ଶ୍ରୀମନ୍ଦିରର ୩ ସେବକଙ୍କୁ କୈଫିୟତ ତଲବ: ଜଣେ ସେବକଙ୍କ ଶାଢ଼ିବନ୍ଧା ଆଦେଶ ପ୍ରତ୍ୟାହାର ନେଇ…
ପୁରୀ,୫ା୩(ଅଜିତ କୁମାର ମହାନ୍ତି): ଫେବୃଆରୀ ୨୮ରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କୈଫିୟତ୍ ତଲବ କରିଛନ୍ତି। ରାମକୃଷ୍ଣ ଖୁଣ୍ଟିଆ, ଅନ୍ୟ ଜଣେ ପାଳିଆ ଖୁଣ୍ଟିଆ ସେବକଙ୍କ…
ବୈଶାଖ ନପଶୁଣୁ ଉତ୍କଟ ଜଳ ସମସ୍ୟା, ବ୍ଲକ ଅଫିସ୍ ସମ୍ମୁଖରେ ଗରା ବାଲିଟି ଧରି ମହିଳାଙ୍କ ପ୍ରତିବାଦ
ପାଟଣା,୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ତଣ୍ଡ ବାଙ୍କ ଘାଟ ସାହିରେ ପାଣି ସମସ୍ୟା ଦେଖାଦେଇଛି । ସେଠାରେ ଏକ ମାତ୍ର ନଳକୂପ ୨୩ଦିନ ହେବ ଅଚଳ ହୋଇ ପଡ଼ିବାରୁ ସାହିର ୨୫ରୁ ଉର୍ଦ୍ଧ୍ବ ମହିଳା…
ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ ଅଫିସ ଆଗରେ ଧାନ ଗଦାକଲେ ଚାଷୀ
ବରଗଡ,୫।୩(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ସାଢେ ୩ମାସ ବିତିଯିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି। ଗୋଟିଏ ପଟେ ରବି ଚାଷକାର୍ଯ୍ୟ ଆଗେଇ ଚାଲିଥିବାବେଳେ ଅନ୍ୟପଟେ ଖରିଫରେ ଅମଳ ଧାନ…
ବୁଗୁଡ଼ାରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ, ପୂର୍ବତନ ଶ୍ରମ ମନ୍ତ୍ରୀ….
ବୁଗୁଡା,୫।୩(କାଳିଚରଣଦାଶ): ବୁଗୁଡ଼ା ବଳଦେବସ୍ବାମୀ ବସଷ୍ଟାଣ୍ଡ ପରିସରରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ…
କଲବଲ କରୁଛି ମହୁମାଛି: ବିପଦରେ ଛାତ୍ରୀଛାତ୍ର
ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ ଦେଖାଯାଇଛି। ଏକାଧିକ ବଡ଼ ବଡ଼ ଗଛରେ ମହୁମାଛି ବସା ବାନ୍ଧିଛନ୍ତି । ଏହି ବସା ଗୋଟିଏ କି ୨ଟି ନୁହେଁ, ଶହ ଶହ…
ବାଲେଶ୍ବରରୁ କୁପାରୀ ଆସୁଥିବାବେଳେ ଅଘଟଣ: ଦୋକାନ ଭିତରକୁ ମାଡିଗଲା ବସ୍, ତା’ପରେ…
ଖଇରା,୫।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବରରୁ ସୋର ଯାଉଥିବା ଅନନ୍ୟା ବସ୍ ଖଇରା ପ୍ରାଣୀ ଚିକିତ୍ସାକେନ୍ଦ୍ର ନିକଟରେ ଭାରସାମ୍ୟ ହରାଇ ଏକ ଦୋକାନ ଉପରକୁ ମାଡିଯାଇଛି। ଫଳରେ ଜଣେ ଆହତ ହୋଇଥିବାବେଳେ ଦୋକାନଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି । ଖଇରା ପୋଲିସ ଘଟଣାସ୍ଥଳରେ…
ଶୌଚ ପାଇଁ ଯାଇଥିଲେ ଚାରୁଲତା, ମାଡ଼ିଆସିଲା ହାତୀ: ଆଉ ତା’ପରେ…
କାମାକ୍ଷାନଗର,୫।୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ଅଁଳାବେରଣିଠାରେ ଜଣେ ମହିଳାଙ୍କୁ ଦଳି ଦେଇଛି ହାତୀ। ମୃତକ ଜଣଙ୍କ ହେଲେ ଚାରୁଲତା ନାଏକ। ଭୋର ସମୟରେ ଶୌଚ ପାଇଁ ଯାଇଥିବାବେଳେ ହାତୀ ଆକ୍ରମଣ କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ…
ହଠାତ୍ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି: ଦେଖନ୍ତୁ Video
ଉଦଳା, ୫।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳିଯାଇଛି ସ୍କୁଟି। ଅଚାନକ ସ୍କୁଟିରେ ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଛି। ସୂଚନାଯୋଗ୍ୟ, ଉଦଳା ଥାନା ଛକ ନିକଟରେ ସବ ଜଜ୍ଙ୍କ କାଟର ସମ୍ମୁଖରେ ଗେଟ ବାହାରେ ଏକ…
ଅଧରାତିରେ କୂଅରେ ପଡ଼ିଗଲା ଦନ୍ତା ହାତୀ: ଆଉ ତା’ପରେ…
କେନ୍ଦୁଝର,୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ବନାଯୋଡ଼ି ଗାଁରେ ଜଣେ ବ୍ୟକ୍ତିଙ୍କ ପୁରୁଣା ପଥର କୂଅରେ ଗତ କାଲି ରାତିରେ ଏକ ବୟସ୍କ ଦନ୍ତା ହାତୀ ଖସି ପଡିଥିଲା। ହାତୀକୁ ଦୀର୍ଘ ଘଣ୍ଟା ପରେ ଉଦ୍ଧାର କରାଗଲା।…
ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ
ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ବଚସା ପରବର୍ତ୍ତି ସମୟରେ ଗୋଷ୍ଠୀ ସଂଘର୍ଷରେ ପରିଣତ ହୋଇଛି। ଉଭୟ ଗୋଷ୍ଠୀର ଲୋକେ…
ବ୍ରିଜ ତଳକୁ ଖସିଲା ପିକଅପ୍: ୬ ଆହତ
ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳକୁ ନନ୍ଦପୁର ପୋଲିସ, ଅଗ୍ନିଶମ ବାହିନୀ, ୧୦୮ ଆମ୍ବୁଲାନ୍ସ ଗାଡ଼ି…
ବାଇକ୍-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ
ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ -୪୮୬୬) ଓ ବାଇକ (ନଂ. ଓଡ଼ି୩୨ ଜି-୩୯୯୭) ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

