ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍
ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଉଳ ଏଟିଏମ୍ର ଶୁଭାରମ୍ଭ କରିଛନ୍ତି। ହିତାଧିକାରୀଙ୍କ ପାଇଁ…
ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି
ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣିରେ ମୋଟ ୨୨୧ଟି ଅଭିଯୋଗ ରହିଥିଲା। ସେଥିମଧ୍ୟରେ ସାମୂହିକ ୧୨୧ଟି ରହିଥିବା ବେଳେ…
ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ
ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ ବ୍ୟକ୍ତି ଭାସିଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଜଣଙ୍କୁ ଉଦ୍ଧାର କରାଯାଇଛି ଏବଂ…
ଗୁଡ଼ାରି ଏନ୍ଏସିରେ ଜାତୀୟ ପତାକାକୁ ଅବମାନନା
ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଜାତୀୟ ପତାକା ଉତ୍ତୋଳନ ସମୟରେ ପତାକା ବନ୍ଧାଯାଇଥିବା ଦଉଡ଼ି ଟାଣିବା ବେଳେ ଏନ୍ଏସିର…
ବ୍ୟାପୁଛି ସ୍କ୍ରବ ଟାଇଫସ୍: ଦିନକରେ ୨୨ ପଜିଟିଭ ଚିହ୍ନଟ
ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍ ଗାଁରେ ପହଞ୍ଚିଛି। ଡାକ୍ତରୀ ଟିମ୍ ଘରକୁ ଘର ବୁଲି ରୋଗୀଙ୍କ ରକ୍ତ ନମୁନା ସଂଗ୍ରହ…
୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ
ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ ଦାବିରେ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିସହ ସେମାନେ କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି। ଆଶା…
ସଫଳତା ପାଇଁ ଗଞ୍ଜାମ ଏନ୍ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…
ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍ଏସି ପୁରସ୍କୃତ ହୋଇଛି। ସ୍ୱାୟତ୍ତ ଶାସନ ଦିବସ ଅବସରରେ କୃଷି ଓ ପ୍ରଯୁକ୍ତି ବିଦ୍ୟା ବିଶ୍ୱବିଦ୍ୟାଳୟର କୃଷି…
ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…
ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ରାଜପୁର ଗ୍ରାମର ଧ୍ରୁବ ଗୌଡ଼ ବୋଲି…
କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା
କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ । ତେବେ ଜଣେ ବୃଦ୍ଧ ନାବାଳିକାଙ୍କୁ ଅପହରଣ କରିବା ନେଇ ଅଭିଯୋଗ ହୋଇଥିଲା…
ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ
ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ କୁମାର ଦାସ ଆଜି ଉକ୍ତ ମାମଲାର ଶୁଣାଣି କରିଛନ୍ତି । ଜଜ ଅଭିଯୁକ୍ତଙ୍କୁ…
ସରକାରୀ ବସ୍ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ
ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ ଖୋଲାମେଲାରେ ଯାତ୍ରୀମାନେ ଯାତାୟାତ କରୁଛନ୍ତି। ଏନେଇ ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ସିକପାଟା…
ପୁରୁଷୋତ୍ତମପୁରରେ ସ୍ୱାୟତ୍ତଶାସନ ଦିବସ, ଏନଏସିରେ ରାସ୍ତା ସ୍ବଚ୍ଛତାର ମୁଖା….
ପୁରୁଷୋତ୍ତମପୁର,୩୧।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ସ୍ୱାୟତ୍ତଶାସନ ଦିବସ ପାଳିତ ହୋଇଛି । ମଞ୍ଚରେ ଉତ୍ସବ, ଭାଷଣରେ ବିକାଶ, ସଂକଳ୍ପରେ ସ୍ବଛତା ଓ ସୁନ୍ଦର ସହର। କିନ୍ତୁ ମଞ୍ଚରୁ ତଳକୁ ଓହ୍ଲାଇ ସହରର ଗଳିକନ୍ଦିକୁ ଗଲେ ଦେଖାଯାଉଛି ଏକ ସମ୍ପୂ୍ଣ୍ଣ…

