ଆମ ଜିଲା ଖବର

ପୁରୁଷୋତ୍ତମପୁରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ, ଦଳୀୟ ନେତୃବୃନ୍ଦ…

ପୁରୁଷୋତ୍ତମପୁର, ୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଓ ନଗର ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପୁରୁଷୋତ୍ତମପୁରର ପାଣ୍ଡିଆ ଛକ ନିକଟରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ…

ଅରଖପୁର ଗୁଳିକାଣ୍ଡ: ଅଭିଯୋଗକାରୀ ହିଁ ନିଜେ ସୂତ୍ରଧର, ରଚିଥିଲେ ହାଇ-ଭୋଲଟେଜ୍‌ ନାଟକ, ପର୍ଦ୍ଦାଫାଶ କଲା…

ପୁରୁଷୋତ୍ତମପୁର, ୫।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଚାଞ୍ଚଲ୍ୟ ଖେଳାଇଥିବା ଗୁଳିକାଣ୍ଡ ଘଟଣାର ରହସ୍ୟ ଉପରୁ ପରଦା ହଟାଇଛି ପୋଲିସ। ଯେଉଁ ଯୁବକ ଜଣକ ଗୁଳିମାଡ଼ର ଶିକାର ହୋଇଥିବା ଅଭିଯୋଗ କରିଥିଲେ, ସେ ନିଜେ…

ଜଗନ୍ନାଥ ମନ୍ଦିରରୁ ଚୋରି: ରୂପା ଅଳଙ୍କାର ସହ ପୂଜା ସାମଗ୍ରୀ ଗାଏବ,ଗ୍ରାମବାସୀଙ୍କ ମଧ୍ୟରେ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଗର୍ଜନ ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରରୁ ରୂପା ଅଳଙ୍କାର ସହ ଅନ୍ୟାନ୍ୟ ପୂଜା ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ମନ୍ଦିରରେ ଚୋରି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଆସନ୍ତୋଷ…

ବିରିପୁରରେ ମାଙ୍କଡ଼ ଆତଙ୍କ: ୮ ଆହତ, ଭୟଭୀତ ଗ୍ରାମବାସୀ

ଗଞ୍ଜାମ,୫।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ବିରିପୁର ଗ୍ରାମରେ ମାଙ୍କଡ଼ ଆତଙ୍କ ଯୋଗୁଁ ଭୟଭୀତ ଅବସ୍ଥାରେ ଗ୍ରାମବାସୀ । ଗୋଟିଏ ମାଙ୍କଡ଼ ଆତଙ୍କ ଖେଳାଇଥିବା ନେଇ ଜଣାପଡିଛି । କିଛି ଦିନ ମଧ୍ୟରେ ଗ୍ରାମର ୮ଜଣକୁ କାମୁଡି…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟାର କାରଣ ଜାଣିଲେ….

କୋରାପୁଟ,୫।୩(ଅମିତାଭ ବେହେରା ): କୋରାପୁଟ ସର୍କିଟ ହାଉସ ନିକଟରେ ଥିବା ରିଜର୍ଭ ଫରେଷ୍ଟ ପାହାଡ଼ରେ ମହିଳାଙ୍କ ଆତ୍ମହତ୍ୟା । ଗୁରୁବାର ଅପରାହ୍ନରେ ମହିଳା ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଘଟଣା ସ୍ଥଳରେ କୋରାପୁଟ ଟାଉନ ଥାନା ପୋଲିସ…

ସରିଲା ଗଞ୍ଜାମର ଐତିହାସିକ ଦୋଳଯାତ୍ରା: ବେଲୁନ୍‌-ଚଣା ବେପାରୀଙ୍କଠାରୁ ଟଙ୍କା ଆଦାୟ ଅଭିଯୋଗ

ଗଞ୍ଜାମ,୫ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ପ୍ରସିଦ୍ଧ ଐତିହାସିକ ଦୋଳଯାତ୍ରା ସୁରୁଖୁରୁରେ ଶେଷ ହେଇଛି। ଗଞ୍ଜାମ ଥାନା ପୋଲିସ ଓ ଏନ୍‌ଏସି ପ୍ରଶାସନର ସହାୟତାରେ ଏହି ଦୋଳଯାତ୍ରା ଏକ ପ୍ରକାର ଶାନ୍ତିଶୃଙ୍ଖଳାର ସହ ସରିଛି। କିନ୍ତୁ…

