ଆମ ଜିଲା ଖବର

ଏଟିଏମ୍‌ କାଉଣ୍ଟରରେ ସାମାଜିକ ଦୂରତା

ବନ୍ତ, ୯।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ କଟକଣାକୁ କଡାକଡି କରାଯାଇଛି । ସାମଗ୍ରୀ କିଣିବାଠାରୁ ଆରମ୍ଭ କରି ଟଙ୍କା ଉଠାଣ ପର୍ଯ୍ୟନ୍ତ ସବୁଠି ଲୋକେ ସାମାଜିକ ଦୂରତା ପାଳନ କରୁଛନ୍ତି। ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ୬ଟି…

ଲକ୍‌ଡାଉନ୍‌: ୭୮ ବାଇକ୍‌ ଜବତ

ରାଇରଙ୍ଗପୁର,୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ କରାଯାଇଥିବା ବେଳେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଡିଭିଜନର ବିଭିନ୍ନ ସ୍ଥାନରେ ଅମାନିଆ ଗାଡ଼ି ଚାଳକମାନେ ଏହାକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଥିଲା। କଟକଣା ଉଲ୍ଲଂଘନକାରୀଙ୍କୁ ସାବାଡ କରିବା…

ନିର୍ଦ୍ଦେଶ ସତ୍ତ୍ୱେ ଖୋଲୁନି ଢାବା, ଗ୍ୟାରେଜ

କେନ୍ଦୁଝର, ୯ା୪ (ସ୍ବ.ପ୍ର.)-କରୋନା ପାଇଁ ଲକ୍‌ ଡାଉନ୍‌ ଘୋଷଣା ହୋଇଛି । ଏଣୁ ସମଗ୍ର ଦେଶରେ ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଯାତ୍ରୀବାହୀ ବସ, ଟ୍ରେନ ଆଦି ବନ୍ଦ ରହିଛି। ତେବେ ଏହି କଟକଣାରୁ ବାଦ ପଡିଛି ଅତ୍ୟାବଶ୍ୟକୀୟ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱରସ୍ଥିତ ବାଲିଆ ରାମେଶ୍ୱର ମନ୍ଦିର ସମ୍ମୁଖରେ ଥିବା ମେସି ଫର୍ଗୁସନ ଟ୍ରାକ୍ଟର କମ୍ପାନୀର ଜିଲା ଡିଲର ‘ମେସର୍ସ ଲକ୍ଷ୍ମୀରେଖା ଅଟୋମୋବାଇଲ୍ସ’ର ଦୁଇ ବିଜିନେସ୍‌ ପାର୍ଟନର ମନୋଜ କୁମାର ଜେନା ଏବଂ ଅମିତ ଅମିତାଭ ମହାକୁଡ଼ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ…

ବିଶୋଧନ ହେଲା ଆର.ଉଦୟଗିରି, ନୂଆଗଡର ବିଭିନ୍ନ ସ୍ଥାନ

ଆର.ଉଦୟଗିରି,୯ା୪(ଡି.ଏନ.ଏ.)- ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ, ଖଜୁରିପଦା ଓ ବଡପଦା ସହରରେ ପ୍ରଶାସନ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧନ କରାଯାଇଛି। ବ୍ଲକର ତହସିଲ, ବ୍ଲକ, ମେଡିକାଲ, ସାହିର ଗଳିକନ୍ଦି ଏବଂ ମୁଖ୍ୟ ରାସ୍ତା ଦୁଇ ପାଖରେ ଦମକଳ ଗାଡି କେମିକାଲ…

ଲକ୍‌ଡାଉନ୍‌ରେ ସକ୍ରିୟ ମଦ ମାଫିଆ: ଦେଶୀ ମଦ ରନ୍ଧା ଭାଟି ଉପରେ ବେଗୁନିଆ ପୋଲିସର ଚଢ଼ାଉ, ନଷ୍ଟ କଲା ୨ହଜାର ଲିଟର ପୋଚ୍‌

ବେଗୁନିଆ,୯।୪ (ଡି.ଏନ୍‍.ଏ): ଖୋର୍ଦ୍ଧା ଜିଲା ବେଗୁନିଆ ପୋଲିସ ଗୁରୁବାର ଏକ ଦେଶୀ ରନ୍ଧା ମଦଭାଟି ଉପରେ ଚଢ଼ାଉ କରିଥିବା ସୂଚନା ମିଳିଛି। ଏହି ଘଟଣାରେ ମାଫିଆମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ୨ହଜାର ଲିଟର ପୋଚକୁ ନଷ୍ଟ କରିବା ସହ ଅନ୍ୟାନ୍ୟ…

କରୋନା ସହାୟତା: ନିମାପଡ଼ା ବ୍ଲକର ୪୦ହଜାର ହିତାଧିକାରୀଙ୍କୁ ୪ କୋଟି ସହାୟତା ପ୍ରଦାନ

ନିମାପଡ଼ା,୯।୪(ଡି.ଏନ୍‌.ଏ.): ମହାମାରୀ କରୋନା ପରିପ୍ରେକ୍ଷୀରେ ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳର ମୋଟ ୪୪ହଜାର ୭୫୭ଜଣ ରାଶନ କାର୍ଡ ଧାରୀଙ୍କ ମଧ୍ୟରୁ ୪୦ହଜାରଙ୍କୁ ୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅବଶିଷ୍ଟ ୪ହଜାର ୭୫୭ଜଣ ହିତାଧିକାରୀଙ୍କୁ ଆସନ୍ତା ଦୁଇଦିନ…

୩୦୦ ଲିଟର ପୋଚ ଜବତ

ମହାକାଳପଡ଼ା, ୮।୪ (ଡି.ଏନ୍‌.ଏ.)- ମହାକାଳପଡ଼ା ବ୍ଲକ ଅଧୀନ ବଉଳକଣି ପଞ୍ଚାୟତର ଆଦିବାସୀପଡ଼ା ଅଞ୍ଚଳରୁ ୩୦୦ ଲିଟର ରନ୍ଧା ମଦ ପୋଚ ଜବତ ହୋଇଛି। ଜମ୍ବୁ ସାମୁଦ୍ରିକ ଥାନା ପୋଲିସର ଏକ ଟିମ୍‌ ଉକ୍ତ ଆଦିବାସୀ ପଡ଼ାରେ ଚଢାଉ କରି ପୋଚ ଜବତ…

ଲକ୍‌ଡାଉନ୍‌: ଜୀବିକା ହରାଇଛନ୍ତି ଶତାଧିକ ମହୁଲଫୁଲ ସଂଗ୍ରହକାରୀ

କୋରୁକୋଣ୍ଡା,୯ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ଫଳରେ ସରକାରଙ୍କ ପକ୍ଷରୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜ୍ୟବାସୀଙ୍କ ଜୀବନଜୀବିକା ଉପରେ ପଡ଼ିଛି। ବିଶେଷକରି ଲକ୍‌ଡାଉନ୍‌ ହେତୁ ମାଲକାନିଗରି ଜିଲାର ମହୁଲ ଫୁଲ ସଂଗ୍ରହକାରୀ…

କରୋନାକୁ ନେଇ ମିଥ୍ୟା ଖବର ପ୍ରଚାର: ୮ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପାପଡ଼ାହାଣ୍ଡି ଥାନା ପୋଲିସ

ପାପଡାହାଣ୍ଡି, ୧୦।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ଅନ୍ତର୍ଗତ ମାଳତୀଗୁଡା ଗ୍ରାମରେ କରୋନାକୁ ନେଇ ଗୁଜବ ପ୍ରଚାର କରିବା ସହ ସାମାଜିକ ଦୂରତ୍ୱ ନ ମାନିବାକୁ ନେଇ ୮ ଜଣ ଗିରଫ ହୋଇଛନ୍ତି। ପୋଲିସ ସେମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି।…

ଗଞ୍ଜାମରେ ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟ ଯାଞ୍ଚ: ସାରୁ ଗ୍ରାମରୁ ଆରମ୍ଭ, ଉପସ୍ଥିତ ରହିଲେ ଜିଲାପାଳ

ହିଞ୍ଜିଳିକାଟୁ, ୯ା୪(ଡି.ଏନ୍‌.ଏ) : ରାଜ୍ୟରେ କରୋନା ଭୁତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲାକୁ ନେଇ ଲୋକଙ୍କ ସ୍ବାସ୍ଥ୍ୟ ନିରୀକ୍ଷଣ ପ୍ରଣାଳୀକୁ ଘରକୁ ଘର ବୁଲି ସର୍ଭେ ପାଇଁ ରାଜ୍ୟରେ ପ୍ରଥମ ଜିଲା ଭାବେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ…

ଘର ଘର ବୁଲି ସ୍ବାସ୍ଥ୍ୟବସ୍ଥା ଯାଞ୍ଚ ଆରମ୍ଭ: ୪୦ ଲକ୍ଷ ଲୋକଙ୍କ କରାଯିବ ସ୍କ୍ରିନିଂ

ଛତ୍ରପୁର,୯ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଯାଇ ଗଠିତ ଟିମ୍‌ ଲୋକଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ତଥ୍ୟ ସଂଗ୍ରହ ଆରମ୍ଭ କରିଛନ୍ତି। ୩ ଦିନ ମଧ୍ୟରେ ଏହି ଯାଞ୍ଚ ସମ୍ପୂର୍ଣ୍ଣ ଭାବେ ସରିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?