ଆମ ଜିଲା ଖବର

୨୧୮୧୪ଜଣଙ୍କୁ ରନ୍ଧାଖାଦ୍ୟ ଦିଆଗଲା

ଦେବଗଡ,୬ା୪(ଡି.ଏନ.ଏ): ଦେବଗଡ ଜିଲାର ତିନୋଟି ବ୍ଲକର ୬୧ ପଞ୍ଚାୟତର ୨୩୨୨ ଏବଂ ପୌରାଞ୍ଚଳରେ ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକଙ୍କୁ ଦୈନିକ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ସୋମବାର ବାରକୋଟ ବ୍ଲକର ୨୪ ପଞ୍ଚାୟତରେ ୧୦୩୩ଜଣ ବୟସ୍କ ଏବଂ ୧୨୩ଜଣ ଶିଶୁ,…

ସାମାଜିକ ଦୂରତ୍ୱ ରକ୍ଷା ନ ହେଲେ ଦୋକାନ ବନ୍ଦ

ସୋନପୁର, ୬ା୪(ନି.ପ୍ର.): ଗାଁ ଠୁ ସହର ଦୋକାନ ଭିତରେ ଏବଂ ବାହାରେ ଅତ୍ୟଧିକ ଭିଡ ହେଉଛି। ସାମାଜିକ ଦୂରତ୍ୱ ରକ୍ଷା ହୋଇପାରୁନି। ଏହା ସୁବର୍ଣ୍ଣପୁର ଜିଲା ପାଇଁ ବର୍ତ୍ତମାନ ବିପଦ ସୃଷ୍ଟି କରିଛି। ଏ ସବୁକୁ ଦୃଷ୍ଟିରେ ରଖି ପ୍ରଶାସନ କଡା…

କରୋନା ସଚେତନ କଲା ପ୍ରଶାସନ

ଦିଗପହଣ୍ଡି,୬ା୪(ଡି.ଏନ୍‌.ଏ.): ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳଗୁଡିକରେ ଶଟଡାଉନ ସମୟରେ ବିନା କାରଣରେ କେହି ବ୍ୟକ୍ତି ଘରୁ ବାହାରିଲେ ଫୌଜଦାରୀ ମକଦ୍ଦମା ରୁଜୁ କରାଯିବ ବୋଲି ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପକ୍ଷରେ ସୋମବାର ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡ଼ିଓ ହଳଧର…

କୋହଳ ହେଉଛି ଲକ୍‌ଡାଉନ୍‌ ନିୟମ

ଜଗତ୍‌ସିଂହପୁର ଅଫିସ,୬ା୪: କରୋନା ଭୂତାଣୁ ସଂକ୍ରମଣ ବଢୁଥିବାରୁ ସରକାର ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲାରେ ପ୍ରଥମେ ନିୟମକୁ କଡାକଡି ପାଳନ କରାଯାଇଥିଲା। କିନ୍ତୁ ଧୀରେ ଧୀରେ ଏହି ନିୟମ କୋହଳ ହେଉଥିବା ଲକ୍ଷ୍ୟ କରାଯାଉଛି। ଯେହେତୁ…

ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର, ଅଭିଯୁକ୍ତ ଗିରଫ

ଆସିକା,୬ା୪(ଡି.ଏନ୍‌.ଏ.): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଡି. ସିଙ୍ଗିପୁର ଗ୍ରାମରେ ରବିବାର ସେହି ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗରେ ଜଣେ ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ବୁଧିଆ ବେହେରା। ତାଙ୍କୁ ସୋମବାର…

ଜୟରାମପୁରରୁ ପରୀକ୍ଷା ପାଇଁ ଗଲା ୨୪ ନମୁନା

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ଜୟରାମପୁର ପଞ୍ଚାୟତର ୧ ନମ୍ବର ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ସୋମବାର ସିଲ୍‌ କରାଯିବା ସହ ୨୪ଜଣଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ଅପରାହ୍ନରେ କଟକ ପିଡି ଏମ୍‌ଡି ଅବଜଲ ଅକ୍ତର ଓ…