ବଗିଚାକୁ ଯାଇଥିବା ବେଳେ ଯୁବକଙ୍କୁ ଗୋଡାଇ ଗୋଡାଇ କାମୁଡିଲା ବାର୍‌ହା, ତାପରେ…

ତୁମୁଡିବନ୍ଧ,୫।୩(ଦୀପକ କୁମାର ପରାସେଠ): ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ଲଂକାଗଡ଼ ପଞ୍ଚାୟତର ହାତିମୁଣ୍ଡା ଗ୍ରାମରେ ଦେଖିବାକୁ ମିଳିଛି ଗୁରୁତର ଯୁବକ ହେଲେ ଲଂକାଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ହର…

ମଦ ପିଇ ହୋଲି ଖେଳୁଥିଲେ ଦୁଇ ସାଙ୍ଗ, ନିଶାରେ ଚୂର୍‌ ଥାଇ ଭୁଲିଗଲେ ସବୁକିଛି, ପରେ ଘଟିଲା ଏମିତି…

ଯାଜପୁରରୋଡ୍‌,୫ା୩(ପବିତ୍ର ରଞ୍ଜନ ମହାନ୍ତି): ହୋଲି ହେଲା କାଳ, ରଙ୍ଗ ବୋଳାବୋଳି ସହ ଖୁସିର ପର୍ବ ପରେ ଘରେ ପଡ଼ିଛି କାନ୍ଦବୋବାଳି। ପୋଖରୀରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ବୁଧବାର ହୋଲି ଖେଳିବା ପରେ ୟୁପିରୁ ଆସି…

ଛେଣ୍ଡିପଦା ବିଧାୟକଙ୍କ ଗାଡ଼ି ଧକ୍କାରେ ଯୁବକ ଆହତ, ବାମ ଗୋଡରେ ଲାଗିଛି…..

ଢେଙ୍କାନାଳ,୫।୩(ରତନ ନାୟର): ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରାଙ୍କ ଫରଚ୍ୟୁନର ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଗୁରୁବାର ଛେଣ୍ଡିପଦା ବିଧାୟକ ନିଜ ଗାଡ଼ିରେ ଛେଣ୍ଡିପଦାରୁ ଢେଙ୍କାନାଳ ଦେଇ ଭୁବନେଶ୍ୱର ଯାଉଥିବା ବେଳେ ରାସ୍ତାରେ ଏହି ଦୁର୍ଘଟଣା ହୋଇଛି ।…

ପାରମ୍ପରିକ ରୀତିନୀତିରେ ରଙ୍ଗ ଖେଳି ଭାଇଚାରାର ବାର୍ତ୍ତା ବାଣ୍ଟିଲେ

ଥୁଆମୂଳ ରାମପୁର,୫ା୩: ଅଧ୍ୟାତ୍ମିକତା ଓ ପାରମ୍ପରିକ ରୀତିନୀତି ମଧ୍ୟରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସ୍ଥାନରେ ରଙ୍ଗର ପର୍ବ ‘ହୋଲି’ ଅତି ଉତ୍ସାହ ଓ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି। ସହରଠାରୁ ଆରମ୍ଭ କରି ପଲ୍ଲୀ ପର୍ଯ୍ୟନ୍ତ ସବୁଠି…

ଦିଗପହଣ୍ଡିରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ କବିସୂର୍ଯ୍ୟ କଲ୍ୟାଣ ମଣ୍ଡପ ପରିସରରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ବିଜେଡ଼ି ଦିଗପହଣ୍ଡି ବ୍ଲକ…

୭ରୁ ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ, ଏଥର ମହିଳା ଆଇନଜୀବୀଙ୍କ ପାଇଁ ରହିଛି…

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ ମାର୍ଚ୍ଚ ୨୮ରେ ହେବ। ଏଥିପାଇଁ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ସମୟ ଧାର୍ଯ୍ୟ ହୋଇଛି। ୧୧ ତାରିଖରେ ଯାଞ୍ଚ ହେବ। ଯୋଗ୍ୟ ପ୍ରାର୍ଥୀ ତାଲିକା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?