ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…
ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ ଛାତ୍ରୀଛାତ୍ରଙ୍କ ବିକାଶ ହୋଇପାରିବ ବୋଲି କହିଥିଲେ। ତେଣୁ…
ଯୋଡ଼ାରେ ବିଦେଶୀ ପକ୍ଷୀ
ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ ପକ୍ଷୀ ସମ୍ପର୍କରେ ବନପାଳ ତ୍ରିନାଥ ଜେନାଙ୍କୁ ପଚାରିବାରୁ, ଏହି ପକ୍ଷୀ ସାଧାରଣତଃ ଭାରତର…
ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା
ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରତର ଅନ୍ୟାନ୍ୟ ମେଳାମାନଙ୍କ ମଧ୍ୟରୁ ବୈଶାଖ ମେଳା…
ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ
ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ ହୋଇଛି । ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ସମୁଦ୍ର…
ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…
ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି । ଆଉ ପାଣି ବିଲ୍ ଆଦାୟ ପାଇଁ ଅସ୍ଥାୟୀ ଭାବେ କିଛି ମହିଳାଙ୍କୁ…
ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର
ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ ପ୍ରଭାବିତ ହେଉଛନ୍ତି ସହରର ଗରିବ ଖଟିଖିଆ ଲୋକେ । ଉଚ୍ଛେଦ ପରେ ସେମାନଙ୍କ…
ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…
ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ ଆତ୍ମସମର୍ପଣ କରିଥିବା ଜଣାପଡିଛି। ତେବେ ତାଙ୍କୁ ଧରାଇ ଦେବା ପାଇଁ ୫୫ ଲକ୍ଷର ପୁରସ୍କାର…
ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …
ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ ବୁରୂଜା ଗ୍ରାମ ଘଞ୍ଚ ଜଙ୍ଗଲ ମଧ୍ୟରୁ ଜବତ…
ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…
ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ । ଜିଆରପି ପୋଲିସ ସେମାନଙ୍କ ଠାରୁ ୧୨କିଲୋ ୫୦୦ ଗ୍ରାମ ଗଞ୍ଜେଇ ସହ ନଗଦ…
କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….
ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ । ଗତ ୧୭ ତାରିଖ ପୁର୍ବାହ୍ନ ପ୍ରାୟ ୧୦…
ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …
ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍ ଉଦୟଗିରୀ ଏସଡିପିଓ ରାକେଶ କୁମାର ସାହଙ୍କ ନିର୍ଦ୍ଦେଶରେ ଗଞ୍ଜେଇ ମୁକ୍ତ ଅଭିଯାନ ଚାଲିଛି। ମୋହନା ଥାନା ଓ…
ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ
ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏପରିକି ତାଙ୍କ ସହ ଅନ୍ୟ ୧୭ଜଣ ଟପ୍ ମାଓବାଦୀ ନେତା…
Archives


