ଆମ ଜିଲା ଖବର

୨୫ରୁ ଊର୍ଦ୍ଧ୍ୱ ସନ୍ଦିଗ୍ଧଙ୍କ ନମୁନା ସଂଗ୍ରହ

ରସୁଲପୁର,୮।୪(ଡିଏନଏ): ରସୁଲପୁର ବ୍ଲକ ବ୍ରହ୍ମବରଦାକୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି। ଏହି ଅଞ୍ଚଳରେ ଏପ୍ରିଲ ୧୨ ପର୍ଯ୍ୟନ୍ତ ଶଟଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏହି ଅବଧି ମଧ୍ୟରେ ବ୍ରହ୍ମବରଦା ଅଞ୍ଚଳକୁ ଯାତାୟାତ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଏହି ଅଞ୍ଚଳକୁ ସିଲ କରାଯାଇ…

କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଟିଟିଲାଗଡ଼, ୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡସ୍ଥିତ ରାଏମନ ଫାଉଣ୍ଡେସନ ପକ୍ଷରୁ ଟିଟିଲାଗଡ ବ୍ଲକ ଶଗଡଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗର କୁଷ୍ଠାଶ୍ରମର ୧୩୦ ଜଣ ଅନ୍ତେବାସୀଙ୍କୁ ବୁଧବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ବିଦେଶୀ ସଂସ୍ଥା ଦ୍ୱାରା ପରିଚାଳିତ ଏହି କୁଷ୍ଠାଶ୍ରମ…

ଗାଁରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଟିଟିଲାଗଡ଼, ୮।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଡୁଙ୍ଗରୁିଗୁଡା ଅନ୍ତର୍ଗତ ସମ୍ବଳ ଶକ୍ତି କୃଷକ ଉପତ୍ାଦକ କମ୍ପାନୀ ଆନୁକୂଲ୍ୟ ତଥା ଆଶା ଅନୁଷ୍ଠାନ କୁରସୁଡଙ୍କ ସହଯୋଗରେ କରୋନା କଟକଣା ସମୟରେ ଲୋକଙ୍କ ପାଇଁ ଭ୍ରାମ୍ୟମାଣ ପନିପରିବା ବିକ୍ରୟ ଆରମ୍ଭ ହୋଇଛି।…

ସଙ୍ଗରୋଧ ଗୃହକୁ ଗଲେ ୧୦ ଟ୍ରକ୍‌ ଚାଳକ

କୁଆଁରମୁଣ୍ଡା,୮।୪ (ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ଯମୁନାନାକି ଛକରେ ୨ ଦିନ ଧରି ଅଟକି ରହିଥିବା ଟ୍ରକ୍‌ ଚାଳକମାନଙ୍କୁ ସଙ୍ଗରୋଧ ଗୃହକୁ ପଠା ଯାଇଛି। ସ୍ଥାନୀୟ ପଦ୍ମପୁର ପଞ୍ଚାୟତ ସରପଞ୍ଚ ବିଜୟଲକ୍ଷ୍ମୀ କାଲୋ ଏମାନଙ୍କୁ…

ଅମାନିଆଙ୍କ ପାଇଁ କଠୋର

ସମ୍ବଲପୁର,(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶକୁ ଲକଡାଉନ କରି କେତେକ କଟକଣା ଘୋଷଣା କରାଯାଇଛି । ହେଲେ କେତେକ ଏହାକୁ ମାନୁ ନାହାନ୍ତି। ଏଣୁ ଜିଲାରେ ଅମାନିଆଙ୍କୁ ସାବାଡ କରିବା ପାଇଁ ପୋଲିସ ଓ ଜିଲା ପ୍ରଶାସନ କଠୋର ଅଭିମୁଖ୍ୟ…

ଢିଲା ପ୍ରଶାସନ, ଅମାନିଆ ହିତାଧିକାରୀ

ବଲାଙ୍ଗୀର ଅଫିସ, ୮ା୪: କରୋନା ସଂକ୍ରମଣକୁ କାବୁ କରିବା ଦିଗରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଲକ୍‌ଡାଉନ୍‌ ଘୋଷଣା କରି ଲୋକଙ୍କୁ ଘରେ ରହିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବାରମ୍ବାର ଜନସାଧାରଣଙ୍କୁ ନିବେଦନ କରୁଛନ୍ତି । ଲକ୍‌ଡାଉନ୍‌…

ସିମନବାଡ଼ିରେ କୁଆପଥର ବୃଷ୍ଟି

ଦାରିଙ୍ଗବାଡ଼ି,୮ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସମେତ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନରେ ପ୍ରବଳ କୁଆପଥର ବୃଷ୍ଟି ହୋଇଛି । ବର୍ଷା ଯୋଗୁ ଏକାଧିକ ଲୋକଙ୍କ ଆଜବେଷ୍ଟସ୍‌ ନଷ୍ଟ ହେବା ସହ ପବନରେ ମଧ୍ୟ କିଛି ଲୋକଙ୍କ ଘରଦ୍ୱାର…

ଗଞ୍ଜାମରେ ସମସ୍ତ ଘରକୁ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିବ ଟିମ୍‌

ଛତ୍ରପୁର, ୮ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଘର ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥାବସ୍ଥା ଏକ ଟିମ୍‌ ପଚାରି ବୁଝିବ। କରୋନା ଜନିତ ଲକ୍ଷଣ ଦେଖାଗଲେ ଏସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗକୁ ଉକ୍ତ ଟିମ୍‌ ଜଣାଇବେ। ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଆଣି…

କରୋନା ପାଇଁ ବୃତ୍ତି ବଦଳାଇଲେ ବ୍ୟବସାୟୀ: ଶସ୍ତାରେ ଯୋଗାଉଛନ୍ତି ପନିପରିବା

ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ)- ଲକ୍‌ଡାଉନ କଟକଣା ପରେ ଜନସାଧାରଣ ପ୍ରଭାବିତ ହୋଇଛନ୍ତି। କେବଳ ଜନସାଧାରଣ ନୁହଁନ୍ତି ବ୍ୟବସାୟୀମାନେ ମଧ୍ୟ ବୃତ୍ତି ପରିବର୍ତ୍ତନ କରୁଥିବା ଦେଖିବାକୁ ମିଳୁଛି। ପୋଷାକ, ହୋଟେଲ, ହାର୍ଡଓ୍ବେର ଷ୍ଟୋର କରିଥିବା ବଡ ବ୍ୟବସାୟୀ ଘରେ ରହିବା ବଦଳରେ ଜନସାଧାରଣଙ୍କୁ ସହଯୋଗ କରିବା…

ମୋଟର ଚାଳକଙ୍କୁ ସହାୟତା ପାଇଁ ସଚିବଙ୍କୁ ଚିଠି

ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ.)- ଲକ୍‌ଡାଉନ ପରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ସ୍ତରରେ ମୋଟର ଚାଳକମାନେ ଏବେ ଘରେ ବସିଛନ୍ତି। ଗାଡ଼ିମୋଟର ବନ୍ଦ ଯୋଗୁ ମାଲିକମାନେ କିଛିଦିନ ପାଇଁ କାର୍ଯ୍ୟରୁ ନିବୃତ କରିଥିଲେ ମଧ୍ୟ ଆର୍ଥିକ ସହାୟତା ଦେଇନାହାନ୍ତି। ଫଳରେ ଚାଳକମାନେ ଗୁଜରାଣ ମେଣ୍ଟାଇବାରେ…

ପ୍ରବାସୀ ଓଡିଆ ସଙ୍ଗଠନ ପକ୍ଷରୁ ସହାୟତା

ଭଞ୍ଜନଗର,୮।୪(ଡି.ଏନ.ଏ.)- ସୁରାଟରେ ଅନେକ ଓଡିଆ ଲକ୍‌ଡାଉନ ପରଠୁ ଅସୁବିଧାରେ ଅଛନ୍ତି। ସେମାନଙ୍କୁ ମୁଠାଏ ଖାଇବାକୁ ସ୍ଥାନୀୟ ସରକାର ଠିକ୍‌ ଭାବେ ଯୋଗାଇ ଦେଉନାହିଁ। ତେଣୁ ସୁରଟସ୍ଥିତ ପ୍ରବାସୀ ଓଡିଆ ସଙ୍ଗଠନ ପକ୍ଷରୁ ଲକ୍‌ଡାଉନ ପରଠୁ ନିୟମିତ ଭାବେ ଗରିବ ଲୋକଙ୍କୁ ରନ୍ଧା…

ବଜ୍ରପାତରେ ଗଲା ନାବାଳିକାଙ୍କ ଜୀବନ

କଣ୍ଟାପଡା, ୮।୪(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ବୁଧବାର ଅପରାହ୍ନ ସାଢ଼େ ୧୨ଟା ବେଳେ ବଜ୍ରପାତ ଘଟି ଜଣେ ନାବାଳିକାଙ୍କ ମତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ସୁଜିତ ବେହେରାଙ୍କ ଝିଅ ପ୍ରିୟଙ୍କା(୧୩)। ସୂଚନାନୁଯାୟୀ, ପ୍ରିୟଙ୍କା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?