ଆମ ଜିଲା ଖବର

ଜଙ୍ଗଲରୁ ମିଳିଲା ୫ କୁଇଣ୍ଟାଲ ଗଞ୍ଜେଇ

ମୋହନା,୯। ୯(ମନ୍ମଥ ମିଶ୍ର): ଅଡବା ଥାନା ଗୁଲୁବା ଗାଁ ନିକଟସ୍ଥ ଜଙ୍ଗଲରେ ଚଢାଉ କରି ପୋଲିସ ୫ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ଏହାର ବଜାର ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ। ସୋମବାର ଭୋର ସମୟରେ ଏସ୍‌ଆଇ ପ୍ରସନ୍ନ…

ଗଣେଶ ଭଶାଣିରେ କାର ଭିତରେ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡି,୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ  ଜଣେ ନାବାଳିକା ଗଣେଶ ମୂର୍ତ୍ତି ବିସର୍ଜନ ମେଢ଼ ଦେଖିବାକୁ ଯାଇ ବଳାତ୍କାରର ଶୀକାର ହୋଇଥିଲେ ଉକ୍ତ ମାମଲାରେ ଅଭିଯୁକ୍ତକୁ ପୋଲିସ ଦାରିଙ୍ଗବାଡିରୁ ଗିରଫ କରିଛି। ଗିରଫ ଯୁବକ…

ଜିଲା ସଭାପତି ଘୋଷଣା ପରେ ଅସନ୍ତୁଷ୍ଟ ବରିଷ୍ଠ ନେତା, କର୍ମୀ : ସାମୂହିକ ଭାବେ ଇସ୍ତଫା ଦେବା ନେଇ…

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ଗତ ୪ ତାରିଖରେ ବିଜେଡି ଜିଲା ସଭାପତି ଭାବେ ଜଗନ୍ନାଥ ସାରକାଙ୍କ ନାମ ଘୋଷଣା ପରେ ଜିଲା ବିଜେଡିରେ ଭୃକୁଞ୍ଚନ ସୃଷ୍ଟି ହୋଇଛି। ଜିଲାରେ ବିଜେଡିରେ ବରିଷ୍ଠ ନେତା ଓ କର୍ମୀଙ୍କ ମନରେ କୁହୁଳିଛି ଅସନ୍ତୋଷର ନିଆଁ।…

ସରପଞ୍ଚଙ୍କୁ କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା: ଦିଲ୍ଲୀ ସ୍ବାଧୀନତା ଦିବସରେ …

ପାଟଣା,୧।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡପାଟଣା ପଞ୍ଚାୟତ ସରପଞ୍ଚ ବିନତୀ ବାନରା ନୂଆଦିଲ୍ଲୀର ୭୯ତମ ସ୍ବାଧୀନତା ଦିବସ ପରେଡରେ ପଞ୍ଚାୟତରାଜ ସଦସ୍ୟ ଭାବେ ଯୋଗଦେଇ ଫେରିଛନ୍ତି । ଏଥିସହ ସେ ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ରସରକାରଙ୍କ ଦ୍ୱାରା…

କୁକୁଡ଼ା ମୃତ୍ୟୁକୁ ନେଇ ନେଇ ୨ ପରିବାର ମଧ୍ୟରେ ତୁମୁଳକାଣ୍ଡ: ଶେଷରେ ଘଟିଲା…

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମଲ୍ଲିପୋଷି ଗ୍ରାମରେ କୁକୁଡା ମୃତ୍ୟୁକୁ ନେଇ ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏହି ରକ୍ତାକ୍ତ ସଂଘର୍ଷରେ ୩ ଜଣ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି।…

ଅଞ୍ଚଳର ବିକାଶ ପାଇଁ ୩ ବ୍ଲକକୁ NAC ଘୋଷଣା ଦାବି

ଦାରିଙ୍ଗବାଡି, ୯।୯ (ଅରୁଣ ସାହୁ):କନ୍ଧମାଳ ଜିଲାର ପ୍ରମୁଖ ସହର ତଥା ବ୍ଲକ ହେଡକ୍ୱାଟର ଦାରିଙ୍ଗବାଡି ସମେତ ରାଇକିଆ ଓ ଟିକାବାଲିକୁ ରାଜ୍ୟ ସରକାର ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କରିବାକୁ ଜି. ଉଦୟଗିରି ବ୍ଲକ ଗଟାମାହା ଗ୍ରାମର ଯୁବକ ରାଜେଶ ବଗର୍ତ୍ତୀ…

କ୍ୱାର୍ଟର୍ସରେ ପଶିଲା ୨୦ ଫୁଟ ଲମ୍ବର ଅଜଗର: କବାଟ ବନ୍ଦ କରିବାରୁ ଘଟିଲା…

ଖଲ୍ଲିକୋଟ,୯।୯(ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା କ୍ୱାର୍ଟରରେ ବିରାଟ ଅଜଗର ସାପ। ବନ ବିଭାଗ କର୍ମଚାରୀ ଉଦ୍ଧାର କରି ଜଙ୍ଗଲରେ ଛାଡିଛନ୍ତି। ଖଲ୍ଲିକୋଟ ମେଡିକାଲର କର୍ମଚାରୀ ପଦ୍ମନାଭ ରାଓ ନିଜ କ୍ୱାର୍ଟର ଭିତରେ ଥିବାବେଳେ ସୋମବାର ରାତିରେ ଏକ…

