ଆମ ଜିଲା ଖବର

ଢେଙ୍କାନାଳ ଜିଲାର ୮୩ କେନ୍ଦ୍ରରେ ୧୭,୨୨୮ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତ

ଢେଙ୍କାନାଳ ଅଫିସ,୧୯।୨: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଢେଙ୍କାନାଳ ଜିଲାରେ ୮୩ଟି କେନ୍ଦ୍ରରେ ୧୭,୨୨୮ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ବ୍ରଜନାଥ ବଡଜେନା ହାଇସ୍କୁଲ ବୁଲି ଦେଖିଛନ୍ତି।…

ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ: ୮ ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ଚିତ୍ରକୋଣ୍ଡା,୧୯।୨(ଡି.ଏନ୍‌.ଏ.): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ମାଲକାନଗିରି ଜିଲା ଚିତ୍ର୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୮ଗୋଟି ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା…

ମାଟ୍ରିକ ପରୀକ୍ଷା ଆରମ୍ଭ: ରାଜନଗରରେ ୨,୪୭୯ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା

ରାଜନଗର, ୧୯।୨(ଡି.ଏନ୍‌.ଏ.): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାର ସକାଳ ୧୦ଟାରୁ ଆରମ୍ଭ ହୋଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ୧୪ଟି ସେଣ୍ଟରରେ ୨,୪୭୯ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଏଥିମଧ୍ୟରୁ ୬ଟି ସେଣ୍ଟରରେ ସିସିଟିଭି ଲଗାଯାଇଛି।…

କୋରାପୁଟ ଜିଲାର ୬୩ଟି କେନ୍ଦ୍ରରେ ଚାଲିଛି ମାଟ୍ରିକ୍‌ ପରୀକ୍ଷା

ଜୟପୁର, ୧୯।୨(ଡି.ଏନ.ଏ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। କୋରାପୁଟ ଜିଲାରେ ୬୩ଟି କେନ୍ଦ୍ର ପରୀକ୍ଷା ଚାଲିଛି। ସେହିପରି ଜୟପୁର ସହରର ୪ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେଉଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି…

ଶାଳଗଛ କାଟିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୧୮।୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ବ୍ରାହ୍ମଣୀଗାଁ ବନ ବିଭାଗ ପକ୍ଷରୁ ଜଣେ କାଠ ମାଫିଆକୁ ଗିରଫ କରିବା ସହ କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ବନାଞ୍ଚଳ କାରଟିଙ୍ଗିଆ ପଞ୍ଚାୟତ ତିଆରି ଗାଁର ରାଧାକାନ୍ତ ପ୍ରଧାନ ବୋଲଇ…

ଚୋରା ଚାଲାଣ କାଠ ଜବତ

କେନ୍ଦୁଝର,୧୯।୨ (ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ପକ୍ଷରୁ ବିଭିନ ସ୍ଥାନରୁ ଚୋରା ଚାଲାଣ କାଠ ସହିତ ତିନୋଟି ଗାଡି ଜବତ କରାଯାଇଛି। ବାଉରୀପଦା ନିକଟରୁ ଦୁଇଟି ଓ ଜୁଡ଼ିଆରୁ ଗୋଟିଏ ଗାଡି ଜବତ କରାଯାଇଥିବା ବେଳେ ମାଫିଆମାନେ ଫେରାର ହୋଇଯାଇଥିଲେ। ତିନୋଟି…

ସନୋଜ ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ଦାରିଙ୍ଗବାଡି,୧୯।୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡିର ୫୯ ନଂ ଜାତୀୟ ରାଜପଥ କଡରେ ବୁଧବାର ଏକ ନୂତନ ପେଟ୍ରୋଲ ପମ୍ପ ଉଦଘାଟନ ହୋଇଯାଇଛି। ଏହାକୁ ସନୋଜ ଫିଲିଙ୍ଗ ଷ୍ଟେସନର ମାଲିକ ସନୋଜ କୁମାର ସାହୁଙ୍କ ବଡଭାଇ ତଥା ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର…

ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍‌ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ତାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀକୁ…

ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ

ପୁରୀ ଅଫିସ, ୧୮ା୨: ଶ୍ରୀମନ୍ଦିର ଭିତରକୁ କେହି ପାନ, ଗୁଟ୍‌ଖା ଖାଇ ଯାଇପାରିବେ ନାହିଁ। ଏହା ଉପରେ କଟକଣା ଲଗାଇଛି ମନ୍ଦିର ପ୍ରଶାସନ। ଅବମାନନା କଲେ ଜରିମାନା ଆଦାୟର ବ୍ୟବସ୍ଥା ହୋଇଛି। ଏହାସତ୍ତ୍ବେ କେତେଜଣ ସେବାୟତ, କର୍ମଚାରୀ ଏବଂ ଯାତ୍ରୀ ଗୁମାସ୍ତା…

ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌ ଆଈନାତି: ୫ଶହ ଭାତା, ୧୦ କେ.ଜି. ଚାଉଲ ସାହାଭରସା

ଲାଠୋର, ୧୯।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ଚାଉଲଡ଼ିଆ ଗଁାର ବୁରୁଧ୍‌ ବିଧବା ପ୍ରେମ କୁମ୍ଭାର(୭୦) ଆର ନାତି ମହେଶ କୁମ୍ଭାର(୬)। ଜାଗାବାଡ଼ି, ଘରଦୁଆର ଅଭାବୁ ଦୁଇ ଆଈନାତି ବଡ଼ା ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଥିବାର…

ତିର୍ତ୍ତୋଲ ବ୍ଲକରେ ହରିଶ୍ଚନ୍ଦ୍ର ଯୋଜନା କେଳେଙ୍କାରୀ: ଜୀବିତଙ୍କୁ ମୃତ ଦର୍ଶାଇ ସହାୟତା ରାଶି ଚଳୁ

ଜଗତ୍‌ସିଂହପୁର ଅଫିସ୍‌,୧୯ା୨: ଗରିବ ତଥା ନିରାଶ୍ରୟ ଲୋକଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତଦେହ ଦାହ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି ଯୋଗାଇ ଦେଉଛନ୍ତି। ମାତ୍ର ଏହି ରାଶି ଆତ୍ମସାତ କରିବାକୁ ଅନେକ ସରକାରୀ କର୍ମଚାରୀ…

ଦୁର୍ବୃତ୍ତ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ଜଗତ୍‌ସିଂହପୁର ଅଫିସ୍‌, ୧୯ା୨: ଜଗତ୍‌ସିଂହପୁର ସହରରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ବିରିଡ଼ି ଥାନା ଅନ୍ତର୍ଗତ ଅଣଖିଆର ସତ୍ୟବ୍ରତ ବିଶ୍ୱାଳ ନାମକ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା ଦୁର୍ବୃତ୍ତ ଲୁଟ୍‌ କରିଛନ୍ତି। ବିଶ୍ୱାଳ ସ୍ଥାନୀୟ ଏକ ବ୍ୟାଙ୍କରୁ ୨ ଲକ୍ଷ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri