ଆମ ଜିଲା ଖବର

ସହାୟତାର ହାତ ବଢ଼ାଇଲା ଡିଭାଇନ୍‌ କଲେଜ

ବାରିପଦା ଅଫିସ, ୧୦ା୪- କରୋନା ମୁକାବିଲା ଲାଗି ଡିଭାଇନ ଓ ଏମଏସଇ କଲେଜ ଅଫ ଇଞ୍ଜିିନିୟରିଂ ସହାୟତାର ହାତ ବଢାଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଟଙ୍କା ଡିଭାଇନ ଇଞ୍ଜିିନିୟରିଂ କଲେଜର…

ପୋଲିସ ମାଡ଼ ପ୍ରତିବାଦରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

ରାଇରଙ୍ଗପୁର, ୧୦।୪(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳରେ ପୋଲିସ ସଫେଇ କର୍ମଚାରୀଙ୍କ ଜଣେ ସୁପରଭାଇଜରଙ୍କୁ ମାଡ଼ ମାରିବା ପ୍ରତିବାଦରେ ଗୁରୁବାର ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ସ୍ଥାନୀୟ ଉପ ଜିଲାପାଳ ଧର୍ମାନନ୍ଦ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଟାଉନଥାନା ଆଇଆଇସି…

ନିର୍ମାଣ ଶ୍ରମିକଙ୍କୁ ମାସ୍କ, ସହାୟତା ରାଶି ବଣ୍ଟନ

ଖଇରା, ୧୦।୪(ଡି.ଏନ.ଏ.)-ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରକୋଣା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଲୋକମାନଙ୍କୁ ମାସ୍କ ବଣ୍ଟନ କରିଛନ୍ତି ା ପ୍ରଥମେ ମନ୍ତ୍ରୀ ଅନ୍ଧାରୀ ଗ୍ରାମକୁ ଯାଇ ରବୀନ୍ଦ୍ର କୁମାର ବିଶ୍ୱାଳଙ୍କ…

ବାଜିଲାନି ସାହାନାଇ: ଫିକା ପଡ଼ିଲା ଚନ୍ଦନେଶ୍ୱରଙ୍କ କାମିନୀ ବିବାହ

ଭୋଗରାଇ, ୧୦।୪(ଡି.ଏନ.ଏ.)-କରୋନା ପାଇଁ ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ବିଶ୍ୱପ୍ରସିଦ୍ଧ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କ ମେଳା ଚଳିତବର୍ଷ ଫିକା ପଡ଼ିଛି। ଚନ୍ଦନେଶ୍ୱର ଟ୍ରଷ୍ଟ ବୋର୍ଡ଼ ତଥା ଜିଲା ପ୍ରଶାସନର କଡ଼ା କଟକଣା ଯୋଗୁ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ସମିତି…

ଖଇରାରେ ଆରମ୍ଭ ହେଲା ବିଶୋଧନ

ଖଇରା, ୧୦।୪(ଡି.ଏନ.ଏ.)-ଖଇରା ଅଗ୍ନିଶମ ବିଭାଗ ତରଫରୁ ଖଇରା ବଜାର ତଥା ଅନ୍ୟାନ୍ୟ କାର୍ଯ୍ୟାଳୟରେ ବିଶୋଧନ କାର୍ଯ୍ୟ ଆରମ୍ଭ ହୋଇଛି। ଗୁରୁବାର ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ହାଡିବନ୍ଧୁ ସିଂଙ୍କ ନେତୃତ୍ୱରେ ପ୍ରଥମେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ କରାଯାଇଥିଲା। ପରେ ଖଇରା…

ଏସ୍‌ଇଏମ୍‌ଙ୍କୁ ବାନ୍ଧିଲେ ଗ୍ରାମବାସୀ

ସଜନାଗଡ଼, ୧୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ କେସିପୁର ପଞ୍ଚାୟତର ଭାଲିଆପୁଷି ଗ୍ରାମରେ ଅଚଳ ନଳକୂପକୁ ତୁରନ୍ତ ମରାମତି କରାଯାଉ ନ ଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ ଅସନ୍ତୋଷ ଉଗ୍ରରୂପ ଧାରଣ କରିଛି। ଗୁରୁବାର ଏହାକୁ ମରାମତି କରିବାକୁ ଯାଇଥିବା ପଞ୍ଚାୟତସ୍ତରୀୟ ସ୍ବାବଲମ୍ବୀ…

ଓଡ଼ିଆ ଅକ୍ଷରରେ କାର୍ଟୁନ ଶିକ୍ଷା

ବାଲେଶ୍ୱର ଅଫିସ, ୧୦।୪-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ ରହିଛି। ଏହି ସମୟକୁ କିପରି ସଦୁପଯୋଗ କରାଯାଇପାରିବ ତାହାକୁ ନେଇ ବିଶିଷ୍ଟ ଶିଳ୍ପୀ କେଶୁ ଦାସ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ଓଡ଼ିଆ ବର୍ଣ୍ଣମାଳାଗୁଡ଼ିକୁ…

୨୦ରୁ ଊର୍ଦ୍ଧ୍ୱ ମଦଭାଟି ଭାଙ୍ଗିଲେ ଏସ୍‌ଏଚ୍‌ଜି

ଔପଦା, ୧୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡସାହି ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଶୀତବଣ ପାହାଡଘେରା ବେତେଇ ଗ୍ରାମ ଜଙ୍ଗଲରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ବେଆଇନ ମହୁଲି ମଦଭାଟିକୁ ସ୍ଥାନୀୟ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀ ଓ ଗ୍ରାମବାସୀ ମିଳିତ ଭାବେ ସମ୍ପୂର୍ଣ୍ଣ…

ପୁଣି ୪ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୪୮

ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଗୁରୁବାର ଦିନରେ…

ଗୁଡ୍‌ଫ୍ରାଇଡେ ଚର୍ଚ୍ଚରେ ପାଳନ ନ କରିବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଖ୍ରୀଷ୍ଟ ସମ୍ପ୍ରଦାୟ ପକ୍ଷରୁ ଗୁଡ୍‌ ଫ୍ରାଇଡେ ପାଳନ ହୋବାକୁ ଥିଲା ା ଏହାକୁ ଚର୍ଚ୍ଚ ପରିସରରେ ନ କରିବା ପାଇଁ ବିଭିନ୍ନ ଚର୍ଚ୍ଚ ଗୁଡ଼ିକୁ ପରାମର୍ଶ ଦିଆଯାଇଛି ା କନ୍ଧମାଳ ଜିଲାପାଳ ଡ. ବୃନ୍ଦା…

ମତ୍ସ୍ୟଜୀବୀଙ୍କୁ ପେଟ ଚିନ୍ତା

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ ଘୋଷଣା ପରେ ଲୋକମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ହୋଇଛି। ଶ୍ରମିକ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ସମସ୍ତ ଶ୍ରେଣୀର ପରିବାର ଉପରେ ଏହାର ପ୍ରଭାବ ପଡିଛି। ଏଥିରୁ ବାଦ୍‌ ପଡିନାହାନ୍ତି…

୧୨ଜଣଙ୍କୁ ଦିଆଗଲା କୁକୁର କାମୁଡା ଇଞ୍ଜେକସନ

ଜୁନାଗଡ,୯।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଗତ ୨ଦିନ ହେଲା ବୁଲା କୁକୁରଙ୍କ ଆତଙ୍କ ଦେଖିବାକୁ ମିଳିଛି। ସହରର ବିଭିନ୍ନ ପଡାରେ ଏହି କୁକୁରମାନେ ୨୦ଜଣଙ୍କୁ କାମୁଡିଥିବା ଅଭିଯୋଗ ହୋଇଥିଲା। ତେବେ ଜୁନାଗଡ ଡାକ୍ତରଖାନାରେ କୁକୁର କାମୁଡା ଇଞ୍ଜେକସନ ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?