ଜେଲରେ ନୂଆ କଏଦୀଙ୍କ ପାଇଁ କ୍ୱାରାଣ୍ଟାଇନ ଓ୍ବାର୍ଡ
ସମ୍ବଲପୁର,୧୩।୪(ବ୍ୟୁରୋ)-କରୋନା ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ରାଜ୍ୟ ଓ ଦେଶ ବାହାରୁ ଆସିଥିବା ଲୋକଙ୍କୁ କ୍ବାରାନଣ୍ଟାଇନରେ ରଖିବାକୁ ବ୍ୟବସ୍ଥା କରାଯାଉଛି। ଏହାସହ ଅନେକ ଲୋକଙ୍କୁ ହୋମ୍ କ୍ବାରାନଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ସମ୍ବଲପୁର ମଣ୍ଡଳ କାରାଗାରରେ ମଧ୍ୟ କ୍ବାରାନଣ୍ଟାଇନ…
ପୂଜାର୍ଚ୍ଚନାରେ ସୀମିତ ହନୁମାନ ଜୟନ୍ତୀ
ସମ୍ବଲପୁର, ୧୩।୪ (ବ୍ୟୁରୋ)- କରୋନା ଭୂତାଣୁ ସମଗ୍ର ବିଶ୍ୱକୁ ଗ୍ରାସିଛି । ପ୍ରତିଷେଧକ ଭାବେ ଦେଶରେ ଲକ୍ ଡାଉନ ଚାଲିଛି । ସମସ୍ତ ଧାର୍ମିକ ପୀଠରେ ମଧ୍ୟ ତାଲା ଝୁଲୁଛି । ଏଣୁ ସମ୍ବଲପୁରର ପ୍ରସିଦ୍ଧ ହନୁମାନ ଜୟନ୍ତୀ ଶୋଭାଯାତ୍ରା କରୋନା…
କୋଇଡା ସାନିଟାଇଜ ହେଲା
ଟେନସା, ୧୩।୪ (ଡି.ଏନ.ଏ.): ସୁନ୍ଦରଗଡ ଜିଲା କୋଇଡାରେ ଅଗ୍ନିଶମ ବିଭାଗର କର୍ମଚାରୀ ମେଡିକାଲ, ତହସିଲ, ବ୍ଲକ, ଗଳିକନ୍ଦି, ଅସ୍ଥାୟୀ କ୍ବାରାଣ୍ଟାଇନ ସେଣ୍ଟରରେ ରସାୟନିକ ବିଷୋଧକ ସ୍ପ୍ରେ କରି ସାନିଟାଇଜ କରିଛନ୍ତି। ପୋଲିସ ଓ କୋଇଡା ପ୍ରଶାସନ ପକ୍ଷରୁ ଲୋକଙ୍କୁ ଘରୁ ବାହାରକୁ…
ସ୍କୁଲ୍ ହଷ୍ଟେଲକୁ ଆସିଥିବା ଡାଲି ବସ୍ତା ଦୋକାନରେ ବିକ୍ରି ହେବା ନେଇ ଉତ୍ତେଜନା
ନୂଆଗାଁ, ୧୩।୪ (ଡି.ଏନ.ଏ.): ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ହାତୀବାରି ହାଇସ୍କୁଲ ହଷ୍ଟେଲ ଛାତ୍ରୀଛାତ୍ରଙ୍କ ପାଇଁ ଆସିଥିବା ୩୦ କେଜି ହରଡ ଡାଲି ବସ୍ତାକୁ ବାହାର ଦୋକାନରେ ବିକ୍ରି କରାଯିବା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏହି ଘଟଣା ପ୍ରଘଟ…
ଅସ୍ତ୍ରଶସ୍ତ୍ର ଜବତ:ଶିକାରୀ ଫେରାର
କପ୍ତିପଦା,୧୩ା୪(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଝିଲ୍ଲିରୀବଣୀ ଅଞ୍ଚଳରୁ ପୋଲିସ ଶିକାର ପାଇଁ ବ୍ୟବହୃତ କେତେକ ଅସ୍ତ୍ରଶସ୍ତ୍ର ଜବତ କରିଛି। ଲକ୍ଷ୍ମଣ ଟୁଡୁଙ୍କ ଘରେ ଏହି ଅସ୍ତ୍ରଶସ୍ତ୍ର ଗଚ୍ଛିତ ଥିବା ଖବରପାଇ ଉଭୟ ବନ ବିଭାଗ ଓ ପୋଲିସ ପକ୍ଷରୁ…
ଶ୍ରୀ ମେଟାଲିକ୍ସ କାରଖାନା ପରିସର ସାନିଟାଇଜ୍
କେନ୍ଦୁଝର, ୧୩ା୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ଚାଲିଛି ସହର ଠାରୁ ଗ୍ରାମ ପର୍ଯ୍ୟନ୍ତ ବିଶୋଧନ। ସମସ୍ତ ପବ୍ଲିକ ଯାତାୟାତ ଅଫିସ, ସ୍ଥାନ ଆଦିକୁ ବିଶୋଧନ କରାଯାଇଛି। କରୋନା ପାଇଁ ଲକ୍ ଡାଉନ ଘୋଷଣା ହୋଇଥିଲେ ହେଁ କାରଖାନା ଗୁଡିକ ବାଦ କରାଯାଇଛି।…
ଘରକୁ ଘର କରୋନା ସମ୍ପର୍କିତ ଚିହ୍ନଟ କାର୍ଯ୍ୟକ୍ରମ
କେନ୍ଦୁଝର, ୧୩ା୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ ଆରମ୍ଭ କରିଛନ୍ତି । ଏନେଇ ସୋମବାର କେନ୍ଦୁଝର ପୌରାଞ୍ଚଳରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇ ବିଭିନ୍ନ ଓ୍ବାର୍ଡରେ ଘରକୁ ଘର ବୁଲି ପ୍ରତ୍ୟେକ…
ବିନା ଭକ୍ତରେ ଚାଲିଛି ମା’ ତାରିଣୀଙ୍କ ଚଇତି ପର୍ବ
କେନ୍ଦୁଝର, ୧୩ା୪ (ସ୍ବ.ପ୍ର.)-କରୋନା ପାଇଁ ଘଟଗାଁ ମା’ ତାରିଣୀ ପୀଠରେ ଭକ୍ତ ଶୂନ୍ୟ ହୋଇ ପଡିଛି। ମା’ଙ୍କ ଚଇତି ପର୍ବ ଚାଲିଥିବା ବେଳେ ସୋମବାର ପଣା ସଂକ୍ରାନ୍ତିରେ ମା’ଙ୍କ ଠାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ହୋଇଛି। ପ୍ରତ୍ୟେକ ବର୍ଷ ଏହି ଦିନରେ ଲକ୍ଷାଧିକ…
ପାନୀୟଜଳ ଦାବିରେ ରାସ୍ତାରୋକୋ
ଯୋଡ଼ା, ୧୩।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜୁରୁଡିସ୍ଥିତ କ୍ରେଚ ହଟିଂ ଅଞ୍ଚଳବାସୀ ବିଦ୍ୟୁତକାଟ୍ ଯୋଗୁ ପାନୀୟ ଜଳ ପାଇବାରୁ ବଞ୍ଚିତ ହେବାରୁ ରାସ୍ତା ଅବରୋଧ କରିଥିଲେ। ସୋମବାର ଅପରାହ୍ନ ପ୍ରାୟ ୨ ଘଟିକା ସମୟରେ ରାଜ୍ୟ ରାଜପଥ ନଂ ୨ ଜୁରୁଡି-…
କରୋନା ମୁକାବିଲା ବୈଠକ: ଯୋଗଦେଲେ ବିଭିନ୍ନ ସମ୍ପ୍ରଦାୟ, ଲୋକ ପ୍ରତିନିଧି
ଦାରିଙ୍ଗବାଡ଼ି,୧୩।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ କରୋନା ସଂକ୍ରମଣ ପ୍ରତିହତ ଏବଂ ଏହା ସଂକ୍ରମଣ ହେଲେ ପ୍ରଶାସନ ଏବଂ ଜନସାଧାରଣଙ୍କ ଦ୍ୱାରା କ’ଣ ସବୁ ପଦକ୍ଷେପ ନିଆଯିବା ଆବଶ୍ୟକ ସେନେଇ ଆଲୋଚନା ହୋଇଯାଇଛି। ବିଡିଓ ଡ. ଜଗଦୀଶ ଷଡ଼ଙ୍ଗୀ ବୈଠକର ଉଦ୍ଦେଶ୍ୟ…
ରାୟଗଡ଼ାରେ ଲୋକାର୍ପିତ ହେଲା କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ର
ରାୟଗଡ଼ା ଅଫିସ,୧୩ା୪: ରାୟଗଡ଼ା ଜିଲାର ଜେକେପୁର ଠାରେ ସୋମବାର ୧୦୦ ଶଯ୍ୟା ବିଶିଷ୍ଟ ଜିଲାସ୍ତରୀୟ କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ର ଉଦ୍ଘାଟିତ ହୋଇଛି। ସ୍ଥାନୀୟ ଇଏସ୍ଆଇ ହସ୍ପିଟାଲ୍ରେ ଏହି ସ୍ବତନ୍ତ୍ର ଚିକିତ୍ସାଳୟ କରାଯାଇଛି। ଜିଲାପାଳ ପ୍ରମୋଦ କୁମାର ବେହେରା ସୋମବାର ଏହାକୁ କରୋନା ସଂକ୍ରମିତ…
ବିଭିନ୍ନ ଅଞ୍ଚଳରେ କରାଗଲା ସାନିଟାଇଜ୍
ରାଇରଙ୍ଗପୁର, ୧୩।୪(ଡି.ଏନ.ଏ.)-କରୋନା ଭୂତାଣୁ ରୋକିବା ସକାଶେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରାଇରଙ୍ଗପୁର ସହରାଞ୍ଚଳ ସମେତ ବିଭିନ୍ନ ପୁରପଲ୍ଲୀ ଅଞ୍ଚଳର ରାସ୍ତାଘାଟକୁ ସାନିଟାଇଜ୍ କରାଯାଇଛି। ରାଇରଙ୍ଗପୁର ଦମକଳବାହିନୀ ପକ୍ଷରୁ ସୋମବାର ରାଇରଙ୍ଗପୁର ହସ୍ପିଟାଲ ପରିସରର ବିଭିନ୍ନ ରୁମ୍ ସମେତ ଏହାର ପରିସରକୁ ମଧ୍ୟ…

