ଆମ ଜିଲା ଖବର

ଗଞ୍ଜାମ ଜିଲାର ୭.୨ ଲକ୍ଷ ଘରେ ସର୍ଭେ : ଫ୍ଲୁ ଥିବା ବ୍ୟକ୍ତିଙ୍କର ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନିଂ

ଛତ୍ରପୁର, ୧୩।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗତ ତିନି ଦିନ ହେଲା ଗଞ୍ଜାମ ଜିଲାର ୭ ଲକ୍ଷ ୨ ହଜାର ୭୪୮ ଘରକୁ ଅଙ୍ଗନବାଡି, ଆଶା କର୍ମୀ ଓ ଶିକ୍ଷକକମାନେ ଯାଇ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ସର୍ଭେ କରିଛନ୍ତି।…

ମତ୍ସ୍ୟଜୀବୀଙ୍କୁ ମାଛ ବିକ୍ରି ଚିନ୍ତା

ପୁରୀ ଅଫିସ,୧୩ା୪: ପୁରୀ ଜିଲାର ପେଣ୍ଠକଟା, କୋଣାର୍କ, ଅସ୍ତରଙ୍ଗ, ବ୍ରହ୍ମଗିରି, କୃଷ୍ଣପ୍ରସାଦ, କାକଟପୁର ଅଞ୍ଚଳରେ ହଜାର ହଜାର ମତ୍ସ୍ୟଜୀବୀ ବାସ କରୁଛନ୍ତି। କରୋନା ପାଇଁ ବେଉସା ବନ୍ଦ ହୋଇଯିବାରୁ ମତ୍ସ୍ୟଜୀବୀ ପରିବାର ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏବେ ସରକାର ମାଛଚାଷ, ଧରିବା…

ମହାବିଷୁବ ସଂକ୍ରାନ୍ତି: ଭକ୍ତଙ୍କୁ ମନ୍ଦିର ମନା, ୬ ଟିମ୍‌ ରଖିଛି କଡ଼ା ନଜର

ଦାରିଙ୍ଗବାଡ଼ି,୧୩ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇର୍ଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ପାଇଁ ସ୍ଥାନୀୟ ପୋଲିସ ପ୍ରଶାସନ ଏବଂ ତହସିଲଦାର, ବିଡିଓଙ୍କ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୋମବାର…

ସାନିଟାଇଜ ହେଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ରାଇସୁଆଁ,୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ବିଧିବଦ୍ଧ ଭାବେ ସଚେତନ କରାଯାଉଛି । ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ପଦ୍ମପୁର ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ପରିସରକୁ ସୋମବାର ଏମ୍‌ଏସ୍‌ପି କାରଖାନା ପକ୍ଷରୁ…

ମୁଖ୍ୟ ରାସ୍ତା ପାର୍ଶ୍ୱରେ ଉଠା ପରିବା ଦୋକାନୀ, ମିନି ଷ୍ଟାଡିୟମ ପଡ଼ିଆରେ ବିକ୍ରି ଅନୁମତି ଦାବି

ଗଞ୍ଜାମ,୧୩ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି। ଯାହା ସରକାରଙ୍କ ଚିନ୍ତା ବଢ଼ାଉଛି। ଏଥିପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଭୟରେ ଲୋକେ ଘରୁ ବାହାରି ପାରୁନାହାନ୍ତି ।…

ଯାଜପୁର: ବ୍ରହ୍ମବରଦାରୁ ଉଠିଲା ସଟ୍‌ଡାଉନ୍‌, ଲକ୍‌ଡାଉନ୍‌ ବଳବତ୍ତର; ଖୋଲିଲା କିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ

ରସୁଲପୁର,୧୩ା୪(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମବରଦା ଅଞ୍ଚଳର ୩କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବରେ ଘୋଷଣା କରାଯାଇଥିଲା। ଏଥିପାଇଁ ଏହି ଅଞ୍ଚଳକୁ ଲକ୍‌ଡାଉନରୁ…

ଖୋର୍ଦ୍ଧା: ୩୬ ମନ୍ଦିରରେ ୧୪୪ ଧାରା, ଜରିପୁଟ ସଙ୍କଟମୋଚନ ମନ୍ଦିରରେ ୧୦ଦିନ କଟକଣା

ଖୋର୍ଦ୍ଧା ଅଫିସ,୧୩ା୪: ଖୋର୍ଦ୍ଧା ଜିଲାର ୩୬ଟି ମନ୍ଦିର ଓ ଶୈବପୀଠରେ ୧୪୪ ଧାରା ଜାରି କରାଯାଇଛି। ସୋମବାର ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଥିବାରୁ ସମ୍ପୃକ୍ତ ପୀଠସ୍ଥଳିଗୁଡ଼ିକରେ ଭକ୍ତଙ୍କ ସମାଗମ ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। କରୋନା…

ଅସହାୟଙ୍କୁ ସହାୟ ହୁଅ- ଭିଡିଓ କନ୍‌ଫରେନ୍ସରେ ଭାଜପା ନେତାଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ

ଅନୁଗୋଳ ଅଫିସ, ୧୩।୪- ଅନୁଗୋଳ ଜିଲାର ବରିଷ୍ଠ ଭାଜପା ନେତାମାନଙ୍କ ସହ ରବିବାର ଭିଡିଓ କନ୍‌ଫରେନ୍ସ (ଭିସି) ମାଧ୍ୟମରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଦଳୀୟ ନେତାମାନଙ୍କୁ ନାନା ପରାମର୍ଶ ଦେଇଥିଲେ। ପ୍ରଧାନ କହିଥିଲେ ଯେ,…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ପାଟଣା, ୧୩ା୪(ସ୍ବ.ପ୍ର.)-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ପରେ ହତ୍ୟା ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ଲୋକନାଥ ମହାନ୍ତ ନାମକ ଯୁବକଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଛି। ତାଙ୍କ ଘର ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ବଲାଣିପାସି ଗ୍ରାମରେ। ଏହି…

କଟକଣା ମଧ୍ୟରେ ଚାଲିବ ହାଟ; ରହିବ ୫ ଫୁଟର ବ୍ୟବଧାନ

ଅନୁଗୋଳ ଅଫିସ, ୧୩।୪- କରୋନା ପାଇଁ ଚାଷୀ କୁଳ ଓ କ୍ଷୁଦ୍ର ବ୍ୟବସାୟୀମାନେ ସମସ୍ୟାରେ ପଡ଼ିଥିଲେ। ବିଶେଷକରି ହାଟଗୁଡ଼ିକ ଉପରେ ପ୍ରଶାସନ ଓ ପୋଲିସ କଟକଣା ଲଗାଇଥିବାରୁ କ୍ଷେତରେ ଫଳିଥିବା ପରିବା ଚାଷୀମାନେ ବିକ୍ରି ପାଇଁ ଆଣିପାରୁ ନ ଥିଲେ। ଫଳରେ…

ଲକ୍‌ଡାଉନ ବଢାଇଲା ଚାଷୀଙ୍କ ଦୁର୍ଦ୍ଦଶା

କର୍ଲାମୁଣ୍ଡା, ୧୩ା୪(ଡି.ଏନ.ଏ.) ଲକ୍‌ଡାଉନ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳର ପରିବା ଓ ତରଭୁଜ ଚାଷୀ ସଙ୍କଟରେ ପଡିଛନ୍ତି। ଚଳିତ ବର୍ଷ ଅନୁକୂଳ ପାଗ ଯୋଗୁ ଭଲ ଫସଲ ହୋଇଥିଲେ ମଧ୍ୟ ଲକ୍‌ଡାଉନ ଜନିତ କଟକଣା ଯୋଗୁ ଏ ସବୁ…

ବାପାଙ୍କ ସ୍ମୃତିରେ ଖାଦ୍ୟ ପୁଡିଆ ବାଣ୍ଟିଲେ ଝିଅପୁଅ

ସୋର, ୧୩ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ପାଇଁ ଲୋକେ ବାହାରକୁ ବାହାରି ନ ପାରି ଘରେ ହାତଯୋଡି ବସିଥିବା ବେଳେ ସେମାନଙ୍କ ଆର୍ଥତ୍କ ସ୍ଥିତି ଏବେ ଦୁର୍ବଳ ହୋଇଛି। ବିଶେଷ କରି ଶ୍ରମିକ ଶ୍ରେଣୀ ଦିନମଜୁରିଆ ଖଟିଖିଆଙ୍କୁ ଏହି ଲକଡାଉନ୍‌ ଅଧିକ ବାଧୁଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?