ଆମ ଜିଲା ଖବର

ସାଲେପୁର, ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ

କଟକ ଅଫିସ, ୧୩।୪: କଟକ ଜିଲା ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ସୋମବାର ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ ୧୩ ନମ୍ବର ଓ୍ବାର୍ଡରୁ କଣ୍ଟେମେଣ୍ଟ ହଟାଯାଇଥିବା ବେଳେ ନିଶ୍ଚିନ୍ତକୋଇଲି ତହସିଲ ଜୟରାମପୁର ପଞ୍ଚାୟତ…

ଢେଙ୍କାନାଳରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ଚିକିତ୍ସାକେନ୍ଦ୍ର

ଢେଙ୍କାନାଳ ଅଫିସ୍, ୧୩ା୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଢେଙ୍କାନାଳ ସହରସ୍ଥିତ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ କୋଭିଡ-୧୯ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସୋମବାର କାର୍ଯ୍ୟକ୍ଷମ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାର ଶୁଭାରମ୍ଭ କରିଛନ୍ତି। ଶହେଟି…

କରୋନା କଟକଣାକୁ ଫୁ: ସନ୍ଧ୍ୟା ହେଲେ ଜମୁଛି ଲୁଡୁ, ତାସ୍‌ ଆସର

ଚୌଦ୍ୱାର,୧୩ା୪(ଡି.ଏନ୍‌.ଏ.): କରୋନା ଭଳି ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ବିଶ୍ୱ ଆଜି ଚିନ୍ତାରେ। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ଏହି ଭୂତାଣୁ ରୋକିବା ଦିଗରେ ସଚେତନା ହଁି ଏକମାତ୍ର ବିକଳ୍ପ ବୋଲି ବାରମ୍ବାର ପ୍ରଚାର କରୁଛନ୍ତି।…

ଫିକା ପଡ଼ିଲା ମା’ ଗଡ଼ଚଣ୍ଡୀଙ୍କ ବିଷୁବ ମେଳା: ବିଭିନ୍ନ ମନ୍ଦିରରେ ତାଲା ପକାଇଲା ପ୍ରଶାସନ

ବନ୍ତ,୧୩ା୪(ଡି.ଏନ୍‌.ଏ.) : କରୋନା ଲକ୍‌ଡାଉନ୍‌ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋସ୍ଥିତ ମା’ଗଡ଼ଚଣ୍ଡୀଙ୍କ ପୀଠରେ ମହାବିଷୁବ ମେଳା ଚଳିତବର୍ଷ ଫିକା ପଡ଼ିଛି। ପ୍ରଶାସନିକ କଟକଣା ଯୋଗୁ ଅଳ୍ପ ସମୟ ମଧ୍ୟରେ ପୂଜାକାର୍ଯ୍ୟ ଶେଷ ହୋଇଥିଲା ା ମାନସିକ ରଖିଥିବା ଭକ୍ତମାନେ…

ଜୟପୁରରେ ଶୁଭାରମ୍ଭ ହେଲା କୋଭିଡ୍‌ ହସ୍ପିଟାଲ

ଜୟପୁର,୧୩ା୪(ଡି.ଏନ୍‌.ଏ.): କୋରାପୁଟ ଜିଲାର ଏକମାତ୍ର କୋଭିଡ୍‌ ହସ୍ପିଟାଲ ଜୟପୁରସ୍ଥିତ ପୁରାତନ ଚିକିତ୍ସାଳୟଠାରେ ସୋମବାର ଶୁଭାରମ୍ଭ ହୋଇଛି। ଜିଲାପାଳ ମଧୁସୂଦନ ମିଶ୍ର ଏହାକୁ ଉଦ୍‌ଘାଟନ କରିଥିଲେ। ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଏହି ହସ୍ପିଟାଲରେ ୧୫୦ ଶଯ୍ୟା ରହିବା ସହିତ ୩ଟି ଭେଣ୍ଟିଲେଟର ଏବଂ…

ସାମାଜିକ ଦୂରତା ରକ୍ଷାକରି ପାଳିତ ହେଲା ହନୁମାନ ଜୟନ୍ତୀ, ଓଡ଼ିଆ ନୂଆବର୍ଷ

ପାଟଣା,୧୩।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଛକସ୍ଥିତ ହନୁମାନ ମନ୍ଦିରରେ ସୋମବାର ମହାବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ସକାଶେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଛି। ମହାମାରୀ କରୋନା ସଂକ୍ରମଣ ସକାଶେ ଲକ୍‌ଡାଉନ ଜାରି ରହିଥିବାରୁ…

ମାସ୍କ ପିନ୍ଧି ନ ଥିବା ୧୦୦ ଜଣଙ୍କୁ ଧରିଲା ପୋଲିସ

ବଲାଙ୍ଗୀର ଅଫିସ,୧୩ା୪: ଲକ୍‌ଡାଉନ୍‌ ନିୟମ ଅଭିଯୋଗରେ ବଲାଙ୍ଗୀର ସହରର ବିଭିନ୍ନ ଛକରେ ପୋଲିସ ପକ୍ଷରୁ ସୋମବାର ମାସ୍କ ପିନ୍ଧି ନ ଥିବା ୧୦୦ ଜଣଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଲକ୍‌ଡାଉନ୍‌ କଟକଣା ବୃଦ୍ଧି କରାଯିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ମଧ୍ୟ…

ଧୂଳିଧୂଆଁରେ ପରିପୂର୍ଣ୍ଣ ଯୋଡ଼ା-ବାମେବାରୀ ରାସ୍ତା, ଜନଜୀବନ ଅସ୍ତବ୍ୟସ୍ତ: ପ୍ରତିଦିନ ଜଳ ସିଞ୍ଚନ ଦାବି

ଯୋଡ଼ା, ୧୩।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ କମାରଯୋଡ଼ା ତାରିଣୀ ଛକ ଓ ବାଂଶପାଣି ଅଞ୍ଚଳବାସୀ ଧୂଳିଧୂଆଁରେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ଏ ନେଇ ସ୍ଥାନୀୟ ମହିଳାମାନେ ସୋମବାର ପୂର୍ବାହ୍ନରେ ଯୋଡ଼ା-ବାମେବାରୀ ୨ ନମ୍ବର ରାଜ୍ୟ ରାଜପଥକୁ ଅବରୋଧ କରିଥିଲେ। ପ୍ରାୟ…

କୋଭିଡ୍‌ ଫଣ୍ଡ୍‌କୁ ୩,୫୧,୧୧୧ ଟଙ୍କା ପ୍ରଦାନ: ଚେକ୍‌ ଗ୍ରହଣ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୧୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ସମ୍ମୁଖରେ ସୋମବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ପହଞ୍ଚି ୩ଲକ୍ଷ ୫୧ ହଜାର ୧ ଶହ ୧୧ ଟଙ୍କାର ଏକ ଚେକ୍‌ ଗ୍ରହଣ କରିଛନ୍ତି। ଉକ୍ତ ଚେକ୍‌ ଶେରଗଡ଼ ବ୍ଲକର ସମସ୍ତ…

ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ଗୁଡଭେଲା, ୧୩।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଡାହିମାଳ ଛକର ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସୋମବାର ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ତୁଷୁରା ତହସିଲଦାର…

ଶ୍ରୀମନ୍ଦିରରେ ପଣାସଂକ୍ରାନ୍ତି ନୀତି: ଆଜିଠୁ ନୂତନ ପାଞ୍ଜି ପ୍ରଚଳନ

ପୁରୀ ଅଫିସ,୧୩ା୪: ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହୋଇଛି। ଦୈନନ୍ଦିନ ନୀତି ଅନୁଯାୟୀ, ଦ୍ୱାରଫିଟା, ମଙ୍ଗଳ ଆଳତି, ଅବକାଶ ବେଶ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳପୂଜା, ଗୋପାଳବଲ୍ଲଭ ନୀତି ହୋଇ ସକାଳ ଧୂପ ପଣାସଂକ୍ରାନ୍ତି…

କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ

ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି। ବଜାର ବ୍ୟବସ୍ଥା ସୁଗମ ହୋଇ ପାରି ନ ଥିବା ଯୋଗୁ ଚାଷୀଙ୍କ ପରିବା କିଆରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?