ସାବୁନ ବାଣ୍ଟିଲେ ଅଙ୍ଗନୱାଡି, ଆଶାକର୍ମୀ

ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)-ଲୋକେ ଠିକ ଭାବେ ସାମାଜିକ ଦୂରତ୍ୱ ଅବଲମ୍ବନ କରୁ ନ ଥିବାରୁ କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ନିୟମକୁ ଆହୁରି କଡ଼ାକଡ଼ି କରାଯାଇଛି। ଔଷଧ ଦୋକାନଠାରୁ ଆରମ୍ଭ କରି ରାଶନ, ପରିବା ଆଦି…

ବୁଲା ପ୍ରାଣୀଙ୍କ ସାହାରା ସାଜିଛନ୍ତି କାଳିଆ ଭାଇ

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳର ସମସ୍ତ ଦୋକାନ, ବଜାର ଓ ହୋଟେଲ ବନ୍ଦ ରହିଥିବାରୁ ବୁଲୁଥିବା ପ୍ରାଣୀମାନେ ଖାଇବାକୁ ନ ପାଇ ଭୋକରେ ଡହଳବିକଳ ହେଉଛନ୍ତି। ଏହି ସମୟରେ ସେମାନଙ୍କ କ୍ଷୁଧା ମେଣ୍ଟାଇବା ପାଇଁ ଆଗେଇ…

କୋଭିଡ୍‌-୧୯ ନିର୍ଦ୍ଦେଶନାମାର ଖିଲାପ: ଭୋଜି କରୁଥିବାବେଳେ ୩ ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୬ା୪: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣକୁ ନେଇ ଦେଶରେ ଚିନ୍ତା ପ୍ରକଟ କରାଯାଉଥିବାବେଳେ ସାମାଜିକ ଦୂରତା ଓ ଜରୁରୀ ନ ଥିଲେ ଘରୁ ବାହାରନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଅପିଲ୍‌ କରିଛନ୍ତି। ଏଥିସହ କେହି ଏକାଠି ଲଗାଲଗି ହୋଇ…

ଟଙ୍କା ଓ ଚାଉଳ ନେବାକୁ ହଇରାଣ

ରଣପୁର,୬ା୪(ସ୍ବ.ପ୍ର.): କରୋନା ପାଇଁ ସହାୟତା ଅର୍ଥ ପାଇବା ଲାଗି ରାଶନ କାର୍ଡଧାରୀଙ୍କୁ ଡିଲରଙ୍କ ପାଖକୁ ଦୁଇଥର ଦୌଡିବାକୁ ପଡୁଛି। ଥରେ ଟଙ୍କା ପାଇଁ ଓ ପୁଣି ଥରେ ଚାଉଳ ଲାଗି ଯିବାକୁ ପଡୁଛି। ଏଥିପାଇଁ ହିତାଧିକାରୀଙ୍କୁ ଲାଇନ୍‌ରେ ଘଣ୍ଟା ଘଣ୍ଟା ଧରି…

ଭୁବନେଶ୍ୱରରୁ ଲୋକେ ଗାଁ ମୁହାଁ

ନୟାଗଡ଼ ଅଫିସ,୬ା୪: ରାଜ୍ୟରେ କରୋନା ରୋଗୀ ସଂଖ୍ୟା ୩୯ରେ ପହଞ୍ଚିଛି । ଏହା ମଧ୍ୟରେ କେବଳ ଭୁବନେଶ୍ୱରର ୩୨ଜଣ ଅଛନ୍ତି। ଏହା ଜାଣିବା ପରେ ଭୁବନେଶ୍ୱରରେ ରହୁଥିବା ନୟାଗଡ ଜିଲାର ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଏଣୁ ଅଧିକାଂଶ ଲୋକ ଗାଁ ମୁହାଁ…

ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ସିଲ୍‌ ହେବ ବ୍ୟବସାୟ ପ୍ରତିଷ୍ଠାନ

ନୟାଗଡ଼ ଅଫିସ,୬ା୪: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉପରେ ଲଗାମ ଦେବା ଉଦ୍ଦେଶ୍ୟରେ ସରକାର ସାମାଜିକ ଦୂରତା ରକ୍ଷା କରିବାକୁ ନିବେଦନ କରିଛନ୍ତି। ଦୋକାନ ଆଗରେ ଗ୍ରାହକମାନେ ଅନୂ୍ୟନ ୧ମିଟର ଦୂରତା ବଜାୟ ନ ରଖିଲେ କାର୍ଯ୍ୟାନୁଷ୍ଠାନ ହେବ। ଏପରି କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?