ଭଦ୍ରକ କଲେଜ ଗେଟ୍‌ରେ ବ୍ୟାନର ଲଗାଯିବାକୁ ନେଇ ହୋହଲ୍ଲା: ଟାୟାର ଜାଳି ଧାରଣା

ଭଦ୍ରକ, ୯।୯(ସନାତନ ରାଉତ): ଭଦ୍ରକ କଲେଜ ମୁଖ୍ୟ ଗେଟରେ ବ୍ୟାନର ଲଗାଯିବାକୁ ନେଇ ଗତକାଲି ରାତିରୁ ହୋହଲ୍ଲା ଚାଲିଛି । ମଙ୍ଗଳବାର ସକାଳୁ ଛାତ୍ର ବିଜେଡି ସମର୍ଥିତ କେରକେରା ଛାତ୍ର କଲେଜ ଗେଟ୍‌ରେ ବାଉଁଶ ବାନ୍ଧି ଟାୟାର ଜାଳି ଗେଟ୍‌ ଅବରୋଧ…

ତାଲା ଭାଙ୍ଗି କଳାକନା ବୁଲାଇଲେ ଦୁର୍ବୃତ୍ତ: ୫.୪୫ ଲକ୍ଷ ସହ ସୁନା ଗହଣା ଲୁଟିନେଲେ

ବାଲେଶ୍ୱର, ୯।୯(ବାଞ୍ଛାନିଧି ଦେ):ବାଲେଶ୍ୱରରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି l ପୋଲିସକୁ ଚ୍ୟାଲେଞ୍ଜ କରି ଅପରାଧୀମାନେ ବିଭିନ୍ନ ସମୟରେ ଅପରାଧ ଘଟାଇ ଚାଲିଛନ୍ତି। ସଦର ଥାନା ଅନ୍ତର୍ଗତ ସାରଗାଁ ଗ୍ରାମରେ ବଡଧରଣର ଲୁଟ ହୋଇଛି l ଘରେ କେହି ନ ଥିବାର…

ଘାଟକୂଳରେ ପଡ଼ିରହିଛି ବୋଟ୍‌ ଆମ୍ବୁଲାନ୍ସ: କାନ୍ଧରେ ବୁହାହୋଇ ବୋଟ୍‌କୁ ଯାଉଛନ୍ତି ରୋଗୀ

ମହାକାଳପଡ଼ା, ୯ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ନଦୀନାଳ ଘେରା ବତିଘର ପଞ୍ଚାୟତରେ ୧୨ ହଜାର ଲୋକଙ୍କ ସ୍ବାସ୍ଥ୍ୟସେବା ଯୋଗାଇଦେବା ଅପହଞ୍ଚ ପାଲଟିଛି। ଏହି ଅଞ୍ଚଳକୁ ସଡ଼କ ପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବାରୁ ରୋଗୀମାନେ ବାଧ୍ୟହୋଇ ନଦୀ ପାର…

ନୂତନ ଜଙ୍ଗଲ ସୃଷ୍ଟିରେ ହାତୀର ପ୍ରମୁଖ ଭୂମିକା ରହିଛି: ତଥାଗତ

ଯୋଡ଼ା/କେନ୍ଦୁଝର,୯ା୯(ମାନସ ମହାନ୍ତି/ନରେଶ ପଟ୍ଟନାୟକ/ଦୀପକ ମିଶ୍ର):ହାତୀ ଭଳି ବନ୍ୟପ୍ରାଣୀ ବଞ୍ଚିବା ଦରକାର। ହାତୀର ନିଜସ୍ବ ଚଲାପଥ ସେ ନିଜେ ବାଛିଥାଏ। ହାତୀର ମୃତ୍ୟୁ ମଧ୍ୟ ତାର ନିଜସ୍ବ ଚିହ୍ନିତ ସ୍ଥାନରେ ହୋଇଥାଏ। ହାତୀ ଏକ ବିଶାଳ ବନ୍ୟପ୍ରାଣୀ ହୋଇଥିବାରୁ ସେ ଜଙ୍ଗଲରେ ବିଚରଣ…

ବରଗଡ ସହରରେ ପ୍ରଶାସନର ଉଚ୍ଛେଦ ଅଭିଯାନ: ଉପରେ ଶାନ୍ତ, ଭିତରେ କୁହୁଳୁଛି

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରସ୍ଥିତ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜିରା ବ୍ରିଜ୍‌ ରାସ୍ତା ଜବରଦଖଲ ଉଚ୍ଛେଦ ସହରବାସୀଙ୍କ ଦୀର୍ଘବର୍ଷର ଦାବି ରହିଛି। ତେବେ ପ୍ରଶାସନିକ ଉଦାସୀନତା ଏବଂ ସ୍ଥାନୀୟ ଜନ ପ୍ରତିନିଧିଙ୍କ ଆନ୍ତରିକତା ଅଭାବରୁ ବର୍ତ୍ତମାନ ସୁଦ୍ଧା ଏହି ରାସ୍ତାରୁ ଜବରଦଖଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri