍ଗତ କୋପରେଟିଭ କଲୋନୀ ୩ୟ ଲେନ୍‌ ଅଞ୍ଚଳର ଭୁବନେଶ୍ୱରରୁ ଫେରିଥିବା ଜଣେ ବ୍ୟକ୍ତିଙ୍କୁ ସୋମବାରରୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାନୁଯାୟୀ, ଜଣେ ୪୩ ବର୍ଷୀୟ ବ୍ୟକ୍ତି ଗତ ତିନିଦିନ…

କରୋନା ଯୁଦ୍ଧର ନାୟିକା ରମା : କର୍କଟ ଆକ୍ରାନ୍ତ ଅଙ୍ଗନୱାଡି କର୍ମୀଙ୍କୁ ପ୍ରଶଂସା

ହିଞ୍ଜିଳିକାଟୁ,୧୪ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୋମବାର ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖଣ୍ଡରା ଅଙ୍ଗନୱାଡ଼ି କେନ୍ଦ୍ର-୧ର କର୍ମୀ ରମା ସାହୁଙ୍କୁ ପ୍ରଶଂସା କରିଛନ୍ତି। ରମା କର୍କଟ ରୋଗରେ ଆକ୍ରାନ୍ତ…

ଡେଙ୍ଗୁରା ପିଟି ଚେତାବନୀ

ଅନୁଗୋଳ ଅଫିସ, ୧୪।୪-ଗଁ।କୁ ବାହାର ଲୋକ ଆସିଲେ ସ୍କୁଲ ଘରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ହେବ। ନଚେତ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ବେଡ଼ା ପଞ୍ଚାୟତ ହମାମୀରା ଗଁାରେ ରବିବାର ଡେଙ୍ଗୁରା ଦିଆଯାଇଥିବା ଭିଡିଓ ଭାଇରାଲ…

ଅସହାୟଙ୍କ ଦୁଃଖ ବୁଝିଲେ ଜିଲାପାଳ

ଅନୁଗୋଳ ଅଫିସ, ୧୪।୪ କରୋନା କଟକଣା ପାଇଁ ସୋମବାର ଓଡ଼ିଆ ନବବର୍ଷ ସାଙ୍ଗକୁ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଫିକା ପଡ଼ିଯାଇଛି। ଓଡ଼ିଆ ଘରର ଏହି ବଡ଼ ପର୍ବରେ କାଳେ କେହି ଅମାନିଆ କଟକଣାକୁ ବେଖାତିର କରି ଦେବାଳୟକୁ ଚାଲିଆସିବେ…

କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କଲେ ଶିଳ୍ପୀ

ଛେଣ୍ଡିପଦା,୧୪।୪(ସ୍ବ.ପ୍ର.)- କରୋନା ଯୋଦ୍ଧା ସାଜିଥିବା ରାଜ୍ୟ ପୋଲିସର ମନୋବଳ ବୃଦ୍ଧି ପାଇଁ ଛେଣ୍ଡିପଦା ବ୍ଲକ ଖମାର ଗ୍ରାମର ଶିଳ୍ପୀ ବୀରବର ବେହେରା ଓଡ଼ିଶା ପୋଲିସର ଏକ ଲୋଗୋ ତିଆରି କରିଛନ୍ତି। ସିମେଣ୍ଟରେ ନିର୍ମିତ ୫ ଫୁଟର ଏହି ଲୋଗୋକୁ ଆଇଜି ନରସିଂହ…

୧୩ ଶ୍ରମିକ ଉଦ୍ଧାର : କେନ୍ଦ୍ରାପଡ଼ାରୁ ଯାଉଥିଲେ ଛତିଶଗଡ଼

ଢେଙ୍କାନାଳ ଅଫିସ, ୧୪।୪ କେନ୍ଦ୍ରାପଡ଼ାରୁ ଛତିଶଗଡ଼ ଚାଲି ଚାଲି ଯାଉଥିବା ୧୩ଜଣ ଶ୍ରମିକଙ୍କୁ ଢେଙ୍କାନାଳ ସହର ଉପକଣ୍ଠ କଲେଜ ବାଇପାସ୍‌ରୁ ସୋମବାର ସନ୍ଧ୍ୟାରେ ଉଦ୍ଧାର କରାଯାଇଛି। ଛତିଶଗଡ଼ ନଉଗଁା ଅଞ୍ଚଳର ସମ୍ପୃକ୍ତ ଶ୍ରମିକମାନେ ଦୀର୍ଘଦିନ ହେଲା କେନ୍ଦ୍ରାପଡ଼ାରେ ରହି ଇଟାଭାଟିରେ କାମ…

କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହେଲ୍‌ଥ ସେଣ୍ଟର

ଢେଙ୍କାନାଳ ଅଫିସ, ୧୪।୪ ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି ଜିଲାସ୍ତରୀୟ କୋଭିଡ୍‌ ହେଲ୍‌ଥ ସେଣ୍ଟର। ରାଜ୍ୟ ସରକାର ଏବଂ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଅନୁଦାନରେ ଏହା